Home Left

ଥଇଥାନ ପୂର୍ବରୁ ଉଠାଦୋକାନୀଙ୍କୁ ଉଚ୍ଛେଦ: ଲୋକଙ୍କ ପେଟପାଟଣା ପ୍ରଭାବିତ

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ପକ୍ଷରୁ ଗତ କିଛିଦିନ ହେଲା ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଏଥିରେ ଅଧିକାଂଶ ଠେଲା ଦୋକାନୀ ଏବଂ ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହେଉଛନ୍ତି। ରାସ୍ତାପାର୍ଶ୍ୱ ପ୍ରଶସ୍ତୀକରଣ ଏବଂ ଡ୍ରେନ ନିର୍ମାଣ ପାଇଁ ଉଚ୍ଛେଦ…

ଧାନ ବିକ୍ରି ଆରମ୍ଭରୁ ଅଚଳାବସ୍ଥା ଆଶଙ୍କା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଚଳିତ ମାସ ପହିଲାରୁ ଜୋର୍‌ ଧରିଛି। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ହୋଇନାହିଁ। ପୂର୍ବରୁ ନଭେମ୍ବର ମାସ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲାରେ ଧାନ କିଣାବିକା ଆରମ୍ଭ…

ଭାରତୀୟ କମ୍ପାନୀ ଉପରେ ଆମେରିକା କଟକଣା

ନ୍ୟୁୟର୍କ/ଓ୍ବାଶିଂଟନ,୨୨ା୧୧: ଇରାନର ପେଟ୍ରୋଲିୟମ୍‌ ଏବଂ ପେଟ୍ରୋଲିୟମ୍‌ ଉତ୍ପାଦ ବିକ୍ରି ସହ ସମ୍ପୃକ୍ତ ଭାରତୀୟ ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ଉପରେ ଆମେରିକାର ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ କଟକଣା ଲଗାଇଛି। ଉକ୍ତ ବ୍ୟବସାୟରୁ ଉପାର୍ଜିତ ଅର୍ଥ ଇରାନ ସହ ଜଡ଼ିତ ଆଞ୍ଚଳିକ ଆତଙ୍କବାଦୀମାନଙ୍କ ପାଇଁ…

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀପଲ

ନୂଆପଡ଼ା,୨୧ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଓ ବୋଡେନ ବ୍ଲକର ବିଭିନ୍ନ ଗାଁରେ ୩୦ ଟିକିଆ ହାତୀପଲ ଆତଙ୍କ ଦେଖାଦେଇଛି। ଶୁକ୍ରବାର ହାତୀମାନେ କୋମନା ବ୍ଲକର ଦେଓଦର୍ହା ଗାଁରେ ଅନେକ ଲୋକଙ୍କ ଧାନଫସଲ ଖାଇବା ସହ ମାଡି ନଷ୍ଟ କରିଛନ୍ତି।…

କୋରାପୁଟରେ ହେବ ଜିଲା ସଂସ୍କୃତି ଭବନ

କୋରାପୁଟ,୨୧।୧୧(ଅମିତାଭ ବେହେରା): କୋରାପୁଟ ସହରର ଭବାନୀନଗରଠାରେ ୧୦ କୋଟି ୩୭ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଜିଲା ସଂସ୍କୃତି ଭବନ ଓ କାର୍ଯ୍ୟାଳୟ ନିର୍ମାଣ କରାଯିବ। ଏ ନେଇ ଶୁକ୍ରବାର ଭିତ୍ତି ୟପ୍ରସ୍ତର ସ୍ଥାପନ ହୋଇଛି। କୋରାପୁଟ ବିଧାୟକ ରଘୁରାମ ମାଛ…

ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ

ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ ଶୁକ୍ରବାର ଅପରାହ୍ନରେ ଅନ୍ୟ ଜଣେ ଛାତ୍ର ଲିଙ୍ଗରାଜ ମହାପାତ୍ରଙ୍କ ମୃତଦେହ ମିଳିଛି। ୩ ଦିନ…

ଭାରତ ବିପକ୍ଷ ସିରିଜ୍‌ ଲାଗି ଦକ୍ଷିଣ ଆଫ୍ରିକା ଦଳ ଘୋଷିତ

ଜୋହାନ୍ସବର୍ଗ,୨୧ା୧୧: ଆସନ୍ତା ୩୦ ତାରିଖରୁ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଶୁକ୍ରବାର ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରାଯାଇଛି। ଟେମ୍ବା ବଭୁମା ଦିନିକିଆ ଓ ଏଡେନ…

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ବଡ଼ଧରଣର ଇଡି ଚଢ଼ାଉ: କୋଇଲା ମାଫିଆ ଛାନିଆ

ରାଞ୍ଚି,୨୧ା୧୧: କୋଇଲା ମାଫିଆ ନେଟ୍‌ଓ୍ବର୍କ ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରିଛି। ଝାଡ଼ଖଣ୍ଡର ଧାନବାଦ ଜିଲାର ୧୮ଟି ସ୍ଥାନରେ ଶୁକ୍ରବାର ସକାଳେ ଇଡି ଟିମ୍‌ ବ୍ୟାପକ…

୨୭ରେ ଓମେନ୍ସ ପ୍ରିମିୟର ଲିଗ୍‌ ଅକ୍ସନ: ୨୭୭ ଖେଳାଳି ହେବେ ନିଲାମ

ନୂଆଦିଲ୍ଲୀ,୨୧ା୧୧: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀଠାରେ ଆଗାମୀ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଅନୁଷ୍ଠିତ ହେବ। ଆଗାମୀ ସଂସ୍କରଣ ଲାଗି ବିଭିନ୍ନ ଦଳରେ ମୋଟ ୭୩ ସ୍ଲଟ ଫାଙ୍କା ଥିବାବେଳେ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଦୀପ୍ତି ଶର୍ମାଙ୍କ ସମେତ ୨୭୭…

ଜଣାପଡିଲା କୁଆଡେ ଗଲା ହ୍ୟୁମାନଙ୍କ ସବୁ ଟଙ୍କା? ମିଳିଲା ବଡ଼ ପ୍ରମାଣ…

ଭୁବନେଶ୍ୱର,୨୧।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁ ପରେ ଏବେ ନୂଆ ନୂଆ ତଥ୍ୟ ପ୍ରମାଣ ସାମ୍ନାକୁ ଆସିବାରେ ଲାଗିଛି । ଓଡ଼ିଶାର ଚର୍ଚ୍ଚିତ ତଥା ସବୁଠାରୁ ଲୋକପ୍ରିୟ ଗାୟକ ହ୍ୟୁମାନ ସାଗର ଆଉ ଏ ଦୁନିଆରେ ନାହାନ୍ତି । ନଭେମ୍ବର ୧୭ ତାରିଖରେ…

ଧାନ ଅମଳ ପୂର୍ବରୁ ସକ୍ରିୟ ଦଲାଲ: ଗାଁରେ ମାରୁଛନ୍ତି ଚକର

ବେହେରା,୨୧ା୧୧(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳରେ ମଣ୍ଡି ଆରମ୍ଭ ପୂର୍ବରୁ ଛତିଶଗଡ଼କୁ ଧାନ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଅଞ୍ଚଳରେ ଧାନ ଅମଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଜମିରେ ପ୍ରାୟ ୫୦ ପ୍ରତିଶତ ଧାନ ପାଚି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri