Home Left

ନିମ୍ନମାନର ମଧ୍ୟାହ୍ନଭୋଜନ ଦିଆଯାଉଛି

ଯୋଡ଼ା,୭ା୩(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ କମାରଯୋଡ଼ା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଦେଖାଯାଇଛି। ନିମ୍ନମାନର ଖାଦ୍ୟ ପରସା ଯାଉଥିବା ବେଳେ ଅଧା ଦିନ ଦିଆଯାଉ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ କାଉନ୍‌ସିଲର…

ଆଜି ଲାଲୁଙ୍କୁ ଜେରା କରିବ ସିବିଆଇ

ନୂଆଦିଲ୍ଲୀ,୭।୩: ପୂର୍ବ ରେଳ ମନ୍ତ୍ରୀ ତଥା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କୁ ମଙ୍ଗଳବାର ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ସିବିଆଇ ପଚରାଉଚରା କରିବ। ଲାଲୁ ବର୍ତ୍ତମାନ ଦିଲ୍ଲୀରେ ଥିବା ବେଳେ ତାଙ୍କୁ ଦିଲ୍ଲୀ ସ୍ଥିତ ବାସଭବନରେ ହିଁ ସିବିଆଇ…

୩ ଶହ ବର୍ଷର ପତିରାଜପୁର ଦୋଳମେଳନ

ଖଇରା, ୭।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ପତିରାଜପୁରଠାରେ ୩ଶହ ବର୍ଷ ଧରି ପାଳିତ ହୋଇଆସୁଥିବା ପ୍ରସିଦ୍ଧ ଦୋଳମେଳନ ଆରମ୍ଭକୁ ଆଉ ମାତ୍ର ଗୋଟିଏ ଦିନ ଥିବା ବେଳେ ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ା ରାଜ୍ୟର ବିଭିନ୍ନ…

ଆଜି ଦୋଳ ପୂର୍ଣ୍ଣିମା: ଫଗୁ ଖେଳିବେ ଶ୍ରୀଜିଉ

ପୁରୀ ଅଫିସ,୭।୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତକାନ୍ତି କରାଯାଉଛି। ଚତୁର୍ଦ୍ଧାମୂର୍ତ୍ତି ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବା ସହ ଫଗୁ ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ…

ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୩(ବ୍ୟୁରୋ): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ…

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହ ହୋଲି ଖେଳିଲେ ବିଧାୟକ

ବାଲେଶ୍ବର ଅଫିସ ୭।୩: ସ୍ବେଚ୍ଛାସେବୀ ଅନୁଷ୍ଠାନ ଦେବଦୀବ ଫାଉଣ୍ଡେସନ ପକ୍ଷରୁ ବାଲେଶ୍ବର ରାଣୀପାଟଣାସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟରେ ହୋଲି ଉତ୍ସବ ବଡ଼ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନ ଅଧ୍ୟକ୍ଷା ରଶ୍ମିରେଖା ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି…

ଅଭିନେତା ଅନୁପମ ଖେରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ୍‌ ଅଭିନେତା ଅନୁପମ୍‌ ଖେର ଇଣ୍ଡଷ୍ଟ୍ରିର ଉଚ୍ଚକୋଟୀର ତାରକା ଭାବେ ଜଣାଶୁଣା। ସେ ଅନେକ ହିଟ୍‌ ଫିଲ୍ମରେ କାମ କରିଛନ୍ତି। ଆଜି ଅନୁପମ ତାଙ୍କର ୬୮ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ କରିଛନ୍ତି। ଯଦିଓ…

‘ତୁମ ପାଇଁ କିଛି ବି କରିପାରେ…’, ହୋଲି ଉପଲକ୍ଷେ ଜ୍ୟାକଲିନଙ୍କୁ ପତ୍ର ଲେଖିଲେ ସୁକେଶ

ମୁମ୍ବାଇ: ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ସୁକେଶ ଚନ୍ଦ୍ରଶେଖରଙ୍କ ନାମ ଆସିବା ପରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ରହୁଛନ୍ତି ଚର୍ଚ୍ଚାରେ । କନମ୍ୟାନ ସୁକେଶ ଚନ୍ଦ୍ରଶେଖରଙ୍କ ଉପରେ ଫୋର୍ଟିଜର ଜଣେ ପୂର୍ବତନ ପ୍ରମୋଟରଙ୍କ ପତ୍ନୀଙ୍କଠାରୁ ୨୦୦ କୋଟି ଆଦାୟ…

ଭୋଜି ଖାଇ ଫେରୁଥିଲେ: ଓଲଟିଲା ଅଟୋ

ଗଞ୍ଜାମ,୭ା୩(ଡି.ଏନ୍‌.ଏ.): ଛତ୍ରପୁର ବ୍ଲକ ସିନ୍ଦୁରପୁର ଗ୍ରାମରୁ ଏକ ବିଭାହ ଭୋଜି ଖାଇ ଫେରୁଥିବା ବଳେ ୧୬ ନମ୍ବର ଜାତୀୟ ରାଜପଥ ରାଜପଥ ଥାନା ନିକଟରେ ଏକ ଅଟୋ ଓଲଟି ପଡିଥିଲା। ଅଟୋରେ ବସିଥିବା ଡ୍ରାଇଭରଙ୍କ ସମେତ ସମସ୍ତ ୮ ଜଣ ଯାତ୍ରୀ…

ଅନ୍‌ଲାଇନ ପାଠ୍ୟକ୍ରମ ଜ୍ଞାନ, କୌଶଳ, ରୋଜଗାର ଦେବ: ଧର୍ମେନ୍ଦ୍ର

ଭୁବନେଶ୍ବର, ୭ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭିଡିଓ କନ୍‌ଫରେନ୍ସରେ ଆଇଆଇଟି, ମାଡ୍ରାସ ଦ୍ୱାରା ଇଲେକ୍ଟ୍ରୋନିକ୍ସ ସିଷ୍ଟମ ବିଭାଗରେ ବିଏସ୍‌ସି ପାଇଁ ପ୍ରସ୍ତୁତ ଅନ୍‌ଲାଇନ ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଭଳି ପଦକ୍ଷେପ ଯୁବଶକ୍ତିଙ୍କୁ ଏକବିଂଶ ଶତାବ୍ଦୀର ଜ୍ଞାନ, କୌଶଳ ଏବଂ ରୋଜଗାର ସହ…

ଆଲିଆଙ୍କୁ ଆଉ ଏକ ସଫଳତା, ଭେରାଇଟି ୨୦୨୩ ପ୍ରଭାବଶାଳୀ ଅନ୍ତରାଷ୍ଟ୍ରୀୟ ମହିଳା ତାଲିକାରେ ପାଇଲେ ସ୍ଥାନ

ମୁମ୍ବାଇ: ଆଲିଆ ଭଟ୍ଟ ଇଣ୍ଡଷ୍ଟ୍ରିର ଫାଇନ ଆକ୍ଟ୍ରେସଙ୍କ ମଧ୍ୟରୁ ଜଣେ ବୋଲି ଗଣା ହୋଇଥାଆନ୍ତି । ଏବେ ତାଙ୍କର ପ୍ରଶଂସା କେବଳ ଦେଶ କାହିଁକି ବିଦେଶରେ ବି ଦେଖିବାକୁ ମିଳିଛି । ନିକଟରେ ଆଲିଆ ଭଟ୍ଟ ଭେରାଇଟିରେ ନିଜ ସ୍ଥାନ ସୃଷ୍ଟି…

ବଢୁଛି ବିଜେଡି-ଭାଜପା ବାକ୍‌ଯୁଦ୍ଧ

ଭୁବନେଶ୍ବର, ୭ା୩(ବ୍ୟୁରୋ):ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଭାଜପା ଏବଂ ବିଜେଡିର ଶୀର୍ଷନେତାଙ୍କ ମଧ୍ୟରେ ଦୋଷ ଦିଆନିଆ ଆରମ୍ଭ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ କରି ଯୁବମୋର୍ଚ୍ଚା ନେତା ଓ କର୍ମୀଙ୍କୁ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri