Home Left

ଜେଡିୟୁ ଛାଡ଼ିଲେ ମୀନା ସିଂ

ପାଟନା,୩ା୩ : ପୂର୍ବତନ ଏମ୍‌ପି ମୀନା ସିଂ ଶୁକ୍ରବାର ଜେଡିୟୁ ଛାଡ଼ିଛନ୍ତି।  ୨୦୦୮ରେ ସ୍ବାମୀ ତଥା ଏମ୍‌ପି ଅଜିତ କୁମାର ସିଂଙ୍କ ପରଲୋକ ପରେ ମୀନା ବିକ୍ରମଗଞ୍ଜ ଲୋକ ସଭା ଉପନିର୍ବାଚନରେ ବିଜୟୀ ହୋଇଥିଲେ। ଏପରିକି ସେ ୨୦୦୯ ନିର୍ବାଚନ ମଧ୍ୟ…

ଘର ତାଲା ଭାଙ୍ଗି ନେଇ ୫ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର

ପାରଳାଖେମୁଣ୍ଡି,୩ା୩(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଚନ୍ଦ୍ରଶେଖର ପଣ୍ଡା ସାହି କୃଷ୍ଣଚନ୍ଦ୍ର ଗନ୍ତାୟତଙ୍କ ଘର ତାଲା ଭାଙ୍ଗି ସୁନା ରୁପା, ଟିଭି ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ କରିଛନ୍ତି। ଗନ୍ତାୟତ ପୁଅ ପାଖକୁ ବେଙ୍ଗାଲୁରୁ ଯାଇଥିବା ବେଳେ ତାଙ୍କ ଝିଅ ଘରକୁ ଆସି ଚାବି…

ରଙ୍ଗେଇଲୁଣ୍ଡାରୁ ଉଡ଼ିବ ବିମାନ

ବ୍ରହ୍ମପୁର/ଗୋପାଳପୁର,୩ା୩(ଡି.ଏନ୍‌.ଏ.): ଖୁବ୍‌ଶୀଘ୍ର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ବିମାନ ଉଡ଼ାଣ ଆରମ୍ଭ ହେବ। ଏନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ବୈଷୟିକ ଶିକ୍ଷା ବିକାଶ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି। ‘ଉଡାନ୍‌’ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ରଙ୍ଗେଇଲୁଣ୍ଡା…

ନୋବେଲ ଶାନ୍ତି ପୁରସ୍କାର ବିଜେତାଙ୍କୁ ୧୦ ବର୍ଷ ଜେଲ

ମସ୍କୋ,୩ା୩: ବେଲାରୁଷର ଏକ କୋର୍ଟ ନୋବେଲ ଶାନ୍ତି ପୁରସ୍କାର ବିଜେତା ତଥା ମାନବାଧିକାର କର୍ମୀ ଆଲେସ୍‌ ବିଆଲିଆତ୍‌ସ୍କିଙ୍କୁ ଶୁକ୍ରବାର ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ବିକ୍ଷୋଭ ପାଇଁ ପାଣ୍ଠି ଯୋଗାଣ ସମେତ ଅନ୍ୟ କେତେକ ଆପରାଧିକ ମାମଲାରେ ତାଙ୍କୁ ଏହି…

ଏନ୍‌ଆର୍‌ଇଜିଏସ୍‌ରେ ସରକାରୀ ଅର୍ଥ ହଡ଼ପ

ବାଲେଶ୍ୱର ଅଫିସ,୨।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ଥିବା ପୋଖରୀଗୁଡ଼ିକରୁ ବେଆଇନ ଭାବେ ମାଟି ଚୋରି ହେଉଛି। ପରେ ଏହାକୁ ଏମ୍‌ଜିଏନଆରଇଜିଏସ୍‌ରେ ସାମିଲ କରି ଜାଲ୍‌ ଜବ୍‌କାର୍ଡ଼ଧାରୀଙ୍କ ସହ ସଲାସୁତରା କରି ଲକ୍ଷ ଲକ୍ଷ ଟଙ୍କା ସରକାରୀ…

ଇନ୍ଦୋର ପିଚ୍‌କୁ ନିମ୍ନମାନର ବିବେଚନା କଲା ଆଇସିସି

ଇନ୍ଦୋର, ୩ା୩: ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମ ପିଚ୍‌କୁ ନିମ୍ନମାନର ବିବେଚନା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଏଠାରେ ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ ଖେଳାଯାଇଥିଲା। ଏହି ମ୍ୟାଚ ୩ ଦିନ ଭିତରେ ଶେଷ ହୋଇଯାଇଥିଲା। ଏଥିପାଇଁ ଇନ୍ଦୋର ପିଚ୍‌କୁ ୩…

‘୪୦ ପ୍ରତିଶତ ନିଆଁ ଜଙ୍ଗଲ ବାହାରେ ଲାଗିଛି’

କୋରାପୁଟ, ୩ା୩(ସ୍ବ.ପ୍ର.): କୋରାପୁଟଠାରେ ବନ ବିଭାଗ ଓ କୋଟସ୍‌ର ମିଳିତ ଆନୁକୂଲ୍ୟରେ ଗୁରୁବାର ଜଙ୍ଗଲ ନିଆଁ ଲିଭାଇବା ନେଇ ଜିଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଅବଦାଲ ଏମ୍‌. ଅଖତାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲକୁ ନିଆଁ…

ଭୁଲ୍‌ ଇଞ୍ଜେକ୍ସନରେ ନାବାଳକଙ୍କ ମୃତ୍ୟୁ: ଥାନାରେ ରୁଜୁ ହେଲା ମାମଲା

ଭଦ୍ରକ ଅଫିସ,୩।୩: ଭଦ୍ରକର ଏକ କ୍ଲିନିକ୍‌ରେ ଭୁଲ୍‌ ଇଞ୍ଜେକ୍ସନ ଯୋଗୁ ବୁଧବାର ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୧୨୧/୨୩) ରୁଜୁ କରିଛି। ସୂଚନା ଅନୁଯାୟୀ, ବନ୍ତ ବ୍ଲକ ବସନ୍ତିଆ…

ଉତ୍ତରପ୍ରଦେଶର ୨ ଗଞ୍ଜେଇ ବେପାରୀ ଗିରଫ

ପଦ୍ମପୁର, ୩।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଉତ୍ତରପ୍ରଦେଶର ଗୁଲାମ ଖାନ(୨୫)ଓ ରାଜ ବାହାଦୁର(୨୪)। ସୂଚନା ଅନୁଯାୟୀ ଗୁରୁବାର ରାତିରେ ପଦ୍ମପୁର ପୋଲିସ ଗଞ୍ଜେଇ ଚାଲାଣ…

ଅଭାବୀ ବିକ୍ରି: ମିଳୁନି ଉପଯୁକ୍ତ ଦର

ରାଇକିଆ, ୩।୩(ଡି.ଏନ୍‌.ଏ.): ପନିପରିବା ଚାଷୀଙ୍କୁ ମିଳୁନି ଉପଯୁକ୍ତ ଦର । ମିଳୁନି ବଜାର ସୁବିଧା । ବିକ୍ରି କରି ନ ପାରି ଶେଷରେ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଉତ୍ପାଦିତ ଫସଲ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ…

ପୌର ଅଧ୍ୟକ୍ଷାଙ୍କ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଚୋରି

ଆନନ୍ଦପୁର,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦର କିଛି ଗୁରୁତ୍ୱପୁର୍ଣ୍ଣ ଉନ୍ନୟନ କାର୍ଯ୍ୟର ଫାଇଲ୍‌ ଅଧ୍ୟକ୍ଷାଙ୍କ ଟେବୁଲରୁ ଚୋରି ହୋଇଯାଇଛି। ଏନେଇ ପୌର ଅଧିକାରୀ ଅଶୋକ କୁମାର ରାଉତ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ପୌରକାର୍ଯ୍ୟାଳୟର ଜଣେ ଚତୁର୍ଥ…

ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା

ଭୁବନେଶ୍ୱର,୩।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚକୁ ଝଟ୍‌କା ଲାଗିଛି। ଅଭିଯୁକ୍ତ ଗୋପାଳ ଦାସଙ୍କ ମାନସିକ ସ୍ଥିତିର ପୁନଃଯାଞ୍ଚ ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଆବେଦନ କରାଯାଇଥିଲା। ଉକ୍ତ ଆବେଦନକୁ ଝାରସୁଗୁଡ଼ା ଅତିରିକ୍ତ ଜିଲା ଓ ଦୌରାଜଜଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri