ସୋରଡାରେ ଚୋର ଆତଙ୍କ
ସୋରଡା,୧୪।୬(ଲମ୍ବୋଦର ପାଣିଗ୍ରାହୀ ):ଖଜୁରୀପାଲି, କାଲମା, କେନ୍ଦୁପାଲି ଅଞ୍ଚଳରେ ଚୋର ଦଳ ସକ୍ରିୟ ଥିବା ବେଳେ ଗ୍ରାମାଞ୍ଚଳରେ ଚୋର ଆତଙ୍କ ଦେଖାଯାଇଛି। ରବିବାର ସକାଳେ ସୋରଡା ବଡଦାଣ୍ଡରେ ବ୍ୟବସାୟୀ ଦୀନବନ୍ଧୁ ଚୌଧୁରୀଙ୍କ ଦୋକାନରେ ୩ ଯୁବକ ପଶି ବ୍ୟାଗ୍ କିଣିବା ବାହାନରେ ବନ୍ଧୁକ…
ଷଣ୍ଢ ଶିଙ୍ଗରେ ଲଗାଇଲେ ନିଆଁ, ଏମିତି ନେଲା ପ୍ରତିଶୋଧ, ଭିଡିଓ ଦେଖିଲେ…
ଷଣ୍ଢମାନେ ଉତ୍ତେଜିତ ହେଲେ କ’ଣ ଯେ, କ୍ଷତି ଘଟାନ୍ତି ତାହା ନିଶ୍ଚିତ ଦେଖିଥିବେ। ଆଜିକାଲି ସୋସିଆଲ ମିଡିଆରେ ଷଣ୍ଢଙ୍କର ଅନେକ ହିଂସ୍ର ଭିଡିଓ ଭାଇରାଲ ହେଉଛି। ସେଥିରୁ କିଛି ଭିଡିଓ ବହୁତ ଭୟଙ୍କର ହୋଇଥାଏ। ଏବେ ସେମିତି ଏକ ଭିଡିଓ @cctvidiotsରେ…
ଲୋକପ୍ରିୟ ଗାୟିକା ଶାରଦାଙ୍କର ପରଲୋକ
ମୁମ୍ବାଇ:ଲୋକପ୍ରିୟ ଗାୟିକା ଶାରଦାଙ୍କ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ଶାରଦା ରଞ୍ଜନ ଲାଏଙ୍ଗର ଭାରତରେ ପ୍ଲେବ୍ୟାକ୍ ସିଙ୍ଗର୍ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି। ସେ ବେଷ୍ଟ ଫିମେଲ୍ ପ୍ଲେ ବ୍ୟାକ୍ ସିଙ୍ଗର୍ ଭାବେ ସମ୍ମାନୀତ ହୋଇଛନ୍ତି। ତାଙ୍କର ଲୋକପ୍ରିୟ…
ହାତକୁ ମିଳିଲା ଭତ୍ତା ଟଙ୍କା
ଗଞ୍ଜାମ,୧୫।୬(ବିଦ୍ୟାଧର ସାହୁ): ଚଳିତ ମାସରେ ମଧୁବାବୁ ପେନସନ ତଥା ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ହିତାଧିକାରୀଙ୍କ ଘରକୁ ଯାଇ ପ୍ରଦାନ କରିଛନ୍ତି ପ୍ରଶାସନିକ ଅଧିକାରୀ । ଭତ୍ତା ଟଙ୍କା ମିଳିବା ପରେ ବୁଢ଼ା ବୁଢ଼ୀଙ୍କ ଖୁସି କହିଲେ ନସରେ । ଚାରି ପାଞ୍ଚ…
ଜାହାଜ ମରାମତି ବେଳେ ଅଘଟଣ: ପୋତାଶ୍ରୟରେ ଖସି ଅଧିକାରୀଙ୍କ ଜୀବନ ଗଲା
ପାରାଦୀପ,୧୪ା୬(ଶରତ କୁମାର ରାଉତ): ପାରାଦୀପ ବନ୍ଦର ପୋତାଶ୍ରୟରେ ବୁଧବାର ସକାଳେ ଡିସିଆଇ(ଡ୍ରେଜିଂ କର୍ପୋରେଶନ ଇଣ୍ଡିଆ)ଜାହାଜରେ ଅଘଟଣ ଘଟିଛି। ଡ୍ରେଜିଂ ଜାହାଜ ୧୭ର ସେକେଣ୍ଡ ଅଫିସର ପାଣିରେ ବୁଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ସି ମ୍ୟାନ (ନାବିକ) ଅଳ୍ପକେ ବର୍ତ୍ତି…
ବଦଳିଲା ୟୁଟ୍ୟୁବ ନିୟମ: ୫୦୦ ସବସ୍କ୍ରାଇବର ଥିବା ଚ୍ୟାନେଲ ମଧ୍ୟ କରିବେ ରୋଜଗାର…
ନୂଆଦିଲ୍ଲୀ,୧୪।୬ : ଯଦି ଆପଣ ମଧ୍ୟ ଏକ ୟୁଟ୍ୟୁବ ବିଷୟବସ୍ତୁ ନିର୍ମାତା ଏବଂ ରୋଜଗାର ପାଇଁ ଚିନ୍ତିତ ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ବର୍ତ୍ତମାନ ୟୁଟ୍ୟୁବ ଚ୍ୟାନେଲର ମୋନେଟାଇଜେଶନ ବିଷୟରେ ଚିନ୍ତା କରିବାକୁ ପଡିବ ନାହିଁ। କାରଣ…
ସିସିଟିଭିରେ କଏଦ ହେଲା ଏଟିଏମ୍ ଲୁଟ୍ର ଦୃଶ୍ୟ
ଭବାନୀପାଟଣା,୧୪ା୬(ଉତ୍ତମ କୁମାର ଦାସ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ କେସିଙ୍ଗା ୨୬ ନମ୍ବର ଜାତୀୟ ରାଜପଥର କଣ୍ଟାବାଞ୍ଜି ଛକ ନିକଟରେ ଥିବା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏଟିଏମ୍ ଲୁଟ୍ ହୋଇଥିବା ଦେଖିବାକୁ ମିଳିଛି। ୩ ଜଣ ଦୁର୍ବୃତ୍ତ ଗ୍ୟାସ କଟର ସାହାଯ୍ୟରେ…
ମଣିପୁରରେ ପୁଣି ହିଂସାକାଣ୍ଡ: ୯ମୃତ, ୧୦ଆହତ
ଇମ୍ଫାଲ,୧୪।୬: ମଣିପୁରରେ ସାମ୍ପ୍ରାଦାୟିକ ନିଆଁ ଥମିବାର ନାଁ ନେଉନାହିଁ। ଦୁଇ ଜନଜାତିଙ୍କ ହିଂସାକାଣ୍ଡ ମଧ୍ୟରେ ଶହ ଶହ ପ୍ରାଣ ହରାଇବା ସହ ଭୂମିହୀନ ହେଉଛନ୍ତି। ତେବେ ମଙ୍ଗଳବାର ରାତିରେ ମଣିପୁରର ମେତେଇ ପ୍ରାଧାନ୍ୟରେ ଥିବା କାଙ୍ଗପୋକି ଜିଲାରେ ହିଂସାକାଣ୍ଡ ହୋଇଛି। ଏଥିରେ…
ତୁଟିଲା ଦୀର୍ଘଦିନର ଜାଗା ବିବାଦ
ଗଞ୍ଜାମ,୧୪ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନ ବଜାର କଲେଜ ରୋଡ୍ ମାଛ ମାର୍କେଟ ପାର୍ଶରେ ଥିବା ଜାଗାକୁ ନେଇ ଦୀର୍ଘ ବର୍ଷ ହେବ ବିବାଦ ଲାଗି ରହିଥିଲା। ଉକ୍ତ ଜାଗାକୁ ନେଇ ରାଉଳ ସାହିର ପଣ୍ଡା ପରିବାର ଓ ରାଉଳ ପରିବାର…
ନାବାଳକଙ୍କୁ ଟାଣିନେଲା କୁମ୍ଭୀର, କ୍ଷତବିକ୍ଷତ ମୃତଦେହ ଉଦ୍ଧାର
ପଟ୍ଟାମୁଣ୍ଡାଇ,୧୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କୁ କୁମ୍ଭୀର ଟାଣିନେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ନାବାଳକ ହେଉଛନ୍ତି ଅଶୋକ ଅଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ (୧୦)।…
ଜିଲା କଂଗ୍ରେସ ସଭାପତି ପରିବର୍ତ୍ତନ: ପିସିସି ନିଷ୍ପତ୍ତି ପ୍ରତିବାଦରେ ୧୯ପଦାଧିକାରୀଙ୍କ ଦଳରୁ ଇସ୍ତଫା
ଦେବଗଡ଼,୧୪।୬,(ଶଶାଙ୍କ ଶେଖର ଝାଙ୍କର) :ପବିତ୍ର ରଜ ଅବସରରେ ସାରା ରାଜ୍ୟରେ ଉତ୍ସବର ମାହୋଲ ଥିବା ବେଳେ ଦେବଗଡ଼ ଜିଲା କଂଗ୍ରେସରେ ହଟଚମଟ ଦେଖାଦେଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ତରବରିଆ ଜିଲା କଂଗ୍ରେସ ସଭାପତି ପରିବର୍ତ୍ତନ ନିଷ୍ପତି ପ୍ରତିବାଦରେ ବୁଧବାର ଜିଲା…
ଦୁର୍ଘଟଣାରୁ ବର୍ତ୍ତିଲା ମାଲବାହୀ ଟ୍ରେନ୍
କେସିଙ୍ଗା,୧୪.୬(ତୁମେଶ୍ୱର ସାହୁ) ଓ୍ବାଗନ୍ ଛିଣ୍ଡି ଯିବାରୁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଟ୍ରେନ୍। ଦାମନଯୋଡି-ନାଲକୋ ଅଭିମୁଖେ ଯାଉଥିବା ଆଲୁମିନିୟମ ବୋଝେଇ ମାଲବାହୀ ଟ୍ରେନ ବୁଧବାର ସକାଳେ ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଉକ୍ତ ଟ୍ରେନ ସମ୍ବଲପୁର ଡିଭିଜନ ଅନ୍ତର୍ଗତ କେସିଙ୍ଗା ଷ୍ଟେସନର ଦୁଇ ନମ୍ବର…

