Home Left

‘ନୀତୀଶ କୁମାର ନେତା ନୁହେଁ ଜଣେ ଲେଖକ’: ସୁଶିଲ ମୋଦି

ପାଟନା,୧୨।୬: ଆସନ୍ତା ବର୍ଷ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୨୩ ଜୁନରେ ପାଟନାରେ ବିରୋଧୀ ଦଳର ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକରେ ବହୁ ଦଳର ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।…

୮୦ କୋଟି ଦୁର୍ନୀତି ୨୦୦ କୋଟିରେ ପହଞ୍ଚିଲାଣି

ନୟାଗଡ଼ ଅଫିସ/ଭାପୁର,୧୨ା୬ (ଡି.ଏନ୍‌.ଏ.): ମିଶନ ଶକ୍ତି ଗୃହ ନ କରି ୪ ଲକ୍ଷ ଟଙ୍କା ଆମତ୍ସାତ୍‌ ଘଟଣାରେ ଲୋକାୟୁକ୍ତରେ ମାମଲା ପରେ ନୟାଗଡ଼ ଜିଲା ଭାପୁର ବ୍ଲକରେ ୮୦ କୋଟିିର ଦୁର୍ନୀତି ଏବେ ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ପହଞ୍ଚତ୍ଲାଣି। ବିକାଶର…

ସରୁନି ଧରାକୋଟ-ଜାନବିଲି ରାସ୍ତା ନିର୍ମାଣ

ଧରାକୋଟ,୧୨ା୬ (ଡି.ଏନ୍‌.ଏ): ଧରାକୋଟ-ଜାନବିଲି ୫ କିମି ରାସ୍ତା ସଂପ୍ରତି ନିର୍ମାଣ ଚାଲିଛି। ଦୀର୍ଘଦିନ ହେଲା ଠିକାଦାର ଅଧପନ୍ତରିଆ ଭାବରେ ଛାଡ଼ିଦେଇ ଚାଲିଯାଇଛନ୍ତି। ବାରମ୍ବାର ଅଭିଯୋଗ ପରେ ବିଭାଗ ତରଫରୁ ଠିକାଦାରଙ୍କୁ ତୁରନ୍ତ ନିମାଣ କାର୍ଯ୍ୟ ଆରମ୍ଭ ପାଇଁ ଚିଠି ଲେଖାଯାଇଛି। ହେଲେ…

କମୁଛି ଚାଷ ଜମି, ବଢୁଛି ଘରବାରି

ପାରଳାଖେମୁଣ୍ଡି,୧୨ା୬ (ଡି.ଏନ୍‌.ଏ): ଗ୍ରାମାଞ୍ଚଳ ଗୁଡିକରେ ଚାଷ ଜମି ପରିମାଣ କମି କମି ଯାଉଥିବା ବେଳେ ଘରବାରି ବଢୁଥିବାର ପରିଲିକ୍ଷିତ ହେଉଛି। ଜମିମାଫିଆ ତଥା ଦଲାଲମାନେ ସହରାଞ୍ଚଳର ଆଖପାଖରେ ଥିବା ଚାଷ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇ ଚାଲିଥିବା ବେଳେ ଏବଂ…

‘ମୁଁ ମୋଗଲଙ୍କୁ ଭଲପାଏ ନାହିଁ’,ଓଓ୍ବାଇସି କହିଲେ ଲାଗୁଛି ଯେମିତି ଲାଲକିଲା ମୋଦି ନିର୍ମାଣ କରିଛନ୍ତି

ନୂଆଦିଲ୍ଲୀ,୧୨।୬: ଔରଙ୍ଗଜେବ ଓ ଟିପୁ ସୁଲତାନଙ୍କୁ ନେଇ ପୁଣିଥରେ ରାଜନୀତି ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଅଲ ଇଣ୍ଡିଆ ମଜଲିସ ଏ ଇନ୍ତେହାଦୁଲ ମୁସଲିମନ(ଏଆଇଏମଆଇଏମ) ନେତା ତଥା ଏମପି ଅସଦୁଦ୍ଦିନ ଓଓ୍ବାଇସି କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓୱାଇସି କହିଛନ୍ତି…

କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତଙ୍କୁ ସହାୟତା ପାଇଁ ଦାବି

ଖଣ୍ଡପଡା,୧୨ା୬(ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଯୋଗୁ ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ୨୨ଟି ପଞ୍ଚାୟତରେ ଶନିବାର ଅପରାହ୍ନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ରାସ୍ତା କଡ଼ରେ ଥିବା ବଡ଼ ବଡ଼ ଗଛ ଓ ଡ଼ାଳ ଭାଙ୍ଗି ପଡ଼ିବା ଯୋଗୁ ଶତାଧିକ ଟିଣ, ଆଜବେଷ୍ଟସ…

ଭଙ୍ଗା ଟାଇଲ ଛପର ଘରେ ହାଇସ୍କୁଲ ଚାଲିଛି

ନୂଆଗାଁ,୧୨।୬ (ଡି.ଏନ.ଏ.): ସରକାର ଛାତ୍ରୀଛାତ୍ରଙ୍କୁ ସ୍କୁଲ ଅଭିମୁଖୀ କରାଇବା, ନୂତନ ଜ୍ଞାନକୌଶଳରେ ଡିଜିଟାଲ ମାଧ୍ୟମରେ ଶିକ୍ଷାଦାନ କରାଇବାକୁ ଲକ୍ଷାଧିକ ଟଙ୍କା ବ୍ୟୟ କରୁଥିବା ବେଳେ ନୂଆଗାଁ ବ୍ଲକରେ ଥିବା ହାଇସ୍କୁଲର ମୌଳିକ ଆବଶ୍ୟକତା ପ୍ରତି ଦୃଷ୍ଟି ଦିଆଯାଉନାହିଁ। ଯାହା ଫଳରେ ନୟାଗଡ଼…

ପାର୍କିଂ ଫି’ ଶୋଷଣ: ଇ-ଯାନ ପାଇଁ ମିଳୁନି ରିହାତି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ପାର୍କିଂ ଫି’ ଲୋକଙ୍କ ଚିନ୍ତା ବଢ଼ାଇଛି। ଗାଡ଼ି ରଖିବା ମାତ୍ରେ କେହି ନା କେହି ଆସି ପାର୍କିଂ ଫି’ ଦେବାକୁ ଜୁଲମ କରୁଛନ୍ତି। ରସିଦ ମାଗିଲେ, ନାଲି ଆଖି ଦେଖାଇବା ସହ ଗାଳିଗୁଲଜ ଓ ଦୁର୍ବ୍ୟବହାର କରୁଥିବା ନେଇ…

ଲୁହାରଡ୍‌ ବୋଝେଇ ଚଳନ୍ତା ମିନିଟ୍ରକ୍‌ରେ ଲାଗିଲା ନିଆଁ

କେନ୍ଦୁଝର,୧୨ା୬(ସ୍ବ.ପ୍ର.): ଚମ୍ପୁଆ ନିକଟରେ ଏକ ଲୁହାରଡ୍‌ ବୋଝେଇ ଏକ ମିନି ଟ୍ରକ ସୋମବାର ସକାଳୁ କେନ୍ଦୁଝର ଆଡ଼କୁ ଆସୁଥିବା ବେଳେ ୫୨୦ ଜାତୀୟ ରାଜପଥ ରେ ହଠାତ୍‌ ନିଆଁ ଲାଗିଯିବାରୁ ଜଳି ଯାଇଥିଲା। ଚାଳକ ଅଳ୍ପକେ ବର୍ତ୍ତି ଯାଇଥିଲେ ହେଁ ଗାଡ଼ିତ୍‌ଟି…

ଅଷ୍ଟମଙ୍ଗଳାରେ ବାପଘରକୁ ବୁଲିବାକୁ ଆସି ଆତ୍ମହତ୍ୟା କଲେ ନବବିବାହିତା

ଝାରବନ୍ଧ,୧୨ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା କୁଲୁପାଲି ପଞ୍ଚାୟତ ଅଧିନସ୍ଥ ବେହେରା ଡୁବୁରୀ ଗ୍ରାମରେ ଜଣେ ନବବିବାହିତା ଆତ୍ମହତ୍ୟା କରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତକା ଜଣକ ହେଲେ ଉକ୍ତ ଗ୍ରାମର ଶାନ୍ତିଲାଲ ପ୍ରଧାନଙ୍କ ଏକମାତ୍ର ଝିଅ ଅଞ୍ଜଳି( ୨୫)…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

କଟକସଦର,୧୨ା୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ସକାଳୁ କଟକ ଏବଂ ଭୁବନେଶ୍ୱରର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା…

ଗାଁ ଦାଣ୍ଡରେ ଗଡୁନି ଶଗଡ଼, କ୍ଷେତକୁ ଯାଉନି ହଳ

ପଟ୍ଟାମୁଣ୍ଡାଇ, ୧୨ା୬(ସ୍ବ.ପ୍ର.): ବର୍ତ୍ତମାନ ବିଜ୍ଞାନ ଯୁଗରେ ବାସ କରୁଛି ମଣିଷ। ପୁରଠୁ ପଲ୍ଲୀ ସବୁଠି ଆଧୁନିକତାର ଛାପ। ଦିନ ଥିଲା ଶଗଡ଼ ଗାଡ଼ି ଯାତ୍ରୀ ପରିବହନଠାରୁ ଆରମ୍ଭ କରି ମାଲ ପରିବହନ ପାଇଁ ଏକମାତ୍ର ମାଧ୍ୟମ ଥିଲା। ଅଧିକାଂଶ ଘରେ ବଳଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?