Home Left

ପାକ ମନ୍ତ୍ରୀଙ୍କ ଦାବି, ଗିରଫରୁ ବଞ୍ଚିବାକୁ ପାଚେରି ଡେଇଁ ପଳାଇଛନ୍ତି ଇମ୍ରାନ, ଲୁଚିଛନ୍ତି ପଡୋଶୀ ଘରେ

ଇସଲାମାବାଦ,୭ ।୩: ପାକିସ୍ତାନ ଗୃହମନ୍ତ୍ରୀ ରାଣା ସନାଉଳ୍ଲାହ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ନେଇ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଗୋଟିଏ ଦିନ ପୂର୍ବରୁ ତୋଶାଖାନା ମାମଲାରେ ଗରିଫ ହେବା ଭୟରେ ଇମ୍ରାନ ଖାଁ ଲାହୋରରେ…

ଆସନ୍ତା ଶିକ୍ଷାବର୍ଷରୁ ଖୋଲିବ ଶିଶୁଶ୍ରେଣୀ

ଭୁବନେଶ୍ୱର,୭।୩(ବ୍ୟୁରୋ):ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଶିଶୁଶ୍ରେଣୀ ବ୍ୟବସ୍ଥା। ଆସନ୍ତା ଶିକ୍ଷା ବର୍ଷରୁ ଏହା ଲାଗୁ ହେବ। ପ୍ରଥମ ପର୍ଯ୍ୟାୟରେ ୨ହଜାର ସ୍କୁଲରେ ଏହି ଶ୍ରେଣୀ ଖୋଲିବା ସହ ପିଲାଙ୍କ ନାମଲେଖା ହେବ। ଏବେ ଶିଶୁମାନେ ପ୍ରଥମେ ଅଙ୍ଗନଓ୍ବାଡ଼ି ଓ ପରେ ପ୍ରଥମ…

‘ବଡେ ମିୟାଁ ଛୋଟେ ମିୟାଁ’ରେ ସୋନାକ୍ଷୀଙ୍କ ଏଣ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ଟାଇଗର ଶ୍ରଫ୍‌ ଏକାଠି ଏକ ପରଦାରେ ନଜରକୁ ଆସିବେ। ଆଗାମୀ ଫିଲ୍ମ ‘ବଡେ ମିୟାଁ ଛୋଟେ ମିୟାଁ’ ପାଇଁ ଉଭୟ ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ଫିଲ୍ମର କିଛି ଭାଗ ଶୁଟିଂ ମୁମ୍ବାଇରେ…

୯୮ ପ୍ରାର୍ଥୀଙ୍କ ନାମାଙ୍କନ

କଟକ ଅଫିସ,୭ା୩: ଆସନ୍ତା ଏପ୍ରିଲ ୧୫ରେ ହେବାକୁ ଥିବା ଓଡ଼ିଶା ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ବାର୍‌ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୧ରୁ ନାମାଙ୍କନପତ୍ର ଦାଖଲ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଘରଭଡ଼ାରୁ ବିରକ୍ତ ହୋଇ ଗୁମ୍ଫାରେ ୧୬ ବର୍ଷ

ୱାଶିଂଟନ: ଲୋକେ ଅନେକ ସମୟରେ ଘରେ ରହି ରହି ବିରକ୍ତ ହୋଇଯା’ନ୍ତି। ଫଳରେ ସେମାନେ ବାହାରକୁ ବୁଲିବାକୁ ଯାଇଥା’ନ୍ତି। ହେଲେ ଏଠାରେ ଜଣେ ବ୍ୟକ୍ତି ୧୬ ବର୍ଷ ଗୁମ୍ଫାରେ ବିତାଇଥିବା ତାଙ୍କ କାହାଣୀ କହିଛନ୍ତି। ସେ ହେଲେ ଆମେରିକାର ଉଟାହ ସହରରେ…

ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଇଫ୍‌କୋର ୧ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଇଣ୍ଡିଆନ୍‌ ଫାର୍ମର୍ସ ଫର୍ଟିଲାଇଜର କୋଅପରେଟିଭ୍‌ ଲିଃ (ଇଫ୍‌କୋ) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରାଯାଇଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଇଫ୍‌କୋର ବରିଷ୍ଠ ଅଧିକାରୀମାନେ ସାକ୍ଷାତ୍‌ କରି ୧…

ସେଣ୍ଟ୍ରାଲ ବ୍ୟାଙ୍କ ସେବା ନିବୃତ୍ତ ସଂଘ ରାଜ୍ୟ ସମ୍ମିଳନୀ

ଭୁବନେଶ୍ୱର, ୭ା୩: ସେଣ୍ଟ୍ରାଲ ବ୍ୟାଙ୍କ ସେବାନିବୃତ୍ତ କର୍ମଚାରୀଙ୍କ ରାଜ୍ୟ ସମ୍ମିଳନୀ ସୋମବାର ବୁଦ୍ଧ ମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ନିରଞ୍ଜନ ମିଶ୍ର ଏହାର ଉଦ୍‌ଘାଟନ କରିଥିଲେ। ବିଶ୍ୱ ରଞ୍ଜନ ଶତପଥୀଙ୍କ ସଭାପତିତ୍ୱରେ…

‘ପ୍ଲାଷ୍ଟିକ୍‌ ଦିଅ ସୁନା ନିଅ’

ଶ୍ରୀନଗର,୭ା୩: ପ୍ଲାଷ୍ଟିକ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାଦ୍ୱାରା ପରିବେଶ ଏବଂ ଜୀବଜଗତ ପ୍ରଭାବିତ ହେବାରେ ଲାଗିଛନ୍ତି। ପ୍ରାଣୀଜଗତ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ୍‌କୁ ସମ୍ପୂର୍ଣ୍ଣ ଭାବେ ବର୍ଜନ କରିବା ଆବଶ୍ୟକ ହୋଇପଡ଼ିଥିବାବେଳେ କିନ୍ତୁ ଏହା ସମ୍ଭବପର ହୋଇନାହିଁ।…

ମିଶନ ଶକ୍ତି ସଦସ୍ୟଙ୍କୁ ଇଲେକ୍ଟ୍ରିକ୍‌ ସ୍କୁଟି

ଭୁବନେଶ୍ୱର,୭ା୩(ବ୍ୟୁରୋ):ମିଶନ ଶକ୍ତି ସ୍କୁଟର ଯୋଜନାରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କୁ ବୈଦ୍ୟୁତିକ (ଇଲେକ୍‌ଟ୍ରିକ୍‌) ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ। ଏହି ଯୋଜନା ଅଧୀନରେ ଇଲେକ୍‌ଟ୍ରିକ୍‌ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ…

୯ରେ କ୍ୟାବିନେଟ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ):ଆସନ୍ତା ୯ ତାରିଖରେ ଲୋକସେବା ଭବନଠାରେ ଅପରାହ୍ନ ୫ଟା ୪୫ ମିନିଟ୍‌ରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ।…

ସରିଲା ୧୦ଦିନିଆ ଦ୍ୱୈତ ମେଳା

ଭୁବନେଶ୍ୱର,୭।୩ : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ ୧୮ତମ ହୋମ୍‌ ଆଣ୍ଡ ଡେକୋର ସାଙ୍ଗକୁ ୧୮ତମ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ମେଗା ଟ୍ରେଡ୍‌ ଫେୟାର-୨୦୨୩ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏପରିକି ଚଳିତ ବର୍ଷ ଫେବୃୟାରୀ ୨୫ରୁ ଆରମ୍ଭ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri