Home Left

ଛାତ୍ରୀଙ୍କୁ ରୋଷେୟା ବଳାତ୍କାର ଘଟଣା: ବିନା ପଞ୍ଜୀକରଣରେ ଚାଲିଥିଲା ସ୍କୁଲ

କେନ୍ଦୁଝର,୬ା୩ (ସ୍ବ.ପ୍ର.): ଗତ ଜାନୁୟାରୀ ୨୬ ତାରିଖ ସରସ୍ବତୀ ପୂଜା ଦିନ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ସେଣ୍ଟ ଜାଭିୟର ସ୍କୁଲରେ ଜଣେ ୬୦ ବର୍ଷୀୟ ରୋଷେୟା ଜଣେ ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଘଟଣା ପରେ ସ୍କୁଲ ବନ୍ଦ ରହିଥିବା…

ଯୌତୁକ ନିର୍ଯାତନା ମାମଲା: ସ୍ବାମୀଙ୍କୁ ବର୍ଷେ ସଶ୍ରମ କାରାଦଣ୍ଡ

ଭଦ୍ରକ ଅଫିସ,୬।୩: ଭଦ୍ରକ ଏସ୍‌ଡିଜେଏମ୍‌ ଚିନ୍ମୟ କୁମାର ପାଢ଼ୀ ସୋମବାର ଏକ ଯୌତୁକ ନିର୍ଯାତନା ମାମଲାର ବିଚାର କରି ତିହିଡ଼ି ଥାନା ଅଧୀନ ତଳବନ୍ଧ ଗ୍ରାମର ଅକ୍ଷୟ କୁମାର ବେହେରାଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା…

‘ମୋ ଝିଅକୁ ହତ୍ୟା କରାଯାଇଛି’

ପଦ୍ମପୁର,୬।୩(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲକ୍ଷ୍ମୀଦାସପୁର ପଞ୍ଚାୟତ ଖେଡୁଆଳପୁର ଗ୍ରାମରେ ପୂଜାରାଣୀ ପୁହାଣ ନାମ୍ନୀ ଯୁବତୀ ଗତ ୨ ତାରିଖରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଏନେଇ ନାୟକାଣିଡିହୀ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୫/୨୩) ରୁଜୁ…

ମହିଳା ପ୍ରିମିୟର ଲିଗ୍‌ : ବ୍ୟାଟିଂ ନିଷ୍ପତ୍ତି ନେଲା ଆରସିବି

ମୁମ୍ବାଇ: ମହିଳା ପ୍ରିମିୟର ଲିଗ୍‌ (ଡବ୍ଲୁପିଏଲ)ର ମ୍ୟାଚରେ ସୋମବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଆରସିବି ମଧ୍ୟରେ ଖେଳାଯାଇଛି। ତେବେ ମ୍ୟାଚ୍‌ରେ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଆରସିବି। ପ୍ରଥମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ ଗୁଜୁରାଟକୁ ୧୪୩ ରନରେ ପରାଜିତ…

ଧୋନିଙ୍କ ପରେ ଫିଲ୍ମ ଜଗତରେ ଏଣ୍ଟ୍ରି କଲେ ଜାଡେଜା, ଶେୟାର କଲେ ନିଜ ପ୍ରଥମ ଫିଲ୍ମର ପୋଷ୍ଟର

ନୂଆଦିଲ୍ଲୀ,୬।୩: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ପରେ ବର୍ତ୍ତମାନ କ୍ରିକେଟର ରବିନ୍ଦ୍ର ଜାଡେଜା ମଧ୍ୟ ଚଳଚ୍ଚିତ୍ର ଜଗତରେ ପାଦ ଦେଇଛନ୍ତି। ରବିନ୍ଦ୍ର ଜାଡେଜା ତାଙ୍କ ସ୍ତ୍ରୀ ରିବାବାଙ୍କ ସହ ଏକ ଫିଲ୍ମ ନିର୍ମାଣ କରୁଛନ୍ତି। ଏନେଇ ରବିନ୍ଦ୍ର ଜାଡେଜା…

୭ ଦିନ ପରେ ବି ଫିଟୁନି ଚିନ୍ମୟୀ ମୃତ୍ୟୁ ରହସ୍ୟ

ସମ୍ବଲପୁର,୬।୩ (ବ୍ୟୁରୋ): ଭିସୁଟ୍‌ ପୂର୍ବତନ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ଘଟଣାକୁ ୭ ଦିନ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ମୃତ୍ୟୁ ରହସ୍ୟ ଫିଟୁନି । ସୋମବାର ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିବ । ଏଥିସହ…

ଘରେ ଘରେ ବ୍ୟାପୁଛି ଥଣ୍ଡା, ଜ୍ୱର

ବ୍ରହ୍ମପୁର ଅଫିସ,୬ା୩- କରୋନା ସହ ଜନସାଧାରଣ ସଂଘର୍ଷ କରିଆସିଥିବା ବେଳେ ଏବେ ଘରେ ଘରେ ଥଣ୍ଡାକାଶ ଓ ଜ୍ୱର ଯୋଗୁ ଲୋକେ ଚିନ୍ତାରେ ପଡିଛନ୍ତି। ଗତ ଡିସେମ୍ବର ୧୦ରୁ ଏଯାବତ ହୋଇଥିବା ନିରୀକ୍ଷଣରୁ ଏଭଳି ସୂଚନା ମିଳିଛି। ଶ୍ୱାସ ସଂକ୍ରମଣ ଲକ୍ଷଣ…

ଜେଲରେ ସିସୋଡିଆଙ୍କୁ ଭାଗବତ ଗୀତା ରଖିବାକୁ ଅନୁମତି ଦେଲେ କୋର୍ଟ

ନୂଆଦିଲ୍ଲୀ, ୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆଙ୍କୁ ପୁଣିଥରେ କୋର୍ଟ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ପଠାଇଛନ୍ତି। ସେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ତିହାର ଜେଲରେ ରହିବେ। ଜେଲ ଭିତରେ ତାଙ୍କୁ…

ଅନ୍ତିମ ଟେଷ୍ଟରେ ସ୍ମିଥ୍‌ ଅଧିନାୟକ

ଅହମଦାବାଦ,୬ା୩: ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟ ମାର୍ଚ୍ଚ ୯ରେ ଗୁଜରାଟର ନରେନ୍ଦ୍ର ମୋଦୀ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଷ୍ଟିଭ୍‌ ସ୍ମିଥ୍‌ ଅଧିନାୟକ ରହିବା ନେଇ ଅଷ୍ଟ୍ରେଲିଆ କ୍ରିକେଟ ସୋମବାର କୁହାଯାଇଛି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ ଦ୍ୱିତୀୟ ଟେଷ୍ଟ…

ଦଳ ବିରୋଧୀ କାର୍ଯ୍ୟ ଯୋଗୁ ନିଲମ୍ବିତ ହେଲେ ବ୍ଲକ ବିଜେଡି ସଭାପତି

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ବିଜେଡି ସଭାପତି ମନ୍ମଥ ରାଉତଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରାଯାଇଛି। ପ୍ରେସ ରିଲିଜ ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ଏହି ସୂଚନା ଦେଇଛନ୍ତି।

ଜଙ୍ଗଲରୁ ନିଆଁ ଲିଭାଇଲେ ମହିଳା

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ହଦଗଡ଼ ଅଭୟାରଣ୍ୟ ମଧ୍ୟରେ ଥିବା କଅଁଳେଇ ବାଲିପାଳ ଗ୍ରାମଞ୍ଚଳ ସ୍ଥିତ ହେମଗଡ, ଅଶ୍ନପାଣି, ହାଣ୍ଡିପାଁଣ, ପେଣିପଥର ଜଙ୍ଗଲରେ ନିଁଆ ଲାଗିଛି। ଏହି ଖବର ପାଇ ସୋମବାର ସକାଳେ କଅଁଳେଇ, ବାଲିପାଳ ଗ୍ରାମର ମା’ସୁନ୍ଧୁରାସୁଣୀ…

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା ଲୁଟି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ, ଏକ ଧଳା କାରରେ କେତେକ ଦୁର୍ବୃତ୍ତ ଆସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri