ଆଜିଠୁ ନାମାଙ୍କନ ଦାଖଲ
ବ୍ରହ୍ମପୁର ଅଫିସ,୪ା୩: ଚଳିତ ବର୍ଷ ପାଇଁ ଗଞ୍ଜାମ ଓକିଲ ସଂଘର ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ଦିନ ଧାର୍ଯ୍ୟ ହୋଇଛି। ଏନେଇ ୪ ରୁ ୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ସେହିପରି ୧୦ତାରିଖ ପ୍ରାର୍ଥୀପତ୍ର…
୪ର୍ଥ ଟେଷ୍ଟ ମ୍ୟାଚ୍ ପୂର୍ବରୁ ମହାକାଳଙ୍କ ଦର୍ଶନ କଲେ ବିରୁଷ୍କା
ନୂଆଦିଲ୍ଲୀ,୪।୩: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଭୋପାଳର ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଛନ୍ତି। ବର୍ତ୍ତମାନ ଉଭୟଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର ଭାଇରାଲ ହେବାରେ ଲାଗିଛି। ଅଷ୍ଟ୍ରେଲିଆ ସହ ୪ର୍ଥ ତଥା ଶେଷ…
ଢେଙ୍କାନାଳରୁ ଅଭିଯୁକ୍ତଙ୍କୁ ଆଣି ରିମାଣ୍ଡରେ ନେଲା ପୋଲିସ
ବ୍ରହ୍ମପୁର ଅଫିସ,୪ା୩ ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନୀଙ୍କ ହତ୍ୟା ଘଟଣାରେ ଢେଙ୍କାନାଳ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁଙ୍କୁ ବ୍ରହ୍ମପୁର ଏସ୍ଡ଼ିଜେଏମ୍ଙ୍କ ନିର୍ଦ୍ଦେଶରେ କୋର୍ଟରେ ହାଜର କରାଯାଇଛି। ଶଙ୍କରକୁ ଶୁକ୍ରବାରଠାରୁ ୧୩ତାରିଖ ପର୍ଯ୍ୟନ୍ତ ସ୍ପେୟାରରେ ବ୍ରହ୍ମପୁର ଅଣାଯାଇ…
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ
ବ୍ରହ୍ମପୁର ଅଫିସ,୪ା୩: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲରେ ଚିକିତ୍ସା ଅବହେଳାରୁ ପୁଣି ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରୋଗୀଙ୍କୁ ଆଇସିୟୁ ନ ମିଳିବାରୁ ରୋଗୀ ଜଣଙ୍କ ଗୁରୁତର ହୋଇ ଶେଷରେ ପ୍ରାଣ ହରାଇଥିବା ପରିବାର ଲୋକେ ଅଭିଯୋଗ…
୧୫ରେ ଡ୍ରାଇଭର ମହାସଂଘର ଧର୍ମଘଟ
ଭଞ୍ଜନଗର,୪।୩(ଡି.ଏନ.ଏ): ଓଡ଼ିଶା ଡ଼୍ରାଇଭର ମହାସଂଘ ଆସନ୍ତା ୧୫ ତାରିଖରେ ୯ ଦଫା ଦାବି ନେଇ ରାଜ୍ୟବ୍ୟାପୀ ଧର୍ମଘଟ କରିବା ସହ ଅଖଚକ ବନ୍ଦ କରିବାକୁ ଚେତାବନୀ ଦେଇଛି । ଏନେଇ ଭଞ୍ଜନଗର ଶାଖା ପକ୍ଷରୁ ଶୁକ୍ରବାର ସହରରେ ଏକ ଶୋଭାଯାତ୍ରା କରାଯିବା…
ରାସ୍ତା ଅବରୋଧ କଲେ ଛାତ୍ରୀ
ଧାମନଗର, ୪।୩ (ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ମଙ୍ଗଳବାର କିଛି ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ଚପାଇ ଦେବା ପାଇଁ ପ୍ରଧାନ ଶିକ୍ଷୟିତ୍ରୀ ଉଦ୍ୟମ କରିଥିବା ଅଭିଯୋଗ…
ଟଙ୍କା ପାଇଁ ତଣ୍ଟି କାଟିଲେ ସାନଭାଇ
ସୋର,୪୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସବିରା ପଞ୍ଚାୟତର ମୁନିସବିରା ଗ୍ରାମର ରଘୁନାଥ ବେହେରା (୩୫) ଓ ତାଙ୍କ ସ୍ତ୍ରୀ ପ୍ରଭାତିଙ୍କୁ ଗଳାକାଟି ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ରଘୁନାଥଙ୍କ ସାନଭାଇ ମଧୁସୂଦନ ବେହେରା ହିଁ ମୁଖ୍ୟ ଅଭିଯୁକ୍ତ…
୨୨ ବର୍ଷ ଧରି ପୋଲ ପାଇଁ ହନ୍ତସନ୍ତ ଟେଲାପାଲିବାସୀ
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୪ା୩: କନ୍ଧମାଳ ଜିଲା ଫିରଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଗ୍ରାମବାସୀ ଆଜକୁ ଦୀର୍ଘ ୨୨ ବର୍ଷ ହେବ ନାହିଁ ନ ଥିବା ହଇରାଣ ହରକତ ହେଉଛନ୍ତି। ଆଜି ପର୍ଯ୍ୟନ୍ତ ସେମାନଙ୍କ ଦୁଃଖ ପ୍ରଶାସନ କି ରାଜନେତା ଶୁଣୁନାହାନ୍ତି…
ନୂଆ ରୂପରେ ଚମକିବ ଭୂଆବନ୍ଧ
ଭୋଗରାଇ, ୩।୩(ଡି.ଏନ.ଏ.):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବନ୍ୟା ପ୍ରତିରୋଧକ ଭୂଆବନ୍ଧ ଏବେ ନୂଆ ରୂପ ନେବାକୁ ଯାଉଛି। ବ୍ରିଟିଶ୍ ଅମଳ ଏବଂ ମରହଟ୍ଟା ଅମଳର ନିର୍ମିତ ଏହି ଭୂଆବନ୍ଧ ଦକ୍ଷିଣଭୋଗରାଇ ୩୨ ପଞ୍ଚାୟତକୁ ବନ୍ୟା ଦାଉରୁ ରକ୍ଷା ପାଇଁ ପାଚେରି ଭଳି…
ପିସି ପାଇଁ ଫାଇଲ ଲୁଚାଇ ଦିଆଯାଉଛି
ଆନନ୍ଦପୁର,୪। ୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ହାଇଡ୍ରାମା ଦେଖିବାକୁ ମିଳିଥିଲା। ପୌର କାର୍ଯ୍ୟାଳୟରେ ୬ ନଂ. ଓ୍ବାର୍ଡର କାଉନ୍ସିଲର ମଣିଲତା ରାମଙ୍କ ପ୍ରତିନିଧି ଦେବବ୍ରତ ରାମ ମାଇକ୍ ଲଗାଇ ଦୁର୍ନୀତି ପେଡ଼ି ଖୋଲିଥିଲେ। ବିଗତ…
ଆତଙ୍କବାଦୀଙ୍କୁ ଦେଖି ସୁରକ୍ଷା ଏଜେନ୍ସିକୁ ସୂଚନା ଦେଲେ ନାହିଁ କାହିଁକି: ରାହୁଲଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
ଗୁଆହାଟି,୪ ।୩: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ରାହୁଲ ଗାନ୍ଧୀ ୟୁନାଇଟେଡ କିଙ୍ଗଡମର କେମ୍ବ୍ରିଜ ବିଜନେସ ସ୍କୁଲରେ ନିଜ ଟିପ୍ପଣି ରଖି ଦେଶକୁ ବଦନାମ…
ଜୟବିଜୟ ଦ୍ୱାର ନିକଟରେ ଦର୍ଶନ କରିବେ ଦିବ୍ୟାଙ୍ଗ
ପୁରୀ ଅଫିସ, ୪ା୩: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ନେଇ ଶୁକ୍ରବାର ବଡ଼ଦାଣ୍ଡସ୍ଥିତ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ଅଧ୍ୟକ୍ଷତା କରିଥିବାବେଳେ ପରିଚାଳନା କମିଟି…
Archives


