୧୭୦ ଦିନ ପରେ ଦାଢି-ନିଶ ଟ୍ରିମ କଲେ ରାହୁଲ, ଲଣ୍ଡନରେ କୁଲ ଲୁକରେ ନଜର ଆସିଲେ
ନୂଆଦିଲ୍ଲୀ/ଲଣ୍ଡନ,୧ ।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆ ଲୁକ ସାମ୍ନାକୁ ଆସିଛି । ଏବେ ସେ ବ୍ରିଟେନ ଗସ୍ତରେ ଅଛନ୍ତି । ସେଠାରେ ସେ କେମ୍ବ୍ରିଜ ୟୁନିଭର୍ସିଟିରେ ଲେକ୍ଚର ଦେବେ । ଏହା ପୂର୍ବରୁ ତାଙ୍କ ନୂଆ ଲୁକର ଫଟୋ…
ବିପଦରେ ଆର୍ଦ୍ରଭୂମି ଭିତରକନିକାର ଫିଶିଂ କ୍ୟାଟ୍
କେନ୍ଦ୍ରାପଡ଼ା ଅଫିସ, ୧ା୩: ଓଡ଼ିଶାର ଚିଲିକା ଓ ଭିତରକନିକାରେ ଫିଶିଂ କ୍ୟାଟ୍ ଦେଖାଯାଇଥା’ନ୍ତି। ଚିଲିକାରେ ଏହି ବିରଳ ଓ ବିଲୁପ୍ତପ୍ରାୟ ଜୀବଙ୍କ ସଂଖ୍ୟା ଅଧିକ ଥିବା ବେଳେ ଦୁଇବର୍ଷିଆ ସଂରକ୍ଷଣ ସତ୍ତ୍ୱେ ଭିତରକନିକାରେ ଆଶାନୁରୂପ ସଂଖ୍ୟା ବଢ଼ୁନାହିଁ। ଏହି ପ୍ରାଣୀଙ୍କ ଶିକାର…
ସ୍ବାମୀଙ୍କ ସହମତିରେ ନଣନ୍ଦଙ୍କୁ ବିବାହ କରିଥିଲେ ଭାଉଜ
ପାଟନା,୧।୩: ବିହାର ସମସ୍ତିପୁର ଜିଲାର ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହମତି କ୍ରମେ ନଣନ୍ଦଙ୍କୁ ବିବାହ କରିଥିଲେ। ଉକ୍ତ ଯୁବତୀଙ୍କୁ ତାଙ୍କ ବଡ଼ ଭଉଣୀ ଅପହରଣ କରିନେଇଥିବା ଭାଉଜ ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ଏହି ମାମଲାର ତଦନ୍ତ ଦାୟିତ୍ୱ ଜଣେ…
ଏମିତି ଛିଡ଼ା ହୋଇଛି କିଂ କୋବ୍ରା ଦେଖିଲେ ଲାଗିବ ଭୟ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ କିଂ…
ବିଶୁଦ୍ଧ ପାନୀୟ ଜଳ ନାମରେ ଠକେଇ
ପଟ୍ଟାମୁଣ୍ଡାଇ ୧।୩(ସ୍ବ.ପ୍ର.): ଆଗକୁ ଖରାଦିନ ଆସୁଛି। ଯେଉଁଭଳି ଭାବେ ପାଣିପାଗରେ ଅସ୍ବାଭାବିକ ପରିବତ୍ତର୍ର୍ନ ଦେଖାଦେଉଛି, ଚଳିତବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ କରାଯାଉଛି। ଫେବୃୟାରୀରୁ ଅସହ୍ୟ ଗରମ ଯୋଗୁ ଲୋକେ ଯେତେ କାମ ଥିଲେ ବି ମଧ୍ୟାହ୍ନରୁ ବାହାରକୁ…
ମାସକର ଶିଶୁକୁ ଝୁଣି ମାରିଦେଲେ କୁକୁର
ଜୟପୁର, ୧।୩: ରାଜସ୍ଥାନର ସିରୋହି ଜିଲାର ଏକ ହସ୍ପିଟାଲରେ ମାସକର ଶିଶୁକୁ ବୁଲା କୁକୁର ଘୋଷାଡ଼ି ନେଇ ଝୁଣି ମାରିଦେଇଛନ୍ତି। ଶିଶୁଟି ହସ୍ପିଟାଲର ଟିବି ଓ୍ବାର୍ଡରେ ମାଆ ପାଖରେ ଶୋଇଥିଲା। ସୋମବାର ରାତିରେ ଏହି ଘଟଣା ଘଟିଛି। ଦୁଇଟି ବୁଲା କୁକୁର…
ଅଲିଭ୍ରିଡେ୍ଲଙ୍କ ଗଣଅଣ୍ଡାଦାନ ଅପେକ୍ଷାରେ ଗହୀରମଥା
ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍ରିଡ୍ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର ନୀଳ ଜଳରାଶିରେ ଏବେ ଲକ୍ଷାଧିକ ଅନ୍ତଃସତ୍ତ୍ୱା କଇଁଛ ପ୍ରକୃତିର ବିବର୍ତ୍ତମାନରେ ଗଣଅଣ୍ଡାଦାନ କରିବାକୁ କୂଳମୁହଁା…
ଆଣବିକ ଅସ୍ତ୍ର ନିର୍ମାଣ ପାଇଁ ପ୍ରସ୍ତୁତ ହେଲାଣି ଇରାନ: ମିଳିତ ଜାତିସଂଘ ଏଜେନ୍ସି
ଭିୟନା,୧ ।୩: ମିଳିତ ଜାତିସଂଘର ପରମାଣୁ ପ୍ରହରି ଅନ୍ତରାଷ୍ଟ୍ରୀୟ ପରମାଣୁ ଶକ୍ତି ଏଜେନ୍ସି ତା’ର ଏକ ସଦ୍ୟତମ ରିପୋର୍ଟରେ ଦାବି କରିଛି, ଇରାନ ତା’ର ପରମାଣୁ ସମୃଦ୍ଧ କାରଖାନାରେ ୮୩.୭ ପ୍ରତିଶତ ଶୁଦ୍ଧତାକୁ ସମୃଦ୍ଧ ୟୁରାନିୟମ କଣିକା ବିକଶିତ କରିଛି ଏବଂ…
ବେଆଇନ ଚିଙ୍ଗୁଡ଼ିଘେରି ଫସଲ ଉଜାଡୁଛି
ରାଜକନିକା, ୧ା୩(ଡି.ଏନ୍.ଏ.): ଗଁାଠାରୁ ସହର ଏବେ ଲାଭାନ୍ବିତ ଚାଷ କରିବାକୁ ଆଗ୍ରହ ପ୍ରକାଶ ପାଉଛି। ଚାଷୀମାନେ ଏବେ ଚିଙ୍ଗୁଡ଼ି ଚାଷକୁ ପ୍ରାଧ୍ୟାନ୍ୟ ଦେଉଛନ୍ତି। ହେଲେ ଚିଙ୍ଗୁଡ଼ି ଚାଷ ହେବା ଦ୍ୱାରା ଅନ୍ୟ ଚାଷ ପ୍ରଭାବିତ ହେବା ସହ ଉଜୁଡ଼ି ଯାଉଥିବା ଦେଖିବାକୁ…
ଯାଞ୍ଚରେ ୧୦୧ ନକଲି ମତ୍ସ୍ୟଜୀବୀ ଚିହ୍ନଟ
ମହାକାଳପଡ଼ା, ୧ା୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳର ୩୫ଟି ଗଁାରେ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ରହୁଛନ୍ତି। ସେମାନେ ନଦୀ, ସମୁଦ୍ରରେ ମାଛ ମାରି ଗୁଜୁରାଣ ମେଣ୍ଟାଇଥା’ନ୍ତି। ବହୁ କଷ୍ଟ କରି ନଦୀ, ସମୁଦ୍ରରେ ଜୀବନକୁ ବାଜି…
୬ମାସ ହେବ ଉନ୍ନୟନମୂଳକ କାର୍ଯ୍ୟ ଠପ୍
ରଘୁନାଥପୁର,୧ା୩(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ଯନ୍ତ୍ରୀ ଓ କର୍ମଚାରୀଙ୍କ ଅସହଯୋଗ ଯୋଗୁ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ଫଳରେ ଗତ ୬ମାସ ତଳୁ ଆରମ୍ଭ ହୋଇଥିବା ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ଅଗ୍ରଗତି ହୋଇପାରୁନାହିଁ। ଏହାବାଦ୍ ଦୀର୍ଘଦିନ ଧରି ଠିକାଦାରମାନେ କାର୍ଯ୍ୟ କରି…
ରକ୍ତ ନମୁନାରୁ ଚିହ୍ନଟ ହେବ କ୍ୟାନ୍ସର ସେଲ୍
ଓ୍ବାଶିଂଟନ୍, ୧।୩: କ୍ୟାନ୍ସର ଏବେ ପ୍ରତ୍ୟେକ ବୟସ ବର୍ଗଙ୍କଠାରେ ଦେଖିବାକୁ ମିଳୁଛି। ଦ୍ରୁତବେଗରେ ମନୁଷ୍ୟ ଶରୀରକୁ ଗ୍ରାସ କରୁଥିବା ଏହି ରୋଗ ଚିହ୍ନଟ ଏବେ ଆହୁରି ସହଜ ହୋଇଛି। ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜିର ବିଶେଷଜ୍ଞମାନେ ଏକ ନୂଆ ଡିଭାଇସ୍ ବା ଯନ୍ତ୍ର…
Archives


