Home Left

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଏସ୍‌ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ

କଟକ,୧୬ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ(୧୭)। ତାଙ୍କ ଅବସ୍ଥା ଗୁରୁତର…

ଜୁଆ ଆଡ୍ଡାରେ ଚଢ଼ାଉ, ୭ ଗିରଫ

ଖଲ୍ଲିକୋଟ,୧୬ା୬ (ପ୍ରଶାନ୍ତ ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ କନକା ଗ୍ରାମ ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରି ୮,୨୦୦ ଟଙ୍କା ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିିଛି। ଖଲ୍ଲିକୋଟ…

ଟାଟା ପାୱାର ଅଫିସ ଆଗରେ ଭାଜପାର ବିକ୍ଷୋଭ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି

ବ୍ରହ୍ମପୁର,୧୬ା୬(ନରସିଂହ ସାହୁ): ଅଘୋଷିତ ବିଦ୍ୟୁତ କାଟ୍‌ ପ୍ରତିବାଦରେ ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବ୍ରହ୍ମପୁରସ୍ଥିତ ଟାଟା ପାୱାର ଦକ୍ଷିଣାଞ୍ଚଳ କର୍ପୋରେଟ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଆନ୍ଦୋଳନକାରୀ ଅଫିସ ଭିତରକୁ ପଶିବା ଉଦ୍ୟମ…

ଭିଜିଲାନ୍ସ ଜାଲରେ ପ୍ରାଣୀଧନ ଚିକିତ୍ସାଅଧିକାରୀ

ଆସିକା,୧୬ା୬(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବ୍ଲକ ପ୍ରାଣୀଧନ ଚିକିତ୍ସାଅଧିକାରୀ ରବି ନାରାୟଣ ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଛନ୍ତି । ମୋବାଇଲ ଭେଟନାରୀ ୟୁନିଟ ବ୍ୟବହାର ଲାଗି ନିୟୋଜିତ ଏକ ବୋଲେରୋର ଭଡା ନବୀକରଣ ଲାଗି କାଗଜପତ୍ର ପ୍ରସ୍ତୁତ…

ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲେ ୧୧ ବାସନ୍ଦ ପରିବାର

ଛତ୍ରପୁର,୧୬ା୬(ସନ୍ତୋଷ ପାଢ଼ୀ )-ଗଞ୍ଜାମ ଜିଲା ରମ୍ଭା ଥାନା ନୁଆଁପଲ୍ଲୀ ଏବଂ ପୋଇରାସୀ ଗ୍ରାମର ୧୧ଟି ପରିବାରକୁ ବାସନ୍ଦ କରିବା ସହ ପ୍ରାଣରେ ମାରିଦେବା ପାଇଁ ଧମକ ଦିଆଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ୨ ଗ୍ରାମର ବାସନ୍ଦ ପରିବାର ଛତ୍ରପୁର…

ଫିଲ୍ମ ‘ଆଦିପୁରୁଷ’କୁ ନେଇ ଦିଲ୍ଲୀ ହାଇକୋର୍ଟରେ ଯାଚିକା ଦାଖଲ, ବ୍ୟାନ୍‌ କରିବାକୁ ଦାବି

ନୂଆଦିଲ୍ଲୀ,୧୬।୬: ରିଲିଜ୍‌ ହେଉଣୁ ଆଦିପୁରୁଷ ଫିଲ୍ମକୁ ନେଇ ବିବାଦ ଦେଖାଯାଇଛି। ଫିଲ୍ମ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଆବେଦନରେ ରାମାୟଣ ଏବଂ ପ୍ରଭୁ ରାମଙ୍କୁ ଫିଲ୍ମରେ ଅପମାନିତ କରାଯାଇଥିବା ଅଭିଯୋଗ ହୋଇଛି। ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯିବାକୁ…

ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

ରାଇବଣିଆ/ଜଳେଶ୍ୱର,୧୬।୬(ନବୀନ ସାହୁ/ରବି ନାରାୟଣ ପାତ୍ର): ବାଲେଶ୍ୱର ଜିଲା ରାଇବଣିଆ ଥାନା ଭଦୁଆ ନିକଟରେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଚମାରଗାଁ ପଞ୍ଚାୟତ ପୁଡ଼ତା ଗ୍ରାମର ରଡ଼ିଆ ମୁର୍ମୁଙ୍କ ପୁଅ ବୁଦ୍ଧିଆ (୩୫)। ସୂଚନା ଅନୁଯାୟୀ, ହାତୀଗଡ଼ ପେଟ୍ରୋଲ…

ଡଲାର ତୁଳନାରେ ୩୪ପଇସା ବୃଦ୍ଧି ପାଇଲା ଟଙ୍କା

ନୂଆଦିଲ୍ଲୀ,୧୬।୬: ଶୁକ୍ରବାର ଆମେରିକୀୟ ‘ଡଲାର’ ତୁଳନାରେ ଭାରତୀୟ ମୁଦ୍ରା ‘ଟଙ୍କା’ ଅଧିକ ମଜବୁତ ହୋଇଛି। ଭାରତୀୟ ସେୟାର ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହୋଇ ୩୪ପଇସା ବୃଦ୍ଧି ପାଇଛି। ଇଣ୍ଟରବ୍ୟାଙ୍କ ବୈଦେଶିକ ବିନିମୟରେ ଟଙ୍କା ୮୧.୮୬ରେ ଟ୍ରେଡ କରୁଛି। ଆମେରିକୀୟ…

ରଜରେ ରଜବତୀ ବିବାହ ଅନୁଷ୍ଠିତ

କେନ୍ଦୁଝର,୧୬ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସମଗ୍ର ଜିଲାରେ ରଜ ପର୍ବ ଧୂମଧାମରେ ପାଳିତ ହେଉଥିବା ବେଳେ ଏହି ଦିନରେ ରଜବତୀ ବିଭାଘର ପ୍ରମୁଖ ଆକର୍ଷଣୀୟ ହୋଇଛି । ଜିଲାର ସଦର ବ୍ଲକ ଅନ୍ତର୍ଗତ ହର୍ଷପୁର ଗ୍ରାମରେ ରଜବତୀ ବିଭାଘର ନିଆରା ।…

ସାଂସଦଙ୍କର ପୁଅ ଏବଂ ପତ୍ନୀଙ୍କୁ ଅପହରଣ

ଅମରାବତୀ,୧୬।୬: ଆନ୍ଧ୍ରପ୍ରଦେଶର ଶାସକ ଦଳ ଓ୍ବାଇଏସଆର୍‌ କଂଗ୍ରେସର ସାଂସଦ ଏମ.ଭି.ଭି. ସତ୍ୟନାରାୟଣଙ୍କ ପତ୍ନୀ, ପୁଅ ଏବଂ ତାଙ୍କ ଅଡିଟରଙ୍କୁ ଅପହରଣ କରାଯାଇଛି। ଗୁରୁବାର ବିଶାଖାପାଟନାରେ ତାଙ୍କୁ ଅପହରଣ କରାଯାଇଥିଲା। ଅପହରଣର କିଛି କିଛି ଘଣ୍ଟା ମଧ୍ୟରେ ପୋଲିସ ସମସ୍ତଙ୍କୁ ଉଦ୍ଧାର କରିଛି।…

ଛୋଟ ରୋଡରେ ଡ୍ରାଇଭିଂବେଳେ ଲୋକ ଅଧିକ ନର୍ଭସ

ଟେନଶନରେ ରହି ଗାଡି ଚଳାଉଛନ୍ତି କି! ଏହା ଦ୍ୱାରା ଆପଣଙ୍କର ଡ୍ରାଇଭିଂ ଉପରେ ପ୍ରଭାବ ପଡିପାରେ। ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ନର୍ଭସ ହେବା ଦ୍ୱାରା ଡ୍ରାଇଭିଂ ଉପରେ ପ୍ରଭାବ ପଡିଥାଏ। ଅନେକ ଲୋକ ଏପରିକି କହିଛନ୍ତି ଯେ ଚିନ୍ତାଗ୍ରସ୍ତ…

ଗୀତ ଲେଖିଲେ ମୋଦି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟା ଶସ୍ୟ ବା ମିଲେଟର ଉପକାରିତା ଓ ସାରା ବିଶ୍ୱରେ କ୍ଷୁଧା ନିବାରଣ କରିବାର କ୍ଷମତା ବିଷୟରେ କହିବାକୁ ଗ୍ରାମୀ ପୁରସ୍କାର ବିଜେତା ଓ ଭାରତୀୟ-ଆମେରିକୀୟ ଗାୟିକା ଫାଲୁଙ୍କ ସହ ମିଶି ଏକ ଗୀତ ଲେଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?