Home Left

ପଳାତକ ମାଲ୍ୟାଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା

ନୂଆଦିଲ୍ଲୀ,୩।୩: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କର ଆବେଦନକୁ ଖାରଜ କରିଦେଇଛନ୍ତି। ୨୦୧୮ରେ ଦାଖଲ ହୋଇଥିବା ଏହି ଆବେଦନରେ ମାଲ୍ୟା ନିଜକୁ ‘ପଳାତକ’ ଘୋଷଣା କରିବାକୁ ନେଇ ମୁମ୍ବାଇ କୋର୍ଟରେ ଚାଲିଥିବା ଶୁଣାଣିକୁ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମହିଳାଙ୍କଠାରୁ କିରାସିନି ବୋତଲ, ଡିଆସିଲି, ଏକ ବିଷ ବୋତଲ ଜବତ କରିଛି। ଏପରିକି ପୋଲିସ…

କରୁଥିଲେ ଆଇରନ୍‌ ପିଲେଟ୍ ଚୋରା ଚାଲାଣ: ଧରାପଡିିଲେ ୩ ଅଭିଯୁକ୍ତ

ବଡ଼ବିଲ,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ବଲାଣି-ବଡ଼ବିଲ ମୁଖ୍ୟ ରାସ୍ତାଦେଇ ଆଇରନ୍‌ ପିଲେଟ୍ ଚୋରା ଚାଲାଣ ବେଳେ ବଡ଼ବିଲ ପୋଲିସ ଧରିବାରେ ସଫଳ ହୋଇଛି। ପୋଲିସ କରି ୧୭ମେଟ୍ରିକ ଟନ୍‌ ଆଇରନ ପିଲେଟ୍ ସହ ହାଇଓ୍ବା ଟ୍ରକ୍‌ ସହ ଏସ୍‌କର୍ଟ…

ପୁଣିଥରେ ସୋନାକ୍ଷୀଙ୍କ ସହ ରୋମାନ୍ସ କରିବେ ଅକ୍ଷୟ

ମୁମ୍ବାଇ: ବଲିଉଡ ମୁଭିର ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ମୁଭି ‘ସେଲଫି’ ନିକଟରେ ରିଲିଜ୍ ହୋଇଥିଲା । ହେଲେ ଏହି ମୁଭିକୁ ଦର୍ଶକେ ଏତେ ପସନ୍ଦ କରି ନ ଥିଲେ । ଫଳରେ ବକ୍ସ ଅଫସରେ ଭଲ ବିଜନେସ ନ କରିପାରି…

ଅମିତ ଶାହାଙ୍କ କଟାକ୍ଷ, ଦୂରବୀକ୍ଷଣରୁ ବି ଦେଖାଯିବନି କଂଗ୍ରେସ

ବାଙ୍ଗାଲୋର,୩।୩: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କର୍ନାଟକର ବିଦରଠାରେ ଏକ ସାଧାରଣ ସଭା କରିବା ବେଳେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ତ୍ରିପୁରା, ନାଗାଲାଣ୍ଡ ଏବଂ ମେଘାଳୟରେ ହାରିବା ପରେ କଂଗ୍ରେସ ଆଉ କେଉଁଠାରେ ଦେଖାଯିବ ନାହିଁ। ସେମାନେ ଏତେ ମାତ୍ରାରେ…

କଫ୍‌ ସିରପ୍‌ ମୃତ୍ୟୁ ମାମଲା: ଫାର୍ମା କମ୍ପାନୀର ୩ଅଧିକାରୀ ଗିରଫ

ନୋଏଡା,୩।୩: ଉଜ୍‌ବେକିସ୍ତାନରେ କଫ୍‌ ସିରପ୍‌ ପିଇ ହୋଇଥିବା ମୃତ୍ୟୁ ଘଟଣାରେ ନୋଏଡା ସ୍ଥିତ ଏକ ଫାର୍ମା କମ୍ପାନୀର ୩ ଅଧିକାରୀଙ୍କୁ ପୋଲିସ ଗିରଫ କରିଛି। ଉଜବେକିସ୍ତାନ ଡିସେମ୍ବରରେ ଦାବି କରିଥିଲା ଯେ, ଭାରତୀୟ କଫ୍‌ ସିରପ ଯୋଗୁ ତାଙ୍କ ଦେଶରେ ୧୮ଜଣ…

ପାଟଣା, ତୁରୁମୁଙ୍ଗା ଥାନାରେ ଏତଲା ଦେଲା ଭାଜପା

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ପକ୍ଷରୁ ଭୁବନେଶ୍ୱରରେ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ଆକ୍ରମଣ ପ୍ରତିବାଦରେ ଶୁକ୍ରବାର ପାଟଣା ଓ ତୁରୁମୁଙ୍ଗା ଥାନାରେ ଏତଲା ଦିଆଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ସମର୍ଥକଙ୍କ ସହ…

ଭାଜପା କର୍ମକର୍ତ୍ତାଙ୍କୁ ମାଡ ମାରିବା ଘଟଣା: ଥାନାରେ ଏତଲା

ଦେବଗଡ, ୩।୩(ଡି. ଏନ. ଏ.) : ବିକ୍ଷୋଭ ବେଳେ ପୋଲିସ ଭାଜପା ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ମାଡ ମାରିବା ଘଟଣାରେ ଶୁକ୍ରବାର ଦେବଗଡ଼ ଭାଜପା କର୍ମକର୍ତ୍ତା ପକ୍ଷରୁ ଦେବଗଡ଼ ଆଦର୍ଶ ଥାନାରେ ଏତଲା ଦିଆଯାଇଛି। ଏଥି ସହିତ ଜିଲାର ସମସ୍ତ ଥାନାରେ…

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପିଣ୍ଟୁ ନନ୍ଦଙ୍କ ଭାଇ

ଭୁବନେଶ୍ୱର,୩।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ତାଙ୍କ ଭାଇ ଅଭିରାମ ନନ୍ଦ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁରୁଷ ହକି ବିଶ୍ୱକପ୍‌ ପାଇଁ ବାହାର କଳାକାରଙ୍କ ପିଛା କୋଟ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ରାଜ୍ୟ ସରକାର ଚାହିଁଥିଲେ ପିଣ୍ଟୁ…

ଭାଜପା ବିଧାୟକ ପୁଅଙ୍କ ଘରୁ ମିଳିଲା ନଗଦ ୬କୋଟି: ମୁଖ୍ୟମନ୍ତ୍ରୀ କହିଲେ, ଦୁର୍ନୀତି ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବେଙ୍ଗାଲୁରୁ,୩।୩: କର୍ନାଟକରେ ଭାଜପା ବିଧାୟକ ମାଦାଲ ବିରୁପକ୍ଷପ୍ପାଙ୍କ ପୁଅ ପ୍ରଶାନ୍ତ କୁମାର ଜଣେ ଠିକାଦାରଙ୍କଠାରୁ ୪୦ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଥିଲେ। ଏହି ଘଟଣାର ଗୋଟିଏ ଦିନ ପରେ ଲୋକାଯୁକ୍ତ ପୋଲିସ ବିଧାୟକଙ୍କ ପୁଅଙ୍କ ଘରୁ ନଗଦ ୬କୋଟି ଟଙ୍କା ଜବତ…

ବିଲ ଗେଟ୍‌ସଙ୍କୁ ଖେଚୁଡିରେ ଛୁଙ୍କ ଲଗାଇବା ଶିଖାଇଲେ ସ୍ମୃତି: ଭିଡିଓ ଭାଇରଲ

ନୂଆଦିଲ୍ଲୀ,୩ ।୩: ମାଇକ୍ରୋସଫ୍ଟର ସଂସ୍ଥାପକ ବିଲ ଗେଟ୍‌ସ ଭାରତୀୟ ବ୍ୟଞ୍ଜନକୁ ଖୁବ୍ ପସନ୍ଦ କରନ୍ତି । ଏବେ ଏକ ଭିଡିଓ ଦେଖିଲେ ଏହା ସ୍ପଷ୍ଟ ହୋଇଛି । ଗୁରୁବାର କେନ୍ଦ୍ର ମହିଳା ଓ ବାଳ ବିକାଶ ମନ୍ତ୍ରୀ ସ୍ମୃତି ଇରାନିଙ୍କ ସହ…

ଜାମିନ ଆବେଦନ କଲେ ମନୀଷ ସିସୋଡିଆ,ଶନିବାର ଶୁଣାଣି

ନୂଆଦିଲ୍ଲୀ,୩।୩: ଆମ ଆଦମୀ ପାର୍ଟି (ଏଏପି)ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ରୋଜ ଏଭେନ୍ୟୁ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟ ତାଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିବା ପରେ ସିସୋଡିଆ ଜାମିନ ଆବେଦନ କରିଥିବା ଜଣାପଡିଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri