Home Left

ମହାରାଷ୍ଟ୍ର ରାଜନୀତିରେ ପୁଣି ଅଶାନ୍ତି, ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ପୁଅ ଶ୍ରୀକାନ୍ତ ଶିନ୍ଦେ ଇସ୍ତଫା ଦେବା ନେଇ ଚର୍ଚ୍ଚା

ମୁମ୍ବାଇ,୧୦।୬: ମହାରାଷ୍ଟ୍ର ରାଜନୀତିରେ ଗତ କିଛି ଦିନ ହେବ ଉତ୍ତେଜନା ଦେଖାଦେଇଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଏବଂ ଭାଜପା ମଧ୍ୟରେ ମତଭେଦ ଦେଖାଦେଇଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ପୁଅ ତଥା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ତାଙ୍କ…

ଏହି ଦିନଠୁ ଆରମ୍ଭ ହେବ ‘ଆଦିପୁରୁଷ’ର ଆଡଭାନ୍ସ ବୁକିଂ, ୧୦ ହଜାର ଟିକେଟ୍‌ କିଣିଲେ ରଣବୀର, ଜାଣନ୍ତୁ କାରଣ…

ମୁମ୍ବାଇ: ଜୁନ ୧୬ରେ ଅଭିନେତ୍ରୀ କ୍ରିତି ସାନନ ଏବଂ ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ବଡ ପରଦାରେ ମୁକ୍ତିଲାଭ କରିବ। ତେବେ ଏହା ପୂର୍ବରୁ ମଧ୍ୟ ଏହାକୁ ନେଇ ବିବାଦ ଲାଗି ରହିଥିଲା। ଏହି ସମୟରେ ଖବର ଅଛି ଯେ ଫିଲ୍ମର…

ଟିମ୍‌ ଇଣ୍ଡିଆରେ ରିଷଭ ପନ୍ତଙ୍କ ଅନୁପସ୍ଥିତି ପରିଲକ୍ଷିତ ହେଉଛି: ଡବ୍ଲୁଟିସି ମ୍ୟାଚକୁ ନେଇ ଏଭଳି କହିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ମ୍ୟାଚ ଓଭାଲରେ ଚାଲିଛି। ଅଷ୍ଟ୍ରେଲିଆ ଟିମ୍‌ ୪୬୯ ରନ ସ୍କୋର କରିଥିବା ବେଳେ ଏହାର ଜବାବରେ ଟିମ୍‌ ଇଣ୍ଡିଆ ମାତ୍ର ୨୯୬ ରନ୍‌ରେ ସୀମିତ ରହିଥିଲା। ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ପ୍ରସଙ୍ଗ: ହାଇକୋର୍ଟରେ ପିଟିସନ ଦାଖଲ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଗ୍ରୀ ପ୍ରସଙ୍ଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି)ର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ଗୁଜରାଟ ହାଇକୋର୍ଟରେ ଏକ ରିଭ୍ୟୁ ପିଟିସନ ଦାଖଲ କରିଛନ୍ତି। ମାର୍ଚ୍ଚ ୩୧ରେ ଶୁଣାଣି ହୋଇଥିବା ଆଦେଶ ଉପରେ ଏଏପି…

ପଶ୍ଚିମବଙ୍ଗରେ କଂଗ୍ରେସ କର୍ମୀଙ୍କୁ ଗୁଳି କରି ହତ୍ୟା

କୋଲକାତା,୧୦।୬: ପଞ୍ଚାୟତ ନିର୍ବାଚନକୁ ନେଇ ପଶ୍ଚିମବଙ୍ଗରେ ହିଂସା ତୀବ୍ର ହୋଇଛି। କଂଗ୍ରେସ ଏମପି ଅଧିର ରଞ୍ଜନ ଚୌଧୁରୀ ପଶ୍ଚିମବଙ୍ଗର ରାଜ୍ୟପାଳଙ୍କୁ ଏକ ଚିଠି ଲେଖି ନିର୍ବାଚନ ପାଇଁ କେନ୍ଦ୍ରୀୟ ବାହିନୀ ନିୟୋଜିତ କରିବାକୁ ଦାବି କରିଛନ୍ତି। ଶୁକ୍ରବାର ପଶ୍ଚିମବଙ୍ଗର ମୁର୍ସିଦାବାଦରେ ଜଣେ…

ମହିଳାଙ୍କୁ ମାଗଣାରେ ମୋବାଇଲ ଦେବାକୁ ସରକାର ଆରମ୍ଭ କରିବେ ବିଶେଷ ସୁବିଧା

ଜୟପୁର,୧୦।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ରାଜ୍ୟର ମହିଳାମାନଙ୍କୁ ମାଗଣା ମୋବାଇଲ ଫୋନ ଉପହାର ଦେବାକୁ ଯାଉଛନ୍ତି। ବର୍ତ୍ତମାନ କଂଗ୍ରେସ ମଧ୍ୟ ଏଥିପାଇଁ ଏକ ନୂଆ ଯୋଜନା ପ୍ରସ୍ତୁତ କରୁଛି। ବାସ୍ତବରେ, ବର୍ତ୍ତମାନ ପର୍ଯ୍ୟନ୍ତ ଏକ ଯୋଜନା ଥିଲା ଯେ ମାଗଣା…

ମହିଳା ରେସ୍‌ଲରଙ୍କ ସହିତ ବ୍ରିଜ୍‌ଭୂଷଣଙ୍କ କାର୍ଯ୍ୟାଳୟରେ ପୋଲିସ

ନୂଆଦିଲ୍ଲୀ, ୧୦ା୬(ପି.ଟି.): ମହିଳା ରେସ୍‌ଲରଙ୍କ ପ୍ରତି ଯୌନଶୋଷଣ ମାମଲାରେ ଭାରତୀୟ ରେସଲିଂ ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ପୂର୍ବତନ ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି ଦିଲ୍ଲୀ ପୋଲିସ। ଜଣେ ମହିଳା ରେସ୍‌ଲରଙ୍କ ସହିତ ଦିଲ୍ଲୀ ପୋଲିସ ଘଟଣାସ୍ଥଳକୁ ଯାଇ ସିନ୍‌ ରିକ୍ରିଏଶନ୍‌…

ପିବି ଆଥ୍‌ଲେଟିକ କୋଚିଂ ସେଣ୍ଟର ଚାମ୍ପିୟନ

ଭୁବନେଶ୍ୱର,୧୦ା୬ (ସ୍ପୋଟର୍‌ସ ବ୍ୟୁରୋ) କଟକ ଜିଲା କ୍ରୀଡ଼ା ସଂସଦ ଆନୁକୂଲ୍ୟରେ ଦୁଇ ଦିନ ଧରି କଟକସ୍ଥିତ ସତ୍ୟବ୍ରତ ଷ୍ଟାଡିୟମରେ କଟକ ଜିଲା ବାର୍ଷିକ ଆଥ୍‌ଲେଟିକ ମିଟ୍‌ ଅନୁଷ୍ଠିତ ହୋଯାଇଛି। ଏଥିରେ କଟକ ଜିଲା କ୍ରୀଡ଼ା ସଂସଦ ଦ୍ୱାରା ଅନୁବନ୍ଧିତ ସମସ୍ତ ସ୍କୁଲ,…

ଭାରତ-ଜାପାନ ସେମିଫାଇନାଲ ଆଜି

କାକାମିଗାହାରା (ଜାପାନ), ୧୦ା୬ (ପି.ଟି.): ଚଳିତ ଜୁନିୟର ମହିଳା ଏସିଆ କପ୍‌ ହକି ଚାମ୍ପିୟନଶିପ୍‌ର ସେମିଫାଇନାଲରେ ଭାରତ ଶନିବାର ଜାପାନକୁ ଭେଟିବ। ଟୁର୍ନାମେଣ୍ଟର ଗ୍ରୁପ୍‌ ପର୍ଯ୍ୟାୟରେ ଭାରତ ଅପରାଜେୟ ରହିଛି। ଦଳ ଉଜ୍‌ବେକିସ୍ତାନ, ମାଲେସିଆ ଓ ଚାଇନିଜ ତାଇପେକୁ ପରାସ୍ତ କରିଥିବା…

ଡ୍ରଗ୍ସ ମାଫିଆ ସୋମନାଥଙ୍କ ମୃତ୍ୟୁ

ଖୋର୍ଦ୍ଧାଅଫିସ,୧୦।୬ : ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳଙ୍କର ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ପରିବାର ପରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ଘଟଣାରେ ଅନ୍ୟ ଜଣେ କୁଖ୍ୟାତ ଡ୍ରଗ୍ସ ମାଫିଆଙ୍କ ସଂପୃକ୍ତି ନେଇ ସୋମନାଥଙ୍କ ପରିବାର…

ଇଟାଲୀ, ଉରୁଗୁଏ ଫାଇନାଲରେ

ଲା ପ୍ଲାଟା(ଆର୍ଜେଣ୍ଟିନା),୧୦ା୬(ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି ଇଟାଲୀ ଓ ଉରୁଗୁଏ। ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଇଟାଲୀ ୨-୧ ଗୋଲରେ ଦକ୍ଷିଣ କୋରିଆକୁ ଏବଂ ଉରୁଗୁଏ ୧-୦ ଗୋଲରେ ଇସ୍ରାଏଲକୁ ପରାସ୍ତ…

କିଟ୍‌ ବିଶ୍ୱବିଦ୍ୟାଳୟରେ ଚେସ୍‌ ଟ୍ରେନର୍ସ ସେମିନାର

ଭୁବନେଶ୍ୱର,୧୦ା୬,(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟସ୍ଥିତ ବିଶ୍ୱନାଥନ ଆନନ୍ଦ ଇଣ୍ଟରନ୍ୟାଶନାଲ ଚେସ୍‌ ହଲ୍‌ଠାରେ ପ୍ରଥମ ଥର ଏକ ଚେସ୍‌ ଟ୍ରେନର ସେମିନାର ଅନୁଷ୍ଠିତ ହୋଇଯାଇଛି। ଫିଡେ ଚେସ୍‌ର ଏଜୁକେଶନ କମିଶନ ଚେୟାରମ୍ୟାନ ଜେରି ଡଗ୍‌ଲାସ ନାଶ୍‌ଙ୍କ ଦ୍ୱାରା ଏହା ପରିଚାଳିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?