୫ ସ୍ଥାନରେ ୩୮ ଡିଗ୍ରୀ ଉପରେ ପାରଦ
ଭୁବନେଶ୍ୱର, ୫।୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଲାଣି ଖରା ତାତି। ତାପମାତ୍ରା ୪୦ ଡିଗ୍ରୀ ମୁହଁା ହୋଇଥିବାବେଳେ ଶନିବାର ରାଜ୍ୟର ୫ଟି ସ୍ଥାନରେ ୩୮ଡିଗ୍ରୀ ଉପରେ ରହିଥିଲା। ସେହିପରି ୧୪ଟି ସ୍ଥାନରେ ପାରଦ ୩୭ ଡିଗ୍ରୀ ଡେଇଁଥିଲା। ସମ୍ବଲପୁର ଓ ତାଳଚେରରେ ସର୍ବାଧିକ…
ଉତ୍ତର ପ୍ରଦେଶରେ ଇଲେକ୍ଟ୍ରିକ ଗାଡ଼ି ଉପରେ ୩ ବର୍ଷ ପର୍ଯ୍ୟନ୍ତ ଲାଗିବ ନାହିଁ କୌଣସି ଟ୍ୟାକ୍ସ
ଲକ୍ଷ୍ନୌ,୫ ।୩: ଇଲେକ୍ଟ୍ରିକ ଗାଡ଼ି କ୍ରୟକୁ ପ୍ରୋତ୍ସାହନ ଦେବାକୁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ସରକାର ୩ ବର୍ଷ ପର୍ଯ୍ୟନ୍ତ ଇଲେକ୍ଟ୍ରିକ ଗାଡ଼ି କ୍ରୟ ଉପରେ ରୋଡ ଟ୍ୟାକ୍ସ ଓ ରେଜିଷ୍ଟ୍ରେଶନ…
ଆତଙ୍କବାଦୀ ଶାଲୋବାରଙ୍କୁ ହତ୍ୟା
ଇସଲାମାବାଦ,୫ ।୩: ପାକିସ୍ତାନରେ ଭାରତର ଆଉ ଜଣେ ଶତ୍ରୁଙ୍କ ନିଧନ ହୋଇଛି । ଅଞ୍ଜାତ ବନ୍ଧୁକଧାରୀ ଖେବର ପଖତୁନୱାରେ ଆତଙ୍କବାଦୀ କମାଣ୍ଡର ସୈୟଦ ନୁର ଶାଲେବାରଙ୍କୁ ଦିନ ଦ୍ୱିପ୍ରହରରେ ଗୁଳି କରି ହତ୍ୟା କରିଛନ୍ତି । ଏହା ପୂର୍ବରୁ ଖାଲିଦ ରଜା…
ମାନସିକ-ଶାରୀରିକ ସ୍ୱାସ୍ଥ୍ୟ ପାଇଁ ସୌଦି ବିଶ୍ୱବିଦ୍ୟାଳୟରେ ହେବ ଯୋଗ
ଜେଦ୍ଦା,୫ ।୩: ଅରବ ନ୍ୟୁଜର ଏକ ରିପୋର୍ଟ ଅନୁଯାୟୀ, ସୌଦି ଆରବ ତା’ର ବିଶ୍ୱିଦ୍ୟାଳୟରେ ମାସିକ ଓ ଶାରିରୀକ ସ୍ୱାସ୍ଥ୍ୟର ମହତ୍ୱକୁ ଧ୍ୟାନରେ ରଖି ଯୋଗ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି । ସୌଦି ଯୋଗ ସମିତିର ଅଧ୍ୟକ୍ଷ ନୌଫ ଅଲ-ମରୱାଇଙ୍କ…
ଏଟାରେ ଏଡସ୍ ବାଣ୍ଟୁଛନ୍ତି ସ୍ୱାସ୍ଥ୍ୟକର୍ମୀ!
ଲକ୍ଷ୍ନୌ,୫ ।୩: ଉତ୍ତର ପ୍ରଦେଶର ଏଟା ମେଡିକାଲ କଲେଜରେ ଏଚଆଇଭିରେ ସଂକ୍ରମିତ ପିଲାମାନଙ୍କୁ ଯେଉଁ ସିରିଞ୍ଜରେ ଇଞ୍ଜେକଶନ ଦିଆଯାଉଛି, ପରେ ସେହି ସିରିଞ୍ଜରେ ସୁସ୍ଥ ପିଲାଙ୍କୁ ଇଞ୍ଜେକଶନ ଦିଆଯାଉଥିବା ଭଳି ଗରୁତର ଅଭିଯୋଗ ସାମ୍ନାକୁ ଆସିଛି । ଏଟାର ଜିଲା ଅଧିକାରୀ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହିଞ୍ଜିଳିକାଟୁ ପୌର କାଉନସିଲର
ହିଞ୍ଜିଳିକାଟୁ,୪ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ବିଜେଡି ସଭ୍ୟାସଭ୍ୟ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। ପୌରପରିଷଦ…
‘ଗଣମାଧ୍ୟମ କ୍ଷେତ୍ରରେ ଜଡ଼ିତ ମହିଳାଙ୍କ ଅଧିକାରକୁ ସୁରକ୍ଷା ଦେବା ଜରୁରୀ’
ଭୁବନେଶ୍ୱର,୪ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ ତଥା କାର୍ଯ୍ୟରତ ମହିଳାମାନଙ୍କୁ ନେଇ ‘ଓଡ଼ିଶା ଓ୍ବିମେନ ଇନ୍ ମିଡିଆ’(ଓଡବ୍ଲ୍ୟୁଏମ୍) ଶନିବାର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ଉନ୍ମୋଚିତ ହୋଇଛି। ଏହା ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା…
ବଜାର ଯିବା ବେଳେ ବାଟରେ ଚାପିଦେଲା ଟ୍ରକ୍
ସିମୁଳିଆ,୪ା୩(ଡି.ଏନ୍.ଏ.): ଶନିବାର ସନ୍ଧ୍ୟାରେ ସିମୁଳିଆ ଥାନାଠାରୁ ୫କି.ମି. ଦୂର ୧୬ ନଂ ଜାତୀୟ ରାଜପଥର ତାରିଣୀ ଛକ ନିକଟରେ(ଓଆର ୦୫ ଏପି ୦୦୧୭) ଟ୍ରକ୍ ଧକ୍କାରେ କୈଳାସ ଲେଙ୍କା(୫୧) ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ତାଙ୍କ ଘର ସ୍ଥାନୀୟ ସୋର…
କାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ, ଆଜି ବନ୍ଧାହେଲେ ୨ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇ ବରିଷ୍ଠ ଅଧିକାରୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା ଓ ଭବାନୀପାଟଣାରେ ଅବସ୍ଥାପିତ କେବିକେ କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ…
ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଓ୍ବର୍ନଙ୍କୁ ମନେ ପକାଇ ଭାବୁକ ହେଲେ ସଚିନ, କହିଲେ…
ନୂଆଦିଲ୍ଲୀ,୪।୩: ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ବନ୍ଧୁ ତଥା ଅଷ୍ଟ୍ରେଲିଆର ମହାନ କ୍ରିକେଟରଙ୍କ ମଧ୍ୟରୁ ଅନ୍ୟତମ ଶେନ୍ ଓ୍ବର୍ନଙ୍କୁ ମନେ ପକାଇଛନ୍ତି ସଚିନ ତେନ୍ଦୁଲକର। ସେ ଟୁଇଟ୍ କରି ଓ୍ବର୍ନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସଚିନ କହିଛନ୍ତି, ଆମେ ମଇଦାନରେ ଅନେକ ସ୍ମରଣୀୟ ମୁକାବିଲା ଖେଳିଛେ।…
ଆପଣଙ୍କ ଖୁସିକୁ ବରବାଦ କରୁଛି କି ଏହି ୪ ଅଭ୍ୟାସ! ଯେତେ ଶୀଘ୍ର ପାରୁଛନ୍ତି ଛାଡ଼ନ୍ତୁ…
ଜୀବନରେ ଖୁସିରେ ରହିବାକୁ ହେଲେ ନିଜକୁ ସକାରାତ୍ମକ ରଖିବା ଜରୁରୀ। ଅନେକ ଥର ଚାହୁଁ ନ ଥିଲେ ବି ନକାରାତ୍ମକ ଚିନ୍ତାଧାରା ଘେରି ବସେ। ମନରେ ନକାରାତ୍ମକ ଚିନ୍ତାଧାର ଆସିଲେ ଖୁସି ଗାଏବ ହୋଇଯାଏ। ଅନେକ ଥର ଏଭଳି ଚିନ୍ତା ପଛରେ…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସ୍ଥିତି ଅନୁଧ୍ୟାନ
କୋକସରା,୪ା୩(ଡି.ଏନ୍.ଏ.): ରବିବାର କଳାହାଣ୍ଡି ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଆସି କୋକସରା ବ୍ଲକ ଆମପାଣିଠାରେ ବହୁ ପ୍ରତୀକ୍ଷିତ ବିଜୁ ଏକ୍ସପ୍ରେସ ଫୋର ଓ୍ବେ ରାସ୍ତା ଲୋକାର୍ପଣ କରିବେ। ଏନେଇ ଶନିବାର ପୂର୍ତ୍ତ ବିଭାଗ ପକ୍ଷରୁ କାର୍ଯ୍ୟ…
Archives


