ସ୍କୁଲ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା
ଲୋଇସିଂହା,୨୫।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ଉଷାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ଶିକ୍ଷା ବିଭାଗର ଦୃଷ୍ଟି ଆକର୍ଷଣ କଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ ା ଏହାର ପ୍ରତିବାଦରେ ମଙ୍ଗଳବାର…
ଆଜିଠାରୁ ଦିଲ୍ଲୀରୁ ‘ଶ୍ରୀଜଗନ୍ନାଥ ଯାତ୍ରା’
ନୂଆଦିଲ୍ଲୀ,୨୫ା୧: ରେଳ ମନ୍ତ୍ରଣାଳୟର ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଆଇଆର୍ସିଟିସି ଲିଃ ପକ୍ଷରୁ ବୁଧବାରଠାରୁ ‘ଶ୍ରୀଜଗନ୍ନାଥ ଯାତ୍ରା’ ପାଇଁ ଏକ ୮ ଦିନିଆ ଭାରତ ଗୌରବ ଟୁରିଷ୍ଟ ଟ୍ରେନ୍ ଚଳାଚଳ ଆରମ୍ଭ କରିଛି। ଏହା ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର…
ଓଡ଼ିଶାର ୧୦ ସହରରେ ଜିଓ ଟ୍ରୁ ୫ଜି ସେବା
ନୂଆଦିଲ୍ଲୀ,୨୫ା୧: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଓଡ଼ିଶାର ଆଉ ୬ ଟି ସହରରେ ଜିଓ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରିଥିବା ଜଣାପଡ଼ିଛି। ଏପରିକି ରାଜ୍ୟର ମୋଟ ୧୦ଟି ସହରରେ ଏହି ସେବା ଉପଲବ୍ଧ ହେଉଛି।…
ଟାଟା ମୋଟର୍ସର ୨ଏସ୍ ଫ୍ୟାସିଲିଟି ସେଣ୍ଟର ଉଦ୍ଘାଟିତ
ଭୁବନେଶ୍ୱର,୨୫ା୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ଆଉ ଏକ ୨ଏସ୍ ଫ୍ୟାସିଲିଟି ସେଣ୍ଟର ଉଦ୍ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ପ୍ରାଧିକୃତ ଡିଲର ଅଷ୍ଟଭିନାୟକ ମୋଟର୍ସ ଆନୁକୂଲ୍ୟରେ ସ୍ଥାନୀୟ ଗୋହରିଆଠାରେ ଉକ୍ତ ୨ଏସ୍ (ସ୍ପେୟାର ଏବଂ ସର୍ଭିସ୍) ଫ୍ୟାସିଲିଟି ସେଣ୍ଟରର…
‘ବଜାର ସ୍ଥିତି ସହ ଖାପଖୁଆଇ ଚଳିବାକୁ ହେବ’
ଭୁବନେଶ୍ୱର,୨୫ା୧: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ଏବଂ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍(ହିସାର)ର ନିର୍ଦ୍ଦେଶକ ମଣ୍ଡଳଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିନ୍ଦଲ ଷ୍ଟେନ୍ଲେସ (ମିଶ୍ରିତ ସଂସ୍ଥାକୁ ବିଚାରକୁ…
ଦିନତମାମ ବିଦ୍ୟୁତ୍ ସେବା ବନ୍ଦ
ସମ୍ବଲପୁର,୨୫।୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଜାତୀୟ ରାଜପଥ ନିର୍ମାଣ କରୁଥିବା ସଂସ୍ଥା ଏଆଇପିଏଲ୍ କମ୍ପାନୀ ହାଇୱା ଧକ୍କାରେ ମଙ୍ଗଳବାର ବିଦ୍ୟୁତ୍ ଖୁଣ୍ଟ ଉପୁଡି ତାର ଛିଣ୍ଡିଯାଇଥିଲା। ଫଳରେ ମାନେଶ୍ୱର, ଚମାରପଡା, ଗଣେଶନଗର ଆଦି ସ୍ଥାନରେ ଦିନତମାମ ବିଦ୍ୟୁତ୍ ସେବା ବନ୍ଦ ରହିଥିଲା। ମାନେଶ୍ୱର ଏକ…
ସୋନିର ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨୫ା୧: ସୋନିର ନୂତନ ଉତ୍ପାଦ ‘ଅଲ୍ଟ୍ରା-ୱାଇଡ୍ ଏଫ୍ଇ ୨୦-୭୦ଏମ୍ଏମ୍ ଏଫ୍୪ ଜି’ ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ସୋନି ଇଣ୍ଡିଆର ଡିଜିଟାଲ ଇମେଜିଂ ମୁଖ୍ୟ ମୁକେଶ ଶ୍ରୀବାସ୍ତବ କହିଛନ୍ତି,ଏଫ୍ଇ ୨୦-୭୦ଏମ୍ଏମ୍ ଏଫ୍୪ ଜି ଲେନ୍ସର ଷ୍ଟାଣ୍ଡାର୍ଡ…
ଆକ୍ସିସ୍ ବ୍ୟାଙ୍କର ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୨୫ା୧: ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ସମୟ ମଧ୍ୟରେ ବ୍ୟାଙ୍କ ଟିକସ ପରବର୍ତ୍ତୀ ଲାଭ ବାର୍ଷିକ ଭିତ୍ତିରେ ୬୨% ବୃଦ୍ଧି…
ବଢ଼ୁଛି ଫାସ୍ଟାଗ୍ ଟୋଲ୍ ଟିକସ ସଂଗ୍ରହ
ନୂଆଦିଲ୍ଲୀ,୨୫ା୧: ଭାରତୀୟ ସଡ଼କ ପଥରେ ପ୍ରତିଦିନ ଲକ୍ଷାଧିକ ଗାଡ଼ି ଚଳପ୍ରଚଳ କରୁଥିବା ବେଳେ ସଡ଼କ ପଥରେ ଆଦାୟ ହେଉଥିବା ଟିକସ ପରିମାଣ କିନ୍ତୁ ସେହି ଅନୁସାରେ ଆଦାୟ ହେଉ ନ ଥିଲା। ଫଳରେ ସରକାର କୋଟି କୋଟି ଟଙ୍କାର ରାଜସ୍ବ ହରାଉଥିଲେ।…
ମତଦାନ ମୌଳିକ ଅଧିକାର
ଅଧିକ ଯୁବ ଭୋଟରଙ୍କୁ ରାଜନୈତିକ ପ୍ରକ୍ରିୟାରେ ଭାଗ ନେବାକୁ ଉତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିବର୍ଷ ଜାନୁୟାରୀ ୨୫କୁ ‘ଜାତୀୟ ଭୋଟର ଦିବସ’ ଭାବରେ ପାଳନ କରିଥାନ୍ତି। ଆୟୋଗର ମୂଳ ଦିବସ ପାଳନ ପାଇଁ ଏହା ୨୫ ଜାନୁୟାରୀ ୨୦୧୧ରୁ…
ମନ ମୋହିଲା ଲୋକନୃତ୍ୟ
ରାଉରକେଲା ଅଫିସ, ୨୪।୧: ହକି ବିଶ୍ୱକପ୍କୁ ଅବସରରେ ରାଉରକେଲା ସେକ୍ଟର-୫ ଭଞ୍ଜଭବନ ସ୍ଥିତ ପ୍ରଦର୍ଶନୀ ପଡିଆରେ ଚାଲିଥିବା ସରସ ମେଳାର ମଙ୍ଗଳବାର ଦଶମ ଦିବସ ଥିଲା। ସରସ ମେଳାରେ ଖାଦ୍ୟ, ବସ୍ତ୍ର ଓ ଗୃହାଦି ଉପକରଣ ସାମଗ୍ରୀର ପସରା ଜମୁଛି। ରାଜ୍ୟ…
କାଇଲିଙ୍କ ସିଂହ ଗାଉନ୍
ପ୍ୟାରିସ୍: ଚିଆପାରେଲିରେ ଅନୁଷ୍ଟିତ ପ୍ୟାରିସ ଫ୍ୟାଶନ୍ ଓ୍ବିକ୍ରେ ରିଆଲିଟି ଶୋ’ ସେଲିବ୍ରିଟି କାଇଲି ଜେନର୍ଙ୍କ ଗାଉନ୍ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ସୋମବାର ଏହି କାର୍ଯ୍ୟକ୍ରମରେ ବହୁ ମଡେଲ୍ ଓ ଚର୍ଚ୍ଚିତ ଚେହେରା ଭାଗ ନେଇଥିବାବେଳେ କାଇଲିଙ୍କ ଲୁକ୍ ଥିଲା ପୂରା ଭିନ୍ନ।…
Archives


