Home Left

କାର୍ତ୍ତିକ ଆର୍ଯ୍ୟନ ଶେୟାର କଲେ ‘ଭୁଲ ଭୁଲେୟା ୩’ର ଟିଜର

ମୁମ୍ବାଇ: ହିନ୍ଦୀ ସିନେମାର ସୁପରଷ୍ଟାର କାର୍ତ୍ତିକ ଆର୍ଯ୍ୟନ ପୁଣିଥରେ ରୁହ ବାବା କ୍ୟାରେକ୍ଟରରେ ଫ୍ୟାନ୍ସଙ୍କ ଦିଲ ଜିତିବାକୁ ଆସୁଛନ୍ତି । ‘ଭୁଲ ଭୁଲେୟା ୨’ର ସଫଳତା ପରେ ଏବେ ମେକର୍ସ ‘ଭୁଲ ଭୁଲେୟା ୩’ନେଇ ଆସୁଛନ୍ତି । ଏହାର ଘୋଷଣା କାର୍ତ୍ତିକ…

ଜାଫରଙ୍କ ଘର ଭାଙ୍ଗିଲା ବୁଲ୍‌ଡୋଜର

ଲକ୍ଷ୍ନୌ, ୨।୩: ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଅଭିଯୁକ୍ତ ଜାଫର ଅହମଦଙ୍କ ଘର ବୁଧବାର ନଗର ନିଗମ ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗିଦିଆଯାଇଛି। ଜାଫରଙ୍କ ଘରୁ ବନ୍ଧୁକ ସାଙ୍ଗକୁ ବହୁ ମାରଣାସ୍ତ୍ର ପୋଲିସ ଜବତ କରିଛି। ଜେଲରେ…

୨ ଟ୍ରେନ୍‌ ଧକ୍କା: ୪୦ ମୃତ

ଲାରିସା,୨ା୩: ଗ୍ରୀସ୍‌ର ଲାରିସା ସହର ନିକଟରେ ମଙ୍ଗଳବାର ମଧ୍ୟରାତ୍ରିରେ ଦୁଇଟି ଟ୍ରେନ୍‌ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୫ ଆହତ ହୋଇଛନ୍ତି। ଫଳରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏହାକୁ ଦେଶର ସବୁଠୁ…

କେମ୍ବ୍ରିଜ୍‌ରେ ରାହୁଲଙ୍କ ନୂଆ ଲୁକ୍‌

ଲଣ୍ଡନ, ୨।୩:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆ ଲୁକ୍‌କୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ୫୨ ବର୍ଷୀୟ ରାଜନେତାଙ୍କ ନୂଆ ଲୁକ୍‌ର ଫଟୋ ସୋସିଆଲ ମିଡିଆରେ ବହୁଳ ପ୍ରସାର ହେବାରେ ଲାଗିଛି। ୭ ଦିନିଆ ଲଣ୍ଡନ ଗସ୍ତରେ ଥିବା ରାହୁଲ…

‘ଆରଆରଆର’ର ‘ନାଟୁ ନାଟୁ’ ଗୀତରେ ଝୁମିମ ସାରା ବିଶ୍ୱ, ଓସ୍କାର ସେରିମନିରେ ହେବ ଲାଇଭ ପରଫରମାନ୍ସ

ମୁମ୍ବାଇ,୨ ।୩: ରାମ ଚରଣ ଓ ଜୁନିୟର ଏନଟିଆରଙ୍କ ମୁଭି ‘ଆରଆରଆର’ର ସାରା ବିଶ୍ୱରେ ପ୍ରଶଂସା କରାଯାଉଛି । କେବଳ ଏହି ଫିଲ୍ମ ନୁହେଁ ବରଂ ଏହାର ‘ନାଟୁ ନାଟୁ’ ଗୀତର ନିଶା ଲୋକଙ୍କ ମୁଣ୍ଡରେ ଚଢିଯାଇଛି । ନାଟୁ ନାଟୁ…

କଏଦୀଙ୍କୁ ଅଶ୍ଳୀଳ ଫଟୋ ପଠାଉଥିଲେ ମହିଳା ପୋଲିସ, ପ୍ରତିବଦଳରେ ନେଇଛନ୍ତି ଏତିକି ଟଙ୍କା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲଣ୍ଡନ,୧ା୩: କଏଦୀମାନଙ୍କୁ କିପରି ଜେଲ୍‌ ଭିତରକୁ ମୋବାଇଲ ଯୋଗାଇ ଦିଆଯାଉଛି ଏବଂ ସେମାନେ ଭିତରେ ଥାଇ ଅପରାଧ ଦୁନିଆରେ ଆତଙ୍କ ସୃଷ୍ଟି କରୁଛନ୍ତି, ତାହା ବହୁବାର ଦେଖିଥିବେ ବା ଶୁଣିଥିବେ। ବ୍ରିଟେନରେ ଠିକ୍‌ ଏହିଭଳି ଏକ ଘଟଣା ଘଟିଛି। ଯାହା ସମସ୍ତଙ୍କୁ…

ଜାଫରଙ୍କ ଘର ଉପରେ ଚଢିଲା ବୁଲ୍‌ଡୋଜର

ଲକ୍ଷ୍ନୌ,୧।୩:ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଅଭିଯୁକ୍ତ ଜାଫର ଅହମଦଙ୍କ ଘର ବୁଧବାର ନଗରନିଗମ ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗିଦିଆଯାଇଛି। ଜାଫରଙ୍କ ଘରୁ ବନ୍ଧୁକ ସାଙ୍ଗକୁ ବହୁ ମରଣାସ୍ତ୍ର ପୋଲିସ ଜବତ କରିଛି। ଜେଲରେ ସଜା କାଟୁଥିବା ସମାଜବାଦୀ…

୨୯ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ଆକାଉଣ୍ଟ ବନ୍ଦ କଲା ହ୍ବାଟ୍‌ସଆପ୍‌

ନୂଆଦିଲ୍ଲୀ,୧।୩: ସୁରକ୍ଷା ଦୃଷ୍ଟିରୁ ହ୍ବାଟ୍‌ସଆପ୍‌ ପ୍ରାୟ ୨୯ ଲକ୍ଷ ୧୮ ହଜାର ଭାରତୀୟ ଆକାଉଣ୍ଟ ବନ୍ଦ କରିଦେଇଛି। ଭାରତ ସରକାର ଏବଂ ହ୍ବାଟସଆପ୍‌ର ନୀତି ଉଲ୍ଲଂଘନ ପାଇଁ କମ୍ପାନୀ ଏହି ନିଷ୍ପତି ନେଇଛି। ସାରା ବିଶ୍ୱରେ ୨ ବିଲିୟନରୁ ଅଧିକ ଲୋକ…

ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧।୩: ଉତ୍ତରପ୍ରଦେଶର ଦୀର୍ଘତମ ମୁଖ୍ୟମନ୍ତ୍ରୀ ଭାବରେ ଯୋଗୀ ଆଦିତ୍ୟନାଥ ରେକର୍ଡ କରିଛନ୍ତି। ଯୋଗୀ ହେଉଛନ୍ତି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ, ଯିଏ ଲଗାତାର ୫ ବର୍ଷ ଏବଂ ୩୪୭ ଦିନ ମୁଖ୍ୟମନ୍ତ୍ରୀ ପଦରେ ଅଛନ୍ତି। ଯୋଗୀଙ୍କ ପୂର୍ବରୁ କ୍ରମାଗତ ଭାବରେ ଡା ସାମପର୍ନାନନ୍ଦ…

ବିରୋଧୀ ଏକାଠି ଉପରେ ଦଳର ଆଭିମୁଖ୍ୟ ସ୍ପଷ୍ଟ କଲା କଂଗ୍ରେସ

ଚେନ୍ନାଇ,୧।୩: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ଜନ୍ମଦିନ ଅବସରରେ ବୁଧବାର ଚେନ୍ନାଇରେ ଡିଏମକେ ଏକ ବିଶାଳ ସମାବେଶ ଆୟୋଜନ କରିଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ସମେତ ବହୁ ବରିଷ୍ଠ ନେତା…

ଗୁଜରାଟରେ ଖୋଲାଯିବ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌

ନୂଆଦିଲ୍ଲୀ,୧।୩: ଗୁଜରାଟରେ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଖୋଲାଯିବାକୁ ଚିନ୍ତା କରୁଛନ୍ତି ଅଷ୍ଟ୍ରେଲିଆ ସରକାର। ଏନେଇ ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଜେସନ କ୍ଲାର ସୂଚନା ଦେଇଛନ୍ତି। କ୍ଲାର କହିଛନ୍ତି, ୱୋଲଙ୍ଗଙ୍ଗ ବିଶ୍ୱବିଦ୍ୟାଳୟ ଭାରତର ଗୁଜରାଟରେ ଏହାର ପ୍ରଥମ କ୍ୟାମ୍ପସ ଖୋଲିବାକୁ ଚିନ୍ତା କରୁଛି।…

ଶେଷ ହେଲା ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଶେଷ ହୋଇଛି ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ବୁଧବାର ଗୃହକୁ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଫେବୃୟାରୀ ୨୧ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri