ପଚା ଅଣ୍ଡାରେ ହୋଲି
ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ।…
ଢାକା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି
ଢାକା,୮।୩: ବାଂଲାଦେଶର ରାଜଧାନୀ ଢାକାର ଗୁଲିସ୍ତାନ ଅଞ୍ଚଳରେ ଥିବା ଜନଗହଳୀପୂର୍ଣ୍ଣ ଏକ ବହୁତଳ କୋଠାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ବର୍ତ୍ତମାନ ସୁଦ୍ଧା ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ଜଣ ଆହତ ହୋଇଥିବା ଜଣାପଡିଛି। ଆହତଙ୍କ ମଧ୍ୟରେ ଅଧିକାଂଶଙ୍କ ଅବସ୍ଥା…
ହୋଲିରେ ନିଶା ଖାଇ ଉପଦ୍ରବ କଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮।୩(ବ୍ୟୁରୋ): ହୋଲିକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ହୋଲି ଉତ୍ସବ ନାଁରେ ନିଶା ଖାଇ ଉପଦ୍ରବ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜି ହେଉଛି ହୋଲି ପର୍ବ। ରଙ୍ଗର ପର୍ବ ହୋଲିକୁ ନେଇ ସମସ୍ତେ ଖୁସି ଉଲ୍ଲାସରେ ପାଳନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହୋଲିପର୍ବର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ରଙ୍ଗ ଓ ଆନନ୍ଦର…
ସିସୋଡିଆଙ୍କ ଗିରଫଦାରୀ ବିରୋଧରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ୍
ନୂଆଦିଲ୍ଲୀ,୮।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍ ସମର୍ଥନ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ସିସୋଡିଆକୁ ବିନା ସର୍ତ୍ତରେ ଜେଲରୁ ମୁକ୍ତ କରିବାକୁ ଦାବି…
ହୁହୁ ହୋଇ ଜଳୁଛି କୋଇଲା ବୋଝେଇ ଟ୍ରେନ୍
ବାଲେଶ୍ୱର ଅଫିସ,୮।୩(ବ୍ୟୁରୋ):ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଏକ କୋଇଲା ବୋଝେଇ ଟ୍ରେନ୍ରେ ବୁଧବାର ନିଆଁ ଲାଗିଯାଇଛି। ବଗିରେ ଥିବା କୋଇଲା ହୁ ହୁ ହୋଇ ଜଳୁଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏଥିରେ କେହି ମୃତାହତ…
ଭୂକମ୍ପ ପରେ ସିରିଆ ଉପରେ ଇସ୍ରାଏଲର ଆକ୍ରମଣ
ସିରିଆ,୮।୩: ଇସ୍ରାଏଲର ଏକ ଲଢୁଆ ବିମାନ ମଙ୍ଗଳବାର ବିଳମ୍ବିତ ରାତି ଏବଂ ବୁଧବାର ସକାଳେ ସିରିଆର ଆଲେପ୍ପୋ ବିମାନବନ୍ଦରରେ ଆକ୍ରମଣ କରିଛି। ଏହି ଆକ୍ରମଣରେ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସିରିଆର ଜଣେ ଅଧିକାରୀଙ୍କ କହିବାନୁଯାୟୀ, ସିରିଆରେ ଭୂକମ୍ପ ପରେ…
ଥରିଲା ଆଫଗାନିସ୍ତାନ: ରିକ୍ଟର ସ୍କେଲ୍ରେ ତୀବ୍ରତା ୪.୨
କାବୁଲ,୮।୩: ଆଫଗାନିସ୍ତାନରେ ପୁଣି ଭୂକମ୍ପ ଝଟକା। ମଙ୍ଗଳବାର ରାତି ପ୍ରାୟ ୧.୪୦ରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସଳଚନା ଦିଆଯାଇଛି। ତେବେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୨ ରହିଥିବା ବେଳେ ଦ୍ରାଘିମା ୬୯.୫୧,…
ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି
ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ ଶୋଭାଯାତ୍ରା ବାହାରି ଥିଲା। ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତିକୁ ସ୍ବତନ୍ତ୍ର ବିମାନରେ ସହର ପରିକ୍ରମା…
ଆଜି ଅନ୍ତର୍ଜାତୀୟ ମହିଳା ଦିବସ
ଭୁବନେଶ୍ୱରୟ,୮।୩(ବ୍ୟୁରୋ): ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ଭଳି ଏହି ଦିନକୁ ସାରା ବିଶ୍ୱରରେ ମହିଳାଙ୍କ ପାଇଁ ପାଳନକରାଯାଏ। ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ବୀକୃତି ଓ ସମ୍ବର୍ଦ୍ଧନା ଏହି…
ଆଜି ମା’ ବିରଜାଙ୍କ ଝୁଲଣ ଯାତ୍ରା: ପଢ଼ାଗଲା ନୂତନ ପଞ୍ଜିକା
ଯାଜପୁର ଅଫିସ,୮।୩: ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଝୁଳଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମା’ଙ୍କ ନିକଟରେ ସେବକ ଜ୍ୟୋତି୍ୟଷଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି । ସ୍ବତନ୍ତ୍ର ପୂଜାର୍ଚ୍ଚନା…
ଗୋରୁ ଚୋରା ଚାଲାଣ ମାମଲା: ଇଡି ହେପାଜତରେ ଟିଏମସି ନେତା
କୋଲକାତା,୮।୩: ପଶ୍ଚିମବଙ୍ଗ ଗୋରୁ ଚୋରା ଚାଲାଣ ମାମଲାରେ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି। ମଙ୍ଗଳବାର ଇଡି ଦ୍ୱାରା ଦାଖଲ କରାଯାଇଥିବା ପିଟିସନ ଉପରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ…
Archives


