Home Left

ଗୁକେଶ ପ୍ଲେୟର ଅଫ୍‌ ଦି ଇୟର

ଆବୁଧାବି, ୩ା୩ (ପି.ଟି.):ଭାରତୀୟ ଗ୍ରାଣ୍ଡମାଷ୍ଟର ଡି. ଗୁକେଶ ଏସିଆନ ଚେସ୍‌ ଫେଡେରେଶନ (ଏସିଏଫ୍‌) ଦ୍ୱାରା ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଗତବର୍ଷ ମହାବଳିପୁରମରେ ଅନୁଷ୍ଠିତ ୪୪ତମ ଚେସ୍‌ ଅଲିମ୍ପିଆଡ୍‌ରେ ରେକର୍ଡ ବ୍ରେକିଙ୍ଗ ୯/୧୧ ସ୍କୋର ସହ ସ୍ବର୍ଣ୍ଣ…

ଲିଓନେଲ ମେସିଙ୍କୁ ବନ୍ଧୁକଧାରୀଙ୍କ ଧମକ

ବୁଏନ୍ସ ଏରିସ୍‌,୩ା୩: ଆର୍ଜେଣ୍ଟିନା ଫୁଟବଲ ଅଧିନାୟକ ଲିଓନେଲ ମେସିଙ୍କୁ ବନ୍ଧୁକଧାରୀ ଦୁର୍ବୃତ୍ତ ଧମକ ଦେଇଛନ୍ତି। ମେସିଙ୍କ ଶ୍ୱଶୁରଘର ମାଲିକାନାରେ ଥିବା ରୋସାରିଓର ଏକ ସୁପରମାର୍କେଟରେ ଏହି ଘଟଣା ଘଟିଛି। ଦୁଇ ବ୍ୟକ୍ତି ଏକ ମୋଟରସାଇକେଲରେ ଆସି ୧୨ ରାଉଣ୍ଡ ଫାଙ୍କା ଗୁଳି…

ଓଡ଼ଗାଁ ଶିଳ୍ପୀଙ୍କ ଦିଲ୍ଲୀରେ ଚାହିଦା 

ନୟାଗଡ଼ ଅଫିସ/ଓଡ଼ଗଁା,୩।୩(ସ୍ବ.ପ୍ର.): ଶ୍ରୀଜଗନ୍ନାଥ ମନ୍ଦିର ସଂସ୍କୃତିକୁ ଦେଶ ବିଦେଶରେ ପ୍ରଚାର ଓ ପ୍ରସାର କରିବା ସମେତ ମନ୍ଦିର ନିର୍ମାଣ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ମନ୍ଦିର ଶିଳ୍ପୀଙ୍କ ଚାହିଦା ବଢ଼ୁଛି । ଓଡ଼ଗାଁ ମନ୍ଦିର ଶିଳ୍ପୀଙ୍କ ହାତରେ ଦିଲ୍ଲୀରେ ୨୦…

‘ଅଧିଗ୍ରହଣ ବ୍ୟବସାୟର ଅଭିବୃଦ୍ଧି ଘଟାଇବ’

ନୂଆଦିଲ୍ଲୀ,୩।୩:ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ସିଟି ବ୍ୟାଙ୍କ ଇଣ୍ଡିଆର କଞ୍ଜ୍ୟୁମର ବ୍ୟବସାୟର ଅଧିଗ୍ରହଣ ପ୍ରକ୍ରିୟା ସମାପନ କରାଯାଇଛି। ବିଶେଷକରି ସିସିଆଇ ଅନୁମୋଦନ ମିଳିବାର ୭ ମାସ ମଧ୍ୟରେ ଉକ୍ତ ବୁଝାମଣାକୁ କାର୍ଯ୍ୟକାରୀ କରି ଆକ୍ସିସ୍‌ ବ୍ୟାଙ୍କ ତା’ର କାର୍ଯ୍ୟକାରିତା ଦୃଢ଼ତାକୁ ପ୍ରଦର୍ଶନ କରିଛି।…

ଆମ ସୀମାରେ ପ୍ରବେଶ କରିଛନ୍ତି ୟୁକ୍ରେନ୍ ଆକ୍ରମଣକାରୀ ନାଗରିକଙ୍କ ଉପରେ କରିଛନ୍ତି ଗୁଳି ବର୍ଷଣ, ଯୁଦ୍ଧ ମଧ୍ୟରେ ପୁଟିନଙ୍କ ଦାବି

ମସ୍କୋ,୩ ।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ୟୁକ୍ରେନ ଉପରେ ଏକ ବଡ ଅଭିଯୋଗ ଆଣିଛନ୍ତି । ପୁଟିନ ଦାବି କରିଛନ୍ତି, କି ୟୁକ୍ରେନର ଏକ ବଡ ଗ୍ରୁପ ଗୁରୁବାର ରୁଷିଆ ସୀମାରେ ପ୍ରବେଶ କରିଛନ୍ତି ଓ ଆତଙ୍କବାଦୀ ଭଳି ସାଧାରଣ…

ଗେଲ୍‌ (ଇଣ୍ଡିଆ) ସହ ଟିଏସ୍‌ଏମ୍‌ଏଲ୍‌ର ବୁଝାମଣା ସ୍ବାକ୍ଷରିତ

ନୂଆଦିଲ୍ଲୀ,୩।୩:ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ଏବଂ ଗେଲ୍‌ (ଇଣ୍ଡିଆ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଟିଏସ୍‌ଏମ୍‌ଏଲ୍‌ ପରିଚାଳନା କ୍ଷେତ୍ରରେ କାର୍ବନ ଫୁଟ୍‌ପ୍ରିଣ୍ଟ ହ୍ରାସ କରିବାର ପ୍ରତିବଦ୍ଧତାକୁ ଦୋହରାଇ କଟକର ଆଠଗଡ଼ ସ୍ଥିତ ଫେରୋ…

ନୁଭୋକୋର ନୂଆ ମାର୍କେଟିଂ କ୍ୟାମ୍ପେନ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୩।୩:ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିଃର ନୂଆ ମାର୍କେଟିଂ କ୍ୟାମ୍ପେନ୍‌ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି କମ୍ପାନୀ ଉତ୍ତର ଭାରତ ବଜାର ଉପରେ ଏକ ସ୍ବତନ୍ତ୍ର ଧ୍ୟାନ କେନ୍ଦ୍ରିତ ସହ ଦେଶବ୍ୟାପୀ ଏହାର ନୂଆ ଇଣ୍ଟିଗ୍ରେଟେଡ୍‌ ମାର୍କେଟିଂ କ୍ୟାମ୍ପେନ୍‌ ଆରମ୍ଭ କରିଛି। ଉକ୍ତ…

ଖୁବ୍‌ଶୀଘ୍ର ସରିବ ‘ଡିଏନ୍‌ ଫେରିଟେଲ’

ଭୁବନେଶ୍ୱର,୩।୩:ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ ସଂସ୍ଥା ‘ଡିଏନ୍‌ ହୋମସ’ର ବହୁ ଚର୍ଚ୍ଚିତ ବାସଗୃହ ପ୍ରକଳ୍ପ ‘ଡିଏନ ଫେରିଟେଲ’ର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଡିଏନ୍‌ ହୋମସ ପକ୍ଷରୁ ଗୁରୁବାର ସ୍ଥାନୀୟ ପାତ୍ରପଡାଠାରେ ଏକ…

‘ହୋଣ୍ଡା ଅଲ୍‌ ନ୍ୟୁ ସିଟି’ର ବଜାର ପ୍ରବେଶ

ଭୁବନେଶ୍ୱର,୩।୩:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାରସ ଇଣ୍ଡିଆ ଲିମିଟେଡ (ଏଚସିଆଇଏଲ)ର ବହୁ ପ୍ରତିକ୍ଷୀତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ଅଲ ନ୍ୟୁ ସିଟି’ର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଏଚସିଆଇଏଲର ସ୍ବୀକୃତିପ୍ରାପ୍ତ…

ତିନି ଏସ୍ ପ୍ଲାନ କରି ଖେଳିଳେ ଖେଳ: ଜୟରାମ ରମେଶ

ନୂଆଦିଲ୍ଲୀ,୩ ।୩: ଦେଶର ୩ ପୂର୍ବୋତ୍ତର ରାଜ୍ୟରେ ଶେଷ ହୋଇଛି ବିଧାନସଭା ନିର୍ବାଚନ । ନାଗାଲାଣ୍ଡ ଓ ତ୍ରିପୁରାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବହୁମତ ମିଳିଛି । ଏପଟେ ମେଘାଳୟରେ ଭାଜପା ନ୍ୟାଶନାଲ ପିପୁଲ୍‌ସ ପାର୍ଟି(ଏନପିପି)କୁ ସମର୍ଥନ ଦେଇଛି । ସମସ୍ତ…

ଭୋ ଭାନ୍‌ ଥୋଙ୍ଗ ଭିଏଟ୍‌ନାମ ରାଷ୍ଟ୍ରପତି

ହାନୋଇ, ୩।୩:ଭୋ ଭାନ୍‌ ଥୋଙ୍ଗ୍‌ ଗୁରୁବାର ଭିଏଟ୍‌ନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଭିଏଟନାମ (ସିପିଭି)ର ପୋଲିଟବ୍ୟୁରୋ ସଦସ୍ୟ ଥୋଙ୍ଗ୍‌ଙ୍କୁ ରାଷ୍ଟ୍ରପତି ପଦ ପାଇଁ ୯୮.୩୮% ଭୋଟ ମିଳିଥିଲା। ରାଷ୍ଟ୍ରପତି ଏବଂ ସୋସିଆଲିଷ୍ଟ ରିପବ୍ଲିକ୍‌ ଅଫ୍‌ ଭିଏତନାମର…

ବଦଳିବ ୪ ଚିରସ୍ରୋତା ଝରଣାର ରୂପ

ନୟାଗଡ଼ ଅଫିସ,୩।୩: ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତର ଗୋଟିଏ ପାହାଡ଼ରେ ୪ ଚିରସ୍ରୋତା ଝରଣାକୁ ଦେଖିବାକୁ ଗୁରୁବାର ନୟାଗଡ଼ ବିଧାୟକ ଅରୁଣ ସାହୁ, ଜିଲାପାଳ ରବୀନ୍ଦ୍ର ନାଥ ସାହୁ, ଡିଏଫଓ କ୍ଷମା ଷଡ଼ଙ୍ଗୀ, ବିଡିଓ ସନ୍ତୋଷ କୁମାର ଜେନା, ଜିଲା ପର୍ଯ୍ୟଟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri