Home Left

ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକା ୩୧୪/୮

ସେଞ୍ଚୁରିଅନ୍‌,୧।୩: ସେଞ୍ଚୁରିଅନର ସୁପରସ୍ପୋର୍ଟ ପାର୍କରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଓପନର ଏଡେନ ମାରକ୍ରମଙ୍କ ଶତକ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦକ୍ଷିଣ ଆଫ୍ରିକା ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ୮ ଉଇକେଟ ହରାଇ ୩୧୪…

ସ୍କାଲୋନିଙ୍କ କାର୍ଯ୍ୟକାଳ ବୃଦ୍ଧି

ବୁଏନ୍ସଏୟାର୍ସ,୧।୩(ଏପି): ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର କୋଚ୍‌ ବିଶ୍ୱକପ୍‌ ବିଜେତା ଲିଓନେଲ ସ୍କାଲୋନିଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ସେ ୨୦୨୬ ବିଶ୍ୱକପ୍‌ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ। ସୋମବାର ଚୁକ୍ତି ନବୀକରଣ କରାଯାଇଥିବା ଆର୍ଜେଣ୍ଟାଇନ୍‌ ଫୁଟ୍‌ବଲ ଆସୋସିଏଶନ (ଏଏଫ୍‌ଏ) ଓ ସ୍କାଲୋନି ସ୍ପଷ୍ଟ…

ଶିମିଳିପାଳକୁ ଫେରୁନାହାନ୍ତି ବନ୍ୟପ୍ରାଣୀ

ବାରିପଦା ଅଫିସ,୧।୩: ଅଧିକାରୀଙ୍କ ଅପାରଗତାରୁ ଅସୁରକ୍ଷିତ ହୋଇ ପଡ଼ିଛି ଶିମିଳିପାଳ ଅଭୟାରଣ୍ୟ। ଶତ୍ରୁ ସାଜିଛନ୍ତି ଶିକାରୀ ଓ ବନ କର୍ମଚାରୀ। ଜୀବନ ବଞ୍ଚାଇବାକୁ ଦିଗହରା ହୋଇ ପଡ଼ୁଛନ୍ତି ବନ୍ୟପ୍ରାଣୀ। କୋର୍‌ ଏରିଆ ଭଳି ସୁରକ୍ଷିତ ସ୍ଥାନରେ ବସବାସ କରୁଥିବା ମହାବଳ ବାଘ…

ମାଛ ବିକାଳିଙ୍କୁ ଧକ୍କା ଦେଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ଯାଜପୁର ଅଫିସ,୧।୩: ଯାଜପୁର ରୋଡ ଥାନା ଅନ୍ତର୍ଗତ ଗଣେଷବଜାର ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମାଛ ବିକାଳିଙ୍କ ଉପରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ମାଡିଯାଇଛି। ଫଳରେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଯାଜପୁର ଜିଲା ନେଳିବାରୀ…

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧।୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା ବାର୍ତ୍ତା ଯାଇଛି।…

ବଢ଼ିଲା ବାଘ-ମଣିଷ ସୁରକ୍ଷା ଚିନ୍ତା

କେନ୍ଦୁଝର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଛି। ୩/୪ ବର୍ଷ ବୟସର ଏହା ଏକ ଅଣ୍ଡିିରା ମହାବଳ ବୋଲି ବନ ବିଭାଗ ସୂଚନା ଦେଇଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି। ଲୋକଙ୍କ ସୁରକ୍ଷା ସହ…

ପାଓ୍ବାର ଗ୍ରୀଡ୍‌ ପକ୍ଷରୁ ସଚେତନତା ଅଭିଯାନ

ନୂଆଦିଲ୍ଲୀ,୧।୩: ଦେଶର ପ୍ରମୁଖ ସିପିଏସ୍‌ଇ ‘ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌’(ପିଜିସିଆଇଏଲ୍‌) ପକ୍ଷରୁ ଏକ ୩ ଦିନିଆ ସଚେତନତା କାର୍ଯ୍ୟକ୍ରମ ବୁଧବାରଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଛି। ଏପରିକି କେନ୍ଦ୍ର ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ ଅଧୀନରେ ଥିବା ମହାରତ୍ନା ସିପିଏସ୍‌ଇ…

ଅନୁଗୋଳରେ ଟିପିସିଓଡିଏଲ୍‌ର ନୂଆ ଏସ୍‌ଡିସି

ଭୁବନେଶ୍ୱର,୧।୩: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଆଉ ଏକ ‘ଦକ୍ଷତା ବିକାଶ କେନ୍ଦ୍ର’(ଏସ୍‌ଡିସି)ର ଶୁଭାରମ୍ଭ କରାଯାଇଛି। ଏପରିକି ଅନୁଗୋଳଠାରେ ଟିପିସିଓଡିଏଲ୍‌ର ନୂଆ ଏସ୍‌ଡିସି ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ତଥା ଅନୁଗୋଳର…

ଜୀବନ ଜିଇଁବାର ଦିଗ ବଦଳାଇଦେବ ୫ଜି

ନୂଆଦିଲ୍ଲୀ,୧।୩: ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଜେଟ ପରବର୍ତ୍ତୀ ଏକ ୱେବିନାର୍‌ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ରିଲାଏନ୍ସ ଜିଓ…

ଚନ୍ଦ୍ରଶେଖରପୁରରେ ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧।୩: ରାଜ୍ୟର ପ୍ରମୁଖ ମସଲା ଉଦ୍ୟୋଗ ତଥା ପୂର୍ବଭାରତର ଅନନ୍ୟ ଖାଦ୍ୟ ପ୍ରସ୍ତୁତକାରୀ ପ୍ରତିଷ୍ଠାନ ରୁଚି ଫୁଡ୍‌ଲାଇନ ଦ୍ୱାରା ପରିଚାଳିତ ଫ୍ରୋଜେନ୍‌ ଫୁଡ୍‌ସ ବ୍ରାଣ୍ଡ୍‌ ‘ଫ୍ରୋଜିଟ୍‌’ର ଏକ୍ସକ୍ଲୁସିଭ ଷ୍ଟୋର ସ୍ଥାନୀୟ ଚନ୍ଦ୍ରଶେଖରପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ରୁଚି ଫୁଡ୍‌ ଲାଇନର…

ଧରମ ଝିଅ ବାହାଦେବାକୁ ଯାଇ ଜୀବନ ଗଲା

ପାଟଣା,୧।୩: ଧରମ ଝିଅକୁ ବିବାହ ଦେବାକୁ ମଧ୍ୟପ୍ରଦେଶ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମ ଉପର…

‘ଯତ୍ନବାନ୍‌ ହେଲେ ଦୁର୍ଘଟଣା ରୋକିହେବ’

କଟକ ଅଫିସ,୧।୩: କଟକ ପ୍ରେସ୍‌ ଛକସ୍ଥିତ ସଂଗ୍ରାମୀ ଗ୍ୟାସ୍‌ ପକ୍ଷରୁ ଖାନ୍‌ନଗର ହାଇସ୍କୁଲଠାରେ ଏଲପିଜି ନିରାପତ୍ତା ସଚେତନତା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ତଥା ସ୍କାଉଟ୍ସ ଜିଲା ମୁଖ୍ୟ କମିଶନର କୃଷ୍ଣଚନ୍ଦ୍ର ନାୟକ ଏହାକୁ ଉଦ୍‌ଘାଟନ କରିଥିଲେ। ସାଲେପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri