Home Left

ଗୁଜରାଟ -ମୁମ୍ବାଇ ଉଦ୍‌ଘାଟନୀ ମୁକାବିଲା

ମୁମ୍ବାଇ, ୪ା୩ (ପି.ଟି.): ବହୁ ପ୍ରତିକ୍ଷୀତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ୫ଟି ଦଳକୁ ନେଇ ଶନିବାରଠାରୁ ଆରମ୍ଭ ହେବ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଢାଞ୍ଚାରେ ୨୧ଟି ମ୍ୟାଚ ବିଶିଷ୍ଟ ଏହି ମହିଳା ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚ…

ଖରସ୍ରୋତା ନଦୀରୁ ବେଆଇନ ବାଲି ଚାଲାଣ

ରସୁଲପୁର,୪ା୩(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ପହଁଗା ରାଜସ୍ବ ସର୍କଲର ଖରସ୍ରୋତା ନଦୀରୁ ବାଲି ଚୋରାଚାଲାଣ ହେଉଛି। ମାଫିଆମାନେ ଏକ ଭିନ୍ନ ଉପାୟରେ ଏହି କାର୍ଯ୍ୟ କରୁଛନ୍ତି। ସେମାନେ ରାତି ଅଧିଆ ନଦୀଗର୍ଭରୁ ବାଲି ଉଠାଇ ଆଣି ପଠାରେ ଠୁଳ କରି ରଖୁଛନ୍ତି।…

ପାଇପ୍‌ ପାଣିରୁ ୮୨% ଗ୍ରାମବାସୀ ବଞ୍ଚିତ

ଯାଜପୁର ଅଫିସ,୪ା୩: ବିକାଶରେ ଯାଜପୁର ଜିଲା ବେଶ ଅଗ୍ରଣୀ ବୋଲି ନେତା ଓ ମନ୍ତ୍ରୀ ଉଦ୍‌ବୋଧନ ଦେଉଛନ୍ତି ା ମାତ୍ର ଜିଲାର ୮୨ ପ୍ରତିଶତ ଗ୍ରାମକୁ ପାଇପ୍‌ ଜଳଯୋଗାଣ ଅପହଞ୍ଚ ରହିଛି ବୋଲି ସରକାରୀ ତଥ୍ୟ କହୁଛି ା ଗ୍ରାମ୍ୟ ଜଳଯୋଗାଣ…

ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ବୋଲି ଅନୁକମ୍ପା: ଜୟନାରାୟଣ

ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଚିନ୍ମୟୀ ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ…

ବିପଦରେ ଧଳତଙ୍ଗଗଡ଼ ଜଙ୍ଗଲୀ ହରିଣଙ୍କ ଜୀବନ

ରଘୁନାଥପୁର, ୪ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଏରଡଙ୍ଗା ପଞ୍ଚାୟତ ଗୋପାଳପୁର ଗଁା ସହ ୭ଟି ପଞ୍ଚାୟତ ପରିସୀମାକୁ ଲାଗି ଧଳତଙ୍ଗଗଡ ଜଙ୍ଗଲ ରହିଛି। ଏହା ମଧ୍ୟରେ ଥିବା ହରିଣଙ୍କ ଜୀବନ ବିପଦପୂର୍ଣ୍ଣ ହୋଇଛି। ଜଙ୍ଗଲ ଚତୁଃପାର୍ଶ୍ୱରେ ପ୍ରାଚୀର ନ ଥିବାରୁ…

ନଦୀବନ୍ଧରୁ ୫ ଫୁଟ ମାଟି ନେଇ ରାସ୍ତା ନିର୍ମାଣ

ପଟ୍ଟାମୁଣ୍ଡାଇ,୪ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଅଞ୍ଚଳବାସୀଙ୍କ ପାଇଁ ଗୁରୁତ୍ୱ ବହନ କରେ। ରାସ୍ତା ନିର୍ମାଣ ଶେଷ ହୋଇ ନ ଥିବା ବେଳେ ପିଚୁ ଉଠି ଯାଉଛି। କୋଟି କୋଟି ଟଙ୍କାର ରାସ୍ତା…

୩୧ ଚୋରା ମୂର୍ତ୍ତି ଉଦ୍ଧାର, ୪ ଗିରଫ

ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍‌.ଏ.),୪ା୩: ଯାଜପୁର ଜିଲାର ବିଭିନ୍ନ ମନ୍ଦିରରୁ ଚୋରି ହୋଇଥିବା ୩୧ଟି ମୂର୍ତ୍ତି ଉଦ୍ଧାର ହୋଇଛି। ଏହି ଚୋରି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶର ଅରବିନ୍ଦ କୁମାର ସିଂ(୪୩),…

ଅଣୁ, କ୍ଷୁଦ୍ର ଉଦ୍ୟୋଗକୁ ଅନୁମୋଦନ ମିଳୁଛି, ଋଣ ମିଳୁନି

ପଟ୍ଟାମୁଣ୍ଡାଇ, ୪ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ ଆଗକୁ ବଢ଼ାଇବା ପାଇଁ ଯେଉଁ ସାମଗ୍ରୀକ ଚେଷ୍ଟା ଆବଶ୍ୟକ ତାହା ଦେଖିବାକୁ ମିଳିପାରୁନାହିଁ।…

ଆଉ ଦେଖିବାକୁ ମିଳୁନି ମେଘଦୂତ ପୋଷ୍ଟକାର୍ଡ

ଜଗତ୍‌ସିଂହପୁର ଅଫିସ, ୪।୩: ଡାକସେବାରେ ମେଘଦୂତ ପୋଷ୍ଟକାର୍ଡର ଭୂମିକା ଗୁରୁତ୍ୱପୂର୍ଣ୍ଣ। ୧୦ କୋଟିରୁ ଊର୍ଦ୍ଧ୍ୱ ସାଧାରଣ ଜନତା ତଥା ଗରିବଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୦୨ ସେପ୍ଟେମ୍ବର ୨ରେ ମେଘଦୂତ ପୋଷ୍ଟକାର୍ଡ ପ୍ରଚଳନ ଆରମ୍ଭ କରିଥିଲେ। ଏହି କାର୍ଡର…

ଧନିଆ ପାହାଡ଼ରେ ନିଆଁ, ଜଳିଗଲା ଗଛ

ଚଣ୍ଡିଖୋଲ/ଛତିଆ,୪ା୩(ଡି.ଏନ.ଏ.): ଯାଜପୁର ଜିଲା ବୈରୀ ଡାଳିଯୋଡ଼ା ବନ ବିଭାଗ ରେଞ୍ଜ ଅଧୀନ ଧନିଆ ପାହାଡ଼ରେ ଶୁକ୍ରବାର ହଠାତ ନିଅଁା ଲାଗି ଅନେକ ଗଛ ଜଳିଯାଇଛି। ଖବର ପାଇ ବନ ବିଭାଗ ଓ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ ଘଣ୍ଟା…

ହଜାରେ ଅଣ୍ଡାରୁ ଗୋଟିଏକୁ ପୂର୍ଣ୍ଣ ଜୀବନ

କେନ୍ଦ୍ରାପଡା ଅଫିସ, ୪ା୩: ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ସଂଲଗ୍ନ ଗହୀରମଥା ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ପୂର୍ଣ୍ଣିମା ତିଥି ମଧ୍ୟରେ ଅନୂକୂଳ ପବନ ଆସିଲେ ଗହୀରମଥା ନିଷିଦ୍ଧାଞ୍ଚଳରେ ସାମୂହିକ…

ବାଇଡେନଙ୍କ ଛାତିରୁ ବାହାରିଥିବା ଘା’ କ୍ୟାନସର ସେଲ ଥିଲା: ହ୍ୱାଇଟ ହାଉସ ଡାକ୍ତର

ୱାଶିଂଟନ,୪ ।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ୱାସ୍ଥ୍ରକୁ ନେଇ ହ୍ୱାଇଟ ହାଉସର ଡାକ୍ତର ଏକ ବଡ ଅପଡେଟ ସାମ୍ନାକୁ ଆଣିଛନ୍ତି । ହ୍ୱାଇଟ ହାଉସର ଚିକିତ୍ସକ ଡାକ୍ତର କେୱିନ ଓ’କନର ଶୁକ୍ରବାର କହିଛନ୍ତି, ଗତ ମାସରେ ବାଇଡେନଙ୍କ ଛାତିରୁ ବାହାରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri