Home Left

ବାର୍‌କାଉନସିଲ ସଭ୍ୟ ଲାଗି ନାମାଙ୍କନ ଦାଖଲ

ପୁରୁଷୋତ୍ତମପୁର,୬।୩(ଡି.ଏନ୍‌.ଏ.): ଷ୍ଟେଟ ବାର୍‌କାଉନସିଲ (ରାଜ୍ୟ ଆଇନଜୀବୀ ପରିଷଦ) ସଭ୍ୟ ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ଆଇନଜୀବୀ ଅରୁଣ କୁମାର ପଣ୍ଡା ନିଜ ସମର୍ଥକଙ୍କ ସହ ସୋମବାର କଟକ ଷ୍ଟେଟ ବାର୍‌କାଉନସିଲ ନିର୍ବାଚନ ଅଧିକାରୀଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ…

ଛାତ୍ରୀଛାତ୍ର ତିଆରି କଲେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ପ୍ରିୟ ଡାକୋଟା ବିମାନ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସରକାରୀ ଆଇଟିଆଇର ଛାତ୍ରୀଛାତ୍ରଙ୍କ ଦ୍ୱାରା ଅଦରକାରୀ ପଦାର୍ଥରୁ ତିଆରି ହୋଇଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଏବଂ ପ୍ରିୟ ଡାକୋଟା ବିମାନକୁ ଉଦ୍‌ଘାଟନ କରିଛନ୍ତି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା।…

ଜେଲରେ ପରସ୍ପରକୁ ଭେଟି ପାରିବେନି ସିସୋଡିଆ-ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆ ଏବଂ ମନି ଲଣ୍ଡରିଂ ମାମଲାରେ ଗିରଫ ଥିବା ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜେଲରେ ଅଲଗା ରଖାଯିବ। ମନୀଷ ସିସୋଡିଆଙ୍କୁ ନ୍ୟାୟିକ ହେପାଜତକୁ ପଠାଇବା ପରେ…

ଜନ୍ମଦିନରେ ଜାହ୍ନବୀ ଶେୟାର କଲେ ଏନଟିଆର ୩୦ର ଫାଷ୍ଟ ଲୁକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ସୋମବାର ତାଙ୍କ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କ ପାଇଁ ଆଗାମୀ ମୁଭି ‘ଏନଟିଆର ୩୦’ର ଫାଷ୍ଟ ଲୁକ୍ ଶେୟାର କରିଛନ୍ତି । ଏଥିରେ ଜାହ୍ନବୀ ଶାଢି ପିନ୍ଧି ଏକ ନଦୀ କୂଳରେ ପାହଡ ନିକଟରେ ବସିଥିବା…

ଓସ୍କାର ପାଇଁ ଆମେରିକା ଗଲେ ଜୁନିୟର ଏନ୍‌ଟିଆର

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଜୁନିୟର ଏନ୍‌ଟିଆର ଓସ୍କାର ୨୦୨୩ରେ ସାମିଲ ହେବା ପାଇଁ ଆମେରିକା ଯାଇଛନ୍ତି। ସୋମବାର ସକାଳେ ସେ ବିମାନବନ୍ଦରରେ ନଜର ଆସିଥିଲେ। ରାମ ଚରଣ ପୂର୍ବରୁ ଆମେରିକାରେ ଅଛନ୍ତି। ଶ୍ରେଷ୍ଠ ଗୀତ କାଟାଗୋରୀରେ ଆସିଥିବା ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଗୀତ…

ବଡ଼ ଦୁର୍ଘଟଣାରୁ ବଞ୍ଚିଗଲେ ୟେଦୁରପ୍ପା

କଲାବର୍ଗୀ(କର୍ନାଟକ),୬।୩: ଏକ ବଡ଼ଧରଣର ବିମାନ ଦୁର୍ଘଟଣାରୁ ବଞ୍ଚିଗଲେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା। କର୍ନାଟକର କଲାବର୍ଗୀର ଜେବରଗୀକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ହେଲିକପ୍ଟର ଅବତରଣରେ ସମସ୍ୟା ହୋଇ ଦୁର୍ଘଟଣାର ଆଶଙ୍କା ଦେଖାଦେଇଥିଲା। ମଝି ଆକାଶରେ ୟେଦୁରପ୍ପାଙ୍କ ହେଲିକପ୍ଟର…

ଫ୍ୟାକ୍ଟ୍ରି ଷ୍ଟାଫ୍‌ କ୍ୱାର୍ଟର୍ସ ଭିତରେ ୭ ଘଣ୍ଟା ହେଲା ପଡ଼ିରହିଛି ମୃତଦେହ

କେସିଙ୍ଗା,୬ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମିନି ଷ୍ଟାଡିୟମ ପାଖରେ ଥିବା ଆର୍‌ଏମ୍‌ଏନ୍‌ ଗ୍ରାନାଇଟ୍‌ ଫ୍ୟାକ୍ଟ୍ରି ଷ୍ଟାଫ୍‌ କ୍ୱାର୍ଟର୍ସ ଭିତରେ ଫ୍ୟାକ୍ଟ୍ରିର ଟ୍ରେଲର ଗାଡ଼ି ଚଳାଉଥିବା ଡ୍ରାଇଭରଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହରିୟାଣା ରାଜ୍ୟର ଲକ୍ଷ୍ମଣ (୪୫) ବୋଲି…

ଭାଇଚାରାର ଅନନ୍ୟ ଉଦାହରଣ: ହିନ୍ଦୁ ମନ୍ଦିର ଆଗରେ ବିବାହ କଲେ ମୁସଲମାନ ଯୋଡି

ଶିମ୍‌ଲା,୬।୩: ହିମାଚଳ ପ୍ରଦେଶର ଶିମଲା ଜିଲାର ରାମପୁରରେ ଜଣେ ମୁସଲମାନ ଦମ୍ପତି ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟର ଉଦାହରଣ ସୃଷ୍ଟି କରିଛନ୍ତି। ଏହି ମୁସଲମାନ ଦମ୍ପତି ରାମପୁରର ସତ୍ୟ ନାରାୟଣ ମନ୍ଦିର ପରିସରରେ ବିବାହ କରିଥିଲେ। ବିଶ୍ୱ ହିନ୍ଦୁ ପରିଷଦର ଠାକୁର ସତ୍ୟ ନାରାୟଣ…

୧୪ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ସିସୋଡିଆ

ନୂଆଦିଲ୍ଲୀ,୬।୩: ଦିଲ୍ଲ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ହୋଲି ଏବେ ତିହାର ଜେଲରେ ପାଳନ କରାଯିବ। ରାଉସ ଆଭେନ୍ୟୁ କୋର୍ଟ ସିସୋଡିଆଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ସୂଚନା ଅନୁଯାୟୀ, ଦୀର୍ଘ ୮…

ଘରେ ପଶିଲା ସିବିଆଇ ଟିମ୍‌: ତେଜସ୍ବୀ କହିଲେ, କିଛି ଫରକ ପଡିବନି

ପାଟନା,୬।୩: ଜମି ବଦଳରେ ଚାକିରି ସ୍କାମ ମାମଲାରେ ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କ ଘରେ ସୋମବାର ସିବିଆଇ ଟିମ ପହଞ୍ଚି ପଚରାଉଚରା କରିଛି। ସିବିଆଇ ତଦନ୍ତ ସମ୍ପର୍କରେ ରାବ୍ରିଙ୍କ ପୁଅ ତଥା ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ…

‘ହେରାଫେରି-୩’ରେ ନଜର ଆସିବେ ସଞ୍ଜୟ ଦତ୍ତ

ମୁମ୍ବାଇ: କମେଡି ଫିଲ୍ମ ‘ହେରାଫେରି-୩’କୁ ନେଇ କିଛି ନା କିଛି ଅପଡେଟ୍‌ ସାମ୍ନାକୁ ଆସୁଛି। ଏହି ସମୟରେ ଏହି ଫିଲ୍ମକୁ ନେଇ ଆଉ ଏକ ଖବର ଆସିଛି କି ବଲିଉଡର ଭେଟେରାନ ସଞ୍ଜୟ ଦତ୍ତ ମଧ୍ୟ ‘ହେରାଫେରି-୩’ରେ ଏକ ଅଂଶ ବୋଲି…

ଆତ୍ମଘାତୀ ବିସ୍ଫୋରଣକୁ ନିନ୍ଦା କଲେ ବେଲୁଚିସ୍ତାନ ମୁଖ୍ୟମନ୍ତ୍ରୀ

ଇସ୍‌ଲାମାବାଦ,୬।୩: ପାକିସ୍ତାନର ବୋଲାନରେ ସୋମବାର ଆତ୍ମଘାତୀ ବିସ୍ଫୋରଣରେ ୯ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଏହି ଆତ୍ମଘାତୀ ଆକ୍ରମଣ ଘଟଣାକୁ ବେଲୁଚିସ୍ତାନ ମୁଖ୍ୟମନ୍ତ୍ରୀ ମୀର ଅବଦୁଲ କୁଡୁସ୍‌ ବିଜେଞ୍ଜୋ ନିନ୍ଦା କରିଛନ୍ତି। ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri