କୋରାପୁଟରେ ମୃଦୁ ଭୂକମ୍ପ
କୋରାପୁଟ,୩ା୩(ସ୍ବ.ପ୍ର.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ମୃଦୁ ଭୂକମ୍ପ ହୋଇଥିବା ଜଣାଯାଇଛି। ଆଜି ଭୋର୍ ୫ଟା ୫ରେ ଏହି ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୮ ଥିଲା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ସୂଚନା ଦେଇଛନ୍ତି।…
ଉତ୍ତର ଘୁମୁସର ବନଖଣ୍ଡ ଜଳୁଛି
ଭଞ୍ଜନଗର,୩ା୩(ଡି.ଏନ୍.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଦୁର୍ଗାପ୍ରସାଦ ଏବଂ ମୁଜାଗଡ ସେକ୍ସନର ଏକାଧିକ ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଦୁର୍ଗାପ୍ରସାଦ ଅଞ୍ଚଳ ଜଙ୍ଗଲରେ ମଧ୍ୟ ନିଆଁ ଲାଗିଛି। ସମ୍ପୃକ୍ତ ସେକ୍ସନର କିଛି କର୍ମଚାରୀ ଲୋକଙ୍କ ସହ…
ଦେବକୁଣ୍ଡ, ଭୀମକୁଣ୍ଡର ବିକାଶ ଲାଗି ସମୀକ୍ଷା
ବାରିପଦା ଅଫିସ/ଉଦଳା/ଠାକୁରମୁଣ୍ଡା/ରାଇରଙ୍ଗପୁର,୩ା୩(ଡି.ଏନ.ଏ.): ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଗୁରୁବାର ହେଲିକେପ୍ଟର ଯୋଗେ ଉଦଳା ଉପଖଣ୍ଡ ଦେବକୁଣ୍ଡରେ ପହଞ୍ଚତ୍ ମା’ ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର…
ପୁଣି ଦେଶକୁ ଗର୍ବିତ କଲେ ଦୀପିକା
ମୁମ୍ବାଇ: ବଲିଉଡ ନାୟିକା ଦୀପିକା ପାଦୁକୋନ ଗୋଟିଏ ପରେ ଗୋଟିଏ ହିଟ୍ ମୁଭି ଦେଇ ଦର୍ଶକଙ୍କ ମନ କିଣିଥିବା ବେଳେ ଅନ୍ତରାଷ୍ଟ୍ରୀୟ ମଞ୍ଚରେ ବି ଦେଶକୁ ପ୍ରାଉଡ ଫିଲ କରାଉଛନ୍ତି । ପୁଣିଥରେ ଅଭିନେତ୍ରୀ ଦେଶକୁ ଗର୍ବ କରିବାର ମୌକା ଦେଇଛନ୍ତି…
ବଡ଼ ସଡ଼କ ଦୁର୍ଘଟଣା: ୮, ମୃତ ୭୦ ଆହତ
ଅମ୍ବାଲା,୩।୩: ଅମ୍ବାଲାର ଜାତୀୟ ରାଜପଥ ୩୪୪ ଚଣ୍ଡିଗଡ଼ ଯମୁନାନଗରରେ ଅବସ୍ଥିତ କକଡ ମଜ୍ରା ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ଭୋର ପ୍ରାୟ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ,…
ହନୁମାନ ହାଟିଂ, ଡିବିସିଂ ଛକରୁ ଉଚ୍ଛେଦ
ଯୋଡ଼ା,୩ା୩(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଦେଇ ଯାଇଥିବା ବିଜୁ ପଟ୍ଟନାୟକ ଏକ୍ସପ୍ରେସ ୱେ-୨ ନଂରେ ବହୁ ପ୍ରତିକ୍ଷୀତ ଫ୍ଲାଏଓଭର ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ଗୁରୁବାର ଯୋଡ଼ା ବଜାର…
ଛତୁଆ ପ୍ୟାକେଟ୍ରୁ ୮ଶହ ଗ୍ରାମ୍ ଗାଏବ
ବାଲେଶ୍ୱର ଅଫିସ,୩।୩: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଅଧୀନ ବିଭିନ୍ନ ଆଦିବାସୀ ହରିଜନ ଗ୍ରାମରେ ଶିଶୁ, ପ୍ରସୂତି, ଗର୍ଭବତୀଙ୍କ ସ୍ବାସ୍ଥ୍ୟ ନିମନ୍ତେ ଆଇସିଡିଏସ୍(ସମନ୍ବିତ ଶିଶୁ ବିକାଶ ଯୋଜନା) ମାଧ୍ୟମରେ ଯୋଗାଇ ଦିଆଯାଉଥିବା ଛତୁଆ, ଲଡୁ, ହାଲୱା ପ୍ୟାକେଟ୍ଗୁଡ଼ିକୁ…
ବର୍ଷକୁ ପାଣିରେ ପଡ଼ୁଛି ଅଧକୋଟି
ଭଦ୍ରକ ଅଫିସ,୩ା୩: ପ୍ରତିବର୍ଷ ଧାନକିଣାରେ ଲକ୍ଷାଧିକ ଟଙ୍କା ପାଣିରେ ପଡ଼ୁଛି। ଗୋଦାମ ଥାଇ ମଧ୍ୟ ପାଲ କିଣାରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଧାନ ସଂଗ୍ରହ ଆରମ୍ଭ ହେବା ମାତ୍ରେ ଆର୍ଏମ୍ସି (ନିୟନ୍ତ୍ରିତ ବଜାର କମିଟି) ପକ୍ଷରୁ ଆବଶ୍ୟକତା ଅନୁଯାୟୀ…
ପ୍ରଶଂସକଙ୍କୁ ଖୁସି ଖବର ଦେଲେ ଅଲୁ ଅର୍ଜୁନ
ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନ ତାଙ୍କ ଜନ୍ମଦିନ ପୂର୍ବରୁ ମଧ୍ୟ ପ୍ରଶଂସକଙ୍କୁ ଖୁସି ଖବର ପ୍ରଶଂସକମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଖୁବ୍ଶୀଘ୍ର ସେ ବଲିଉଡ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ନିର୍ମାତା ଭୂଷଣ କୁମାର ଏବଂ ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ବାଙ୍ଗାଙ୍କ…
କେମ୍ବ୍ରିଜରେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ/ଲଣ୍ଡନ,୩ ।୩: କଂଗ୍ରେସ ନେତା ତଥା ୱାୟନାଡ ଏମପି ରାହୁଲ ଗାନ୍ଧୀ ଏବେ ଲଣ୍ଡନ ଗସ୍ତରେ ଅଛନ୍ତି । ସେଠାରେ ସେ କେମ୍ବ୍ରିଜ ବିଶ୍ୱିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ଭାରତର ମୋଦି ସରକାରଙ୍କ ଉପରେ…
ଆଜି ସ୍ବର୍ଗଦ୍ୱାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର
ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କର ଶୁକ୍ରବାର ପୁରୀ ସ୍ବର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯିବ। ଗୁରୁବାର ରାତିରେ ପିଣ୍ଟୁଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲା। ତାଙ୍କ ଶେଷ ଦର୍ଶନ କରିବା ପାଇଁ କଳାକାର, ପ୍ରଶଂସକ ଏବଂ ସମର୍ଥକମାନେ ବିମାନବନ୍ଦରରେ ପହଞ୍ଚିଥିଲେ।…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୪ ଭକ୍ତଙ୍କ ଜୀବନ
ପାନିପତ,୩।୩: ହରିୟାଣାର ପାନିପତରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ସକାଳେ ଜିଟି ରୋଡରେ ଥିବା ଛତିପୁର ଗ୍ରାମ ନିକଟରେ ଭକ୍ତଙ୍କ ଭରପୂର ଟ୍ରାକ୍ଟର ଟ୍ରଲିକୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଧକ୍କା ହେବା ପରେ ଟ୍ରଲି ଓଲଟି ପଡିଥିଲା।…
Archives


