Home Left

ମନ ମୋହିଲା ପାଇକ ଆଖଡ଼ା

ବେଗୁନିଆ,୪।୩(ଡି.ଏନ୍‌.ଏ.): ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ ମଲ୍ଲୀପଦର ଗ୍ରାମରେ ଆୟୋଜିତ ଆମ ଗାଁ ମହୋତ୍ସବ ଶୁକ୍ରବାର ଦ୍ୱିତୀୟ ସନ୍ଧ୍ୟାରେ ପାଇକ ଆଖଡ଼ା ନୃତ୍ୟ ଦର୍ଶକମାନଙ୍କର ମନ ମୋହିଥିଲା। ମହୋତ୍ସବ କମିଟିର ସଭାପତି ବିଦ୍ୟାଧର ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ କ୍ୟାପଟେନ…

ମାସେ ହେବ ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା

ନିରାକାରପୁର,୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ସର୍କଲ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତସ୍ଥିତ ଚିତ୍ରକୂଟ ବିହାରରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ମାସେ ହେବ ପାନୀୟ ଜଳର ଉକତ୍ଟ ସମସ୍ୟା ଦେଖାଯାଉଛି। ପାଣି ନ ଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ନାନା ଅସୁବିଧାର…

ଜମିଜମା ସ୍ବତ୍ୱାଧିକାର ପରିବର୍ତ୍ତନ ଦାବି ତେଜିଲା

ଖୋର୍ଦ୍ଧା ଅଫିସ,୪।୩: ଏଖରାଜାତ ମାହାଲ ଜମିଜମା ସ୍ବତ୍ୱାଧିକାରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି, ପୁରୀ ପରିବର୍ତ୍ତେ ଓଡ଼ିଶା ସରକାର ଲେଖିବା ଦାବିରେ ଆଞ୍ଚଳିକ ଭିଟାମାଟି ବଞ୍ଚାଅ ସଂଗ୍ରାମ ସମିତି ଖୋର୍ଦ୍ଧାରେ ଆନ୍ଦୋଳନକୁ ଜୋର କରିଛି। ଶୁକ୍ରବାର ପୂର୍ବାହ୍ନରେ ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ…

ତୀର୍ଥଯାତ୍ରାରେ ୨୪୬ ବରିଷ୍ଠ ନାଗରିକ

କଟକ ଅଫିସ, ୪ା୩: ୨୪୬ ଜଣ ବରିଷ୍ଠ ନାଗରିକ ପୁଷ୍କର ଓ ଆଜମେର ତୀର୍ଥଯାତ୍ରାରେ ବାହାରିଛନ୍ତି। ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଜରିଆରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ତତ୍ତ୍ୱାବଧାନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ କଟକ ଜିଲାରୁ ୨୪୬…

ଧାର୍ଯ୍ୟ ସମୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

କଟକ ଅଫିସ,୪ା୩: କଟକ ସହରରେ ଚାଲିଥିବା ଏକାଧିକ ନିର୍ମାଣାଧୀନ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନ ଗୁରୁତ୍ୱ ଦେଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡ଼ିଏ) ଅଧ୍ୟକ୍ଷ ଅନିଲ କୁମାର ସାମଲ ସହରରେ ବିଭିନ୍ନ ନିର୍ମାଣାଧୀନ କାର୍ଯ୍ୟର…

‘କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ’

କଟକ ଅଫିସ, ୪ା୩: ଜନହିତକର କାର୍ଯ୍ୟ ନିର୍ବାହ ପୂର୍ବରୁ ତାହାର ଆନୁଷଙ୍ଗିକ ଦିଗକୁ ଧ୍ୟାନ ଦେବା ଆବଶ୍ୟକ। ଏଥିସହ କାର୍ଯ୍ୟଶୈଳୀର ଅନୁଶୀଳନ ଓ ପ୍ରଗତିକୁ ତୁଳନାତ୍ମକ ବିଚାର କଲେ କାର୍ଯ୍ୟଧାରାରେ ପରିବର୍ତ୍ତନ ଅଣାଯାଇପାରିବ। ଜିଲା ପରିଷଦର ସଭ୍ୟାସଭ୍ୟମାନେ ସ୍ଥାନୀୟ ବିଧାୟକଙ୍କ ସହିତ…

ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର,୪ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଜେଲର ଜଣେ ବିଚାରାଧୀନ ବନ୍ଦୀଙ୍କ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ତିରିଂ ଥାନା ଅଧୀନ ଜଟା ଗ୍ରାମର ଗୋବିନ୍ଦ ବିନ୍ଧାଣୀ(୫୧)। ଏକ ଠକେଇ ମାମଲା(ନଂ.୨/୨୩)ରେ ତିରିଂ ଥାନା ପୋଲିସ ତାଙ୍କୁ…

ପ୍ରଥମ ଦିନରେ ୩ ଫିଲ୍ମ ପ୍ରଦର୍ଶିତ

କଟକ ଅଫିସ,୪ା୩: ଭାରତୀୟ ସିନେ ଜଗତର କିମ୍ବଦନ୍ତୀ ପୁରୁଷ ସତ୍ୟଜିତ୍‌ ରାୟଙ୍କ ଜନ୍ମ ଶତବାର୍ଷିକୀକୁ ସାରା ଦେଶରେ ପାଳନ କରିବା ପାଇଁ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ ଜାରି ରହିଛି। ସିନେ ନିର୍ଦ୍ଦେଶକ, ସଂଳାପ ଲେଖକ,…

‘ଝିଅକୁ ହତ୍ୟା କରାଯାଇଛି’

ବଲାଙ୍ଗୀର ଅଫିସ, ୪ା୩: ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ହତ୍ୟା ମାମଲାରେ ଶୁକ୍ରବାର ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ତାଙ୍କ ବାପା ଡାକ୍ତର ବନମାଳୀ ସାହୁ ଏବଂ ମା’ ଲବଙ୍ଗ ସାହୁ। ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି। ବେକରେ…

ନାଇଜେରିଆରେ ଅବୈଧ ଅଏଲ ରିଫାଇନାରୀରେ ବିସ୍ଫୋରଣ ୧୨ ମୃତ

ଅବୁଜା,୪ ।୩: ନାଇଜେରିଆର ନାଇଜର ଡେଲଟା ଅଞ୍ଚଳରେ ଏକ ଅବୈଧ ରିଫାଇନାରୀରେ ବିସ୍ଫୋରଣ ପରେ ନିଆଁ ଲାଗିଯିବାରୁ ଅତିକମରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ । ପୋଲିସ…

ଅଭିଜ୍ଞତାରୁ ଅଭିବୃଦ୍ଧି

ଉଚ୍ଚଶିକ୍ଷା ଶେଷକରି ନିଜର ଦକ୍ଷତା ବୃଦ୍ଧି ପାଇଁ ବିଭିନ୍ନ ବହୁରାଷ୍ଟ୍ରୀୟ କମ୍ପାନୀରେ କାର୍ଯ୍ୟ କରିବାର ଅଭିଜ୍ଞତାକୁ ବ୍ୟବସାୟରେ ବିନିଯୋଗ କରିବା ଲକ୍ଷ୍ୟରେ କର୍ମଭୂମିରୁ ଜନ୍ମଭୂମିକୁ ଫେରିଥିଲେ। ଏପରିକି ଦୀର୍ଘ ୫ଦଶନ୍ଧିରୁ ଅଧିକ ସମୟ ହେବ ରାଉରକେଲାଠାରେ ଥିବା ପାରିବାରିକ ବ୍ୟବସାୟରେ ଯୋଗଦେବା…

ଦ୍ୱିତୀୟ ଦିବସରେ ଓଡ଼ିଶାକୁ ୩ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୪।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କିଟ୍‌ ଷ୍ଟାଡିୟମରେ ଚାଲିଥିବା କର୍ମଚାରୀ ଭବିଷ୍ୟନିଧି ସଂଗଠନ ସର୍ବଭାରତୀୟ ଆଥଲେଟିକ୍‌ ଓ ଇନ୍‌ଡୋର କ୍ରୀଡ଼ାର ଦ୍ୱିତୀୟ ଦିବସରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଦଳଗତ ଚାମ୍ପିୟନ ପାଇଁ କର୍ନାଟକ ଓ ମହାରାଷ୍ଟ୍ର ମଧ୍ୟରେ କଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri