Home Left

ଏହି ଫିଲ୍ମରେ ନଜର ଆସିବେ ରାଖୀ ସାୱନ୍ତ

ମୁମ୍ବାଇ: ବି-ଟାଉନର ଡ୍ରାମାକୁଇନ କୁହାଯାଉଥିବା ରାଖୀ ସାୱନ୍ତ ବ୍ୟକ୍ତିଗତ ଜୀବନର ସମସ୍ୟାକୁ ଏଡାଇ ଏବେ ନିଜ କ୍ୟାରିୟର ଉପରେ ଧ୍ୟାନ ଦେଉଛନ୍ତି। ପ୍ରଥମେ ସେ ତାଙ୍କ ଏକାଡେମୀ ଖୋଲିଥିଲେ ଏବଂ ବର୍ତ୍ତମାନ ତାଙ୍କ ଉପରେ ଏକ ଚଳଚ୍ଚିତ୍ର ନିର୍ମାଣ ହେବାକୁ ଯାଉଛି,…

ଆସନ୍ତା ୯ରେ ପଡ଼ିଥାନ୍ତା ହାତଗଣ୍ଠି, ଫେରିବା ବାଟରେ ଅପେକ୍ଷା କରିଥିଲା ଯମ

ଗଞ୍ଜାମ,୨ା୩(ଡି.ଏନ୍‌.ଏ.): ଆଉ ମାତ୍ର ଦିନ କେଇଟା ପରେ ପଡ଼ିଥାନ୍ତା ହାତଗଣ୍ଠି। ଆସନ୍ତା ୯ରେ ବିବାହ ପାଇଁ ନିମନ୍ତ୍ରଣ ବଣ୍ଟା ସରିଥିଲା। ବନ୍ଧୁ ବାନ୍ଧବଙ୍କୁ ଡକା ମଧ୍ୟ ସରିଛି। ବ୍ରହ୍ମପୁରରୁ ମାଉସୀ ଘରକୁ ନିମନ୍ତ୍ରଣ ଦେଇ ଲୁଗାପଟା କିଣାକିଣି କରି ଘରକୁ ଫେରିବା…

ଗ୍ୟାସ୍‌ ଦରବୃଦ୍ଧି ନେଇ ଏସ୍‌ୟୁସିଆଇ ପକ୍ଷରୁ ବିକ୍ଷୋଭ

ବାରିପଦା ଅଫିସ,୨ା୩: ଇନ୍ଧନ ଗ୍ୟାସ୍‌ ଦରବୃଦ୍ଧିକୁ ନେଇ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ପ୍ରଦର୍ଶନ କରିଥିଲେ। ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ। ଦାବି ପୂରଣ…

ଅବ୍ୟବସ୍ଥାରେ କୁସୁମଗାଡ଼ିଆ ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଗାଁ,୨।୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ କୁସୁମଗାଡ଼ିଆ ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ୩ ମାସ ହେଲା ଶିଶୁମାନଙ୍କୁ ଅଣ୍ଡା ମିଳୁନାହିଁ। ୮ବର୍ଷ ହେଲା ଉକ୍ତ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲେ ମଧ୍ୟ…

ପ୍ରହସନ ପାଲଟିଛି ମାଣ୍ଡିଆ ମଣ୍ଡି

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.)୨।୩: ସରକାର ମିଲଟ ମିଶନ ଯୋଜନାରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦେଉଛନ୍ତି । ମାଣ୍ଡିଆ ଚାଷକୁ ବୃଦ୍ଧି କରିବା ପାଇଁ ସରକାର ଉନ୍ନତ ମାନର ବିହନ ଯୋଗାଇ ଦେବା ସହ ପ୍ରୋତ୍ସାହନ ରାଶି ମଧ୍ୟ ପ୍ରଦାନ କରୁଛନ୍ତି। ଅମଳ ମାଣ୍ଡିଆକୁ…

ଠିକାସଂସ୍ଥା ନାମରେ ଫୌଜଦାରି ମାମଲା ରୁଜୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ତାଳଚେର ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥା କୁନାଳ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ହୋଇଛି। ଏହି ମର୍ମରେ ନ୍ୟାଶନାଲ…

ବନ୍ଦ ହେଲା ଖଣ୍ଡୋଲାଇଟ୍‌ ଖଣି

ଚଣ୍ଡିଖୋଲ,୨ା୩(ଡି.ଏନ୍‌.ଏ.): ଖ୍ରୀ.ପୂ. ୨ୟ ଶତାବ୍ଦୀର ପାରାଭାଡ଼ି ବୌଦ୍ଧସ୍ତୁପ ଅଞ୍ଚଳରେ ଓଡ଼ିଶା ମାଇନିଂ କର୍ପୋରେଶନ୍‌(ଓଏମ୍‌ସି) ଖଣ୍ଡୋଲାଇଟ୍‌ ଖଣି ଖନନ କରିବା ଦ୍ୱାରା ଐତିହାସିକ ପାରାଭାଡ଼ି ପାହାଡ଼ ନଷ୍ଟ ହୋଇଗଲା। ଏ ସମ୍ପର୍କରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ରେ ଖବର ପ୍ରକାଶ ପରେ ଭାରତୀୟ…

ଶିକ୍ଷାରେ ସୃଜନଶୀଳତାକୁ ଗୁରୁତ୍ୱ

ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଗରିବ ଓ୍ବାର୍କର୍ସ କଲୋନିରୁ ଆମେରିକା ପର୍ଯ୍ୟନ୍ତ ଯାତ୍ରା ବେଶ୍‌ ସ୍ମରଣୀୟ। ଦୁର୍ଗାପୁରରୁ ପାଠପଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଅନେକ ବହୁରାଷ୍ଟ୍ରୀୟ କମ୍ପାନୀରେ ଅଧିକାରୀ ଭାବେ କାର୍ଯ୍ୟକରି ସେ ଅନେକ ସଫଳତା ହାସଲ କରିଛନ୍ତି। ଏପରିକି କର୍ମମୟ…

ପୁରୁଣା ଭର୍ସନ କମ୍ପ୍ୟୁଟର କିଣିବାକୁ ଟେଣ୍ଡର

ଯାଜପୁର ଅଫିସ,୨ା୩: ଶିକ୍ଷାର ଗୁଣାମତ୍କ ମାନ ବୃଦ୍ଧି କରିବା ସହିତ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଓ ମାନସିକ ଶକ୍ତିର ବିକାଶ ନିମନ୍ତେ ସରକାର କମ୍ପ୍ୟୁଟର ମାଧ୍ୟମରେ ଶିକ୍ଷା ପଦ୍ଧତି ପ୍ରଣୟନ କରିଛନ୍ତି। ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଜପୁର ଜିଲାରେ ଓଡ଼ିଶା ମିନେରାଲ…

ସୌର ଶୀତଳ କକ୍ଷ ଘୋଷଣାରେ ସୀମିତ

ରସୁଲପୁର,୨ା୩(ଡି.ଏନ.ଏ.): ୨୦୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ପଞ୍ଚାୟତରେ, ଦୈନିକ ପରିବାହାଟ ନିକଟରେ ଓ ପରିବା ପରିବହନ କେନ୍ଦ୍ର ଆଦି ସ୍ଥାନରେ ସୌରଚାଳିତ ଶୀତଳ କକ୍ଷ ସ୍ଥାପନ ପାଇଁ ଘୋଷଣା କରାଯାଇଥିଲା। ହେଲେ ସରକାରଙ୍କ ଏତାଦୃଶ୍ୟ ନିଷ୍ପତ୍ତିକୁ…

ପଟ୍ଟାମୁଣ୍ଡାଇ ବ୍ଲକରେ ଜଳ କଷ୍ଟ

ପଟ୍ଟାମୁଣ୍ଡାଇ,୨ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ମାର୍ଗ ବାହାରି ପାରୁନି। କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳରେ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ କରାଯାଇ ଥିବା ପାନୀୟଜଳ ପ୍ରକଳ୍ପର ଓଭରହେଡ୍‌ ଟାଙ୍କି କାମରେ ଲାଗୁ…

ମୟୂରଭଞ୍ଜରେ ପହଞ୍ଚିଲେ ୫-ଟି ସଚିବ

ବାରିପଦା ଅଫିସ,୨ା୩: ଗୁରୁବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଜିଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା’ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri