ଦେବଗଡ଼ରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେଉ
ଦେବଗଡ଼,୭।୩(ଡି.ଏନ୍.ଏ.): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଶିଳ୍ପବିହୀନ କୃଷିଭିତ୍ତିକ ଦେବଗଡ଼ ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦାବି କରିଛି। କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା, ଶିକ୍ଷା, ସୁରକ୍ଷା ଓ ରୋଜଗାର ଦାବିରେ ସୋମବାର ଏବିଭିପି ପକ୍ଷରୁ ଛାତ୍ର ସମାବେଶ ଓ ରାଲି…
ହୋଲିରେ କ’ଣ ପିନ୍ଧିବେ
ସାଙ୍ଗସାଥୀ ଓ ପରିବାର ସହ ମିଶି ରଙ୍ଗର ପର୍ବ ହୋଲିକୁ ବେଶ୍ ଆନନ୍ଦର ସହ ପାଳନ କରାଯାଇଥାଏ। ପରସ୍ପର ଭିତରେ ସ୍ନେହ ଶ୍ରଦ୍ଧାକୁ ଆହୁରି ମଜଭୁତ କରିଥାଏ ଏହି ପର୍ବ। ରଙ୍ଗ ଖେଳିବା ସମୟରେ କ’ଣ ପିନ୍ଧିବେ ସେ ସମ୍ପର୍କରେ କେତୋଟି…
ହତ୍ୟା ନୁହେଁ, ପାଣିରେ ବୁଡି ମୃତ୍ୟୁ: ଏସ୍ପି
ଭୁବନେଶ୍ୱର, ୭।୩(ବ୍ୟୁରୋ): ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏସ୍ପି ବି. ଗଙ୍ଗାଧର। ସେ କହିଛନ୍ତି, ଚିନ୍ମୟୀଙ୍କୁ ହତ୍ୟା କରାଯାଇନାହିଁ, ପାଣିରେ ବୁଡି ଚିନ୍ମୟୀଙ୍କ ମୃତ୍ୟୁ ଘଟିଛି। ହେଲେ କେମିତି ଓ କେଉଁ…
ଭକ୍ତିମୟ ପରିବେଶରେ ଅବିର ଖେଳି ବିମାନରେ ବୁଲିଲେ ଠାକୁର
ପାଟଣା,୭।୩(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର, ଶିବ ନାରାୟଣ ପୁରଶାସନ ଓ କପୁଣ୍ଡି ଗ୍ରାମର ଦୋଳ ଗୋବିନ୍ଦ ଠାକୁର ପାରମ୍ପରିକ ରୀତିରେ ସୋମବାର ରାତିରେ ବିମାନରେ ବସି…
ମନୀଷ ସିସୋଡିଆ ଦେଶ ପାଇଁ ଜୀବନ ଦେଇପାରିବେ: କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୭।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ୍ ଆଦ୍ମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ଏକ ଟିମ ତିହାର ଜେଲରେ ପହଞ୍ଚିଛି। ସିସୋଡିଆଙ୍କୁ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ କୋର୍ଟଙ୍କ ପକ୍ଷରୁ ମାର୍ଚ୍ଚ…
୧୭ ସ୍ଥାନରେ ଚଢ଼ାଉ, ୬୨ କେଜି ବିସ୍ଫୋରକ ଜବତ
ଖୋର୍ଦ୍ଧା ଅଫିସ, ୭।୩ : ସୋମବାର ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଜିଲା ଜିଲାପାଳଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଜିଲାର ସମସ୍ତ ଥାନା ୧୭ଟି ସ୍ଥାନରେ ଚଢ଼ାଉ କରି…
ବାଣ ଫୁଟି ୫ମୃତ ଘଟଣା: ଜିଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ
ଖୋର୍ଦ୍ଧା ଅଫିସ,୭।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଧୀନ ଭୂଷଣ୍ଡପୁରରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣରେ ସୋମବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜିଲା ପ୍ରଶାସନ…
ସଫଳତା ଅନ୍ତରାଳେ…
ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ସମଗ୍ର ବିଶ୍ୱରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ମହିଳା ଦିବସ’। ମହିଳାମାନଙ୍କୁ ସ୍ବାବଲମ୍ବୀ କରାଇବା, ସେମାନଙ୍କ ଭିତରେ ଲୁଚି ରହିଥିବା ପ୍ରତିଭାକୁ ବିକଶିତ କରାଇବା ଏବଂ ସେମାନଙ୍କୁ ସମାଜରେ ସମସ୍ତଙ୍କ ସହ ପାଦ ମିଳାଇ ଚାଲିବାକୁ ପ୍ରୋତ୍ସାହିତ…
ହୋଲିରେ ରଙ୍ଗ ଛଡ଼ାଉଥିଲେ..
ରଙ୍ଗର ପର୍ବ ହୋଲି। ଏହି ଖେଳର ମଜା ନିଆରା। ବେଶ୍ ମଉଜ ମସ୍ତିରେ ସାଙ୍ଗମାନଙ୍କ ସହ ହୋଲି ଖେଳିବା ପରେ ଶରୀରରେ ଲାଗିଥିବା ରଙ୍ଗକୁ ଛଡ଼ାଇବା କଥା ଆସିଥାଏ। ଏଭଳି କେତେକ ରଙ୍ଗ ଅଛି, ଯାହା ସହଜରେ ଛାଡ଼ି ନ ଥାଏ।…
ଆଡଭାନ୍ସ ବୁକିଂରେ ‘ଲାଲ ସିଂ ଚଡ୍ଡା’ କୁ ପଛରେ ପକାଇଲା ‘ତୁ ଝୁଠି ମୈ ମକ୍କର’
ମୁମ୍ବାଇ: ଅଭିନେତା ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଅଭିନୀତ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ରିଲିଜ୍ ପାଇଁ ପ୍ରସ୍ତୁତ ହେଉଛି। ନିକଟରେ ରିଲିଜ୍ ହୋଇଥିବା ଏହି ଫିଲ୍ମର ଟ୍ରେଲର ଏବଂ ଗୀତ ସବୁ ପ୍ରଶଂସକଙ୍କୁ ପସନ୍ଦ ଆସିଛି। ଏହି…
ନୂତନ ଭିସା ସେବା ଘୋଷଣା କଲା ଆମେରିକା: ଅଧ୍ୟୟନ ସହିତ ଚାକିରି ମଧ୍ୟ କରିପାରିବେ ଛାତ୍ରୀଛାତ୍ର
ଓ୍ବାଶିଂଟନ୍,୭।୩: ଆମେରିକା ସରକାର କିଛି ଭିସା ଆବେଦନ ପାଇଁ ଏକ ପ୍ରିମିୟମ ପ୍ରକ୍ରିୟାକରଣ ଯୋଜନା ଆରମ୍ଭ କରିଛନ୍ତି। ଏହା ଆମେରିକାକୁ ଆସିବାକୁ ଚାହୁଁଥିବା ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କ ପାଇଁ ଲାଭଦାୟକ ହେବ। ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ, ଗଣିତ ଅଧ୍ୟୟନ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ର…
ଦେଶୀ ରଙ୍ଗରେ ଝଲସିବେ ରାଧାକୃଷ୍ଣ
ରାଉରକେଲା ଅଫିସ, ୭।୩: ରାଉରକେଲା ସେକ୍ଟର-୭ ସ୍ଥିତ ଦୁର୍ଗାପୂଜା ପଡିଆରେ ଆସନ୍ତା ୯ତାରିଖରୁ ଆରମ୍ଭ ହେବାକୁ ଯାଉଛି ଭାଇଚାରାର ମହାନ ପର୍ବ ଦୋଳ ମେଳଣ। ଚଳିତବର୍ଷ ଏହା ନବମ ବର୍ଷରେ ପଦାର୍ପଣ କରିଛି। ଦେଶୀ ରଙ୍ଗରେ ଏହି ପର୍ବକୁ ଧୁମ୍ଧାମ୍ରେ ପାଳନ…
Archives


