ମମତାଙ୍କ ବଡ ବୟାନ, ଟିଏମସି ଏକେଲା ଲଢିବ ଲୋକ ସଭା ନିର୍ବାଚନ
କୋଲକାତା,୩ ।୩: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ବିରୋଧି ଏକାଠି ହେଉଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ଅଧ୍ୟକ୍ଷ ଏହାକୁ ଏକ ବଡ ଝଟକା ଦେଇଛନ୍ତି । ଗୁରୁବାର ସେ କହିଛନ୍ତି ତ୍ରୁଣମୂଳ କଂଗ୍ରେସ(ଟିଏମସି) ୨୦୨୪ର ଲୋକ…
୩ ଆସନରେ କଂଗ୍ରେସ, ଗୋଟିଏରେ ଭାଜପା
ନୂଆଦିଲ୍ଲୀ, ୨ା୩: ମହାରାଷ୍ଟ୍ରର ୨ ବିଧାନସଭା ଆସନ ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ତାମିଲନାଡୁର ଗୋଟିଏ ଲେଖାଏ ଆସନରେ ହୋଇଥିବା ଉପନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। କଂଗ୍ରେସକୁ ୩ଟି ଆସନ ମିଳିଥିବା ବେଳେ ଗୋଟିଏରେ ଭାଜପା ଏବଂ ଅନ୍ୟ ଆସନରେ…
ପୂର୍ବତନ ସିଜେଆଇ ଏ.ଏମ୍. ଅହମଦୀଙ୍କ ପରଲୋକ
ନୂଆଦିଲ୍ଲୀ, ୨ା୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଅଜିଜ୍ ମୁଶାବର ଅହମଦୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଦକ୍ଷିଣ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା…
ବିବାହ ଉତ୍ସବକୁ ଆସିଥିଲେ: ବିଦ୍ୟୁତ୍ ତାର ଲାଗି ଚାଲିଗଲା ଜୀବନ
କୋକସରା,୨।୩(ଡି.ଏନ୍.ଏ.):କଳାହାଣ୍ଡି ଜିଲା କୋକସରା ଥାନା କାଶିବାହାଲ ପଞ୍ଚାୟତ ସାରଙ୍ଗପଡ଼ା ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଅଘଟଣ ଘଟିଛି। ବିବାହରେ ଲାଗିଥିବା ଟେଣ୍ଟର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାରଙ୍ଗପଡା ଗାଁର ଇନ୍ଦ୍ର…
କଟକରେ ପୋଲିସ-ଅପରାଧୀ ଗୁଳି ବିନିମୟ: ଶଙ୍କର ଆହତ, ବନ୍ଧୁକ-ଗୁଳି ଜବତ
କଟକ ଅଫିସ,୨ା୩: କଟକ ଜିଲା ବିଡ଼ାନାସୀ ଥାନା ଅଧୀନ ଭୁଆସୁଣି ପଡ଼ିଆରେ ଗୁରୁବାର ରାତି ପ୍ରାୟ ସାଢେ ୮ଟାରେ ପୋଲିସ-ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ରାଣୀହାଟ ଗୋପାଳସାହିର ଶଙ୍କର ଓରଫ ଦୀପକ ନାୟକ ଆହତ ହୋଇଛନ୍ତି। ଚିକିତ୍ସା ଲାଗି…
ସବୁଠୁ କମ୍ ବୟସର ପଲିଟିବ୍ୟୁରୋ
ହାନୋଇ,୨।୩: ଭୋ ଭାନ୍ ଥୋଙ୍ଗ୍ ଗୁରୁବାର ଭିଏତନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କମ୍ୟୁନିଷ୍ଟ ପାର୍ଟି ଅଫ୍ ଭିଏତନାମ (ସିପିଭି)ର ପୋଲିଟବ୍ୟୁରୋ ସଦସ୍ୟ ଥୋଙ୍ଗ୍ଙ୍କୁ ରାଷ୍ଟ୍ରପତି ପଦ ପାଇଁ ୯୮.୩୮% ଭୋଟ ମିଳିଥିଲା। ରାଷ୍ଟ୍ରପତି ଏବଂ ସୋସିଆଲିଷ୍ଟ ରିପବ୍ଲିକ୍ ଅଫ୍ ଭିଏତନାମର…
ଚାଇନା ଲିଙ୍କ ଲୋନ୍ ଆପ୍ର ଯାଞ୍ଚ ଆବଶ୍ୟକ
ବେଙ୍ଗାଲୁରୁ,୨।୩: ଚାଇନା ଲିଙ୍କ ଲୋନ୍ ଆପ୍ର ଯାଞ୍ଚ ହେବା ଜରୁରୀ ବୋଲି କେରଳ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ କହିଛନ୍ତି। କେରଳର ଲୋନ୍ ଆନ୍ କମ୍ପାନୀ ଇଣ୍ଡିଟ୍ରେଡ୍ ଫିନକୋର୍ପ ଏଲ୍ଟିଡି ଚାଇନା ଲିଙ୍କ ଅଭିଯୋଗ ହେବା ପରେ କମ୍ପାନୀ ବିରୋଧରେ…
ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଦାନ ଟଙ୍କା
ଟିଟିଲାଗଡ଼,୨ା୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ସମସ୍ତ ଦାନ ଟଙ୍କା ନେଇ ଯାଇଛନ୍ତି। ମନ୍ଦିର ସମ୍ମୁଖରେ ଶୋଇଥିବା ଜଣେ ବ୍ୟକ୍ତି ଏ ନେଇ ପ୍ରତିବାଦ କରିବାରୁ ଦୁର୍ବୃତ୍ତ ତାଙ୍କୁ ମାଡ ମାରି…
ବାବା ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଭାଇଙ୍କୁ ଗିରଫ ପରେ ମିଳିଲା ଜାମିନ
ଭୋପାଳ,୨।୩: ବାଗେଶ୍ୱର ଧାମର ରାମକଥା ବାଚକ ବାବା ଧିରେନ୍ଦ୍ର ଶାସ୍ତ୍ରୀଙ୍କ ସହ ଜଡ଼ିତ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ବାବା ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଭାଇ ଶାଳିିଗ୍ରାମଙ୍କୁ ପୋଲିସ ଗିରଫ କରିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ମଧ୍ୟପ୍ରଦେଶର ଛତ୍ରପୁରରୁ ପୋଲିସ…
ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତରେ ସାକ୍ଷାତ କଲେ ଆମେରିକା-ମସ୍କୋ ବର୍ହିବ୍ୟାପାର ମନ୍ତ୍ରୀ
ନୂଆଦିଲ୍ଲୀ,୨।୩: ରୁଷିଆ ଏବଂ ୟୁକ୍ରେନ୍ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ପ୍ରଥମ ଥର ମସ୍କୋର ବର୍ହିବ୍ୟାପାର ମନ୍ତ୍ରୀ ସର୍ଗୋଇ ଲାଭରଭ୍ ଏବଂ ଆମେରିକାର ବର୍ହିବ୍ୟାପାର ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ଙ୍କ ସାକ୍ଷାତକାର ହୋଇଛି। ବିଶେଷ କଥା ହେଉଛି ଏହି ବୈଠକ ଭାରତର…
ବିଦ୍ୟାଳୟରେ ମଳ ତ୍ୟାଗ କରି ପାଇପ୍ ଭାଙ୍ଗିଲେ ଦୁର୍ବୃତ୍ତ
ନିରାକାରପୁର,୨।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ବିଭାଗ ଅଧୀନ ଡିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେତେକ ଦୃର୍ବୃତ୍ତ ସ୍କୁଲରେ ପଶି ମଳ ତ୍ୟାଗ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ସ୍କୁଲ ବନ୍ଦ ଥିବା ବେଳେ…
ଗୁରୁତର ଲକ୍ଷ୍ମଣଙ୍କୁ ୩ କି.ମି. ଭାରରେ ବୋହି ଡାକ୍ତରଖାନା ନେଲେ ନାତି
ଦଶମନ୍ତପୁର,୨ା୩( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ ପଞ୍ଚାୟତର ଥିବା ସଲପଗୁଡ଼ା ଗ୍ରାମରେ ଜଣେ ଗୁରୁତର ରୋଗୀ ଭାରରେ ବୁହା ହୋଇ ଡାକ୍ତରଖାନା ଯିବା ପରି ଦୃଶ୍ୟ ଗୁରୁବାର ଦେଖିବାକୁ ମିଳିଛି। ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡିଥିବାରୁ…
Archives


