Home Left

ଅଲିଭ୍‌ରିଡେ୍‌ଲଙ୍କ ଗଣଅଣ୍ଡାଦାନ ଅପେକ୍ଷାରେ ଗହୀରମଥା

ରାଜନଗର, ୧ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ୍‌ରିଡ୍‌ଲେ ଅନ୍ତଃସତ୍ତ୍ୱା କଇଁଛମାନଙ୍କ ଅଣ୍ଡାଦାନ ପର୍ବ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଛି। ଏଥିପାଇଁ ସାମୁଦ୍ରିକ ଅଭୟାରଣ୍ୟର ନୀଳ ଜଳରାଶିରେ ଏବେ ଲକ୍ଷାଧିକ ଅନ୍ତଃସତ୍ତ୍ୱା କଇଁଛ ପ୍ରକୃତିର ବିବର୍ତ୍ତମାନରେ ଗଣଅଣ୍ଡାଦାନ କରିବାକୁ କୂଳମୁହଁା…

ଆଣବିକ ଅସ୍ତ୍ର ନିର୍ମାଣ ପାଇଁ ପ୍ରସ୍ତୁତ ହେଲାଣି ଇରାନ: ମିଳିତ ଜାତିସଂଘ ଏଜେନ୍ସି

ଭିୟନା,୧ ।୩: ମିଳିତ ଜାତିସଂଘର ପରମାଣୁ ପ୍ରହରି ଅନ୍ତରାଷ୍ଟ୍ରୀୟ ପରମାଣୁ ଶକ୍ତି ଏଜେନ୍ସି ତା’ର ଏକ ସଦ୍ୟତମ ରିପୋର୍ଟରେ ଦାବି କରିଛି, ଇରାନ ତା’ର ପରମାଣୁ ସମୃଦ୍ଧ କାରଖାନାରେ ୮୩.୭ ପ୍ରତିଶତ ଶୁଦ୍ଧତାକୁ ସମୃଦ୍ଧ ୟୁରାନିୟମ କଣିକା ବିକଶିତ କରିଛି ଏବଂ…

ବେଆଇନ ଚିଙ୍ଗୁଡ଼ିଘେରି ଫସଲ ଉଜାଡୁଛି

ରାଜକନିକା, ୧ା୩(ଡି.ଏନ୍‌.ଏ.): ଗଁାଠାରୁ ସହର ଏବେ ଲାଭାନ୍ବିତ ଚାଷ କରିବାକୁ ଆଗ୍ରହ ପ୍ରକାଶ ପାଉଛି। ଚାଷୀମାନେ ଏବେ ଚିଙ୍ଗୁଡ଼ି ଚାଷକୁ ପ୍ରାଧ୍ୟାନ୍ୟ ଦେଉଛନ୍ତି। ହେଲେ ଚିଙ୍ଗୁଡ଼ି ଚାଷ ହେବା ଦ୍ୱାରା ଅନ୍ୟ ଚାଷ ପ୍ରଭାବିତ ହେବା ସହ ଉଜୁଡ଼ି ଯାଉଥିବା ଦେଖିବାକୁ…

ଯାଞ୍ଚରେ ୧୦୧ ନକଲି ମତ୍ସ୍ୟଜୀବୀ ଚିହ୍ନଟ

ମହାକାଳପଡ଼ା, ୧ା୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଅଧୀନ ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳର ୩୫ଟି ଗଁାରେ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ରହୁଛନ୍ତି। ସେମାନେ ନଦୀ, ସମୁଦ୍ରରେ ମାଛ ମାରି ଗୁଜୁରାଣ ମେଣ୍ଟାଇଥା’ନ୍ତି। ବହୁ କଷ୍ଟ କରି ନଦୀ, ସମୁଦ୍ରରେ ଜୀବନକୁ ବାଜି…

୬ମାସ ହେବ ଉନ୍ନୟନମୂଳକ କାର୍ଯ୍ୟ ଠପ୍‌

ରଘୁନାଥପୁର,୧ା୩(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ଯନ୍ତ୍ରୀ ଓ କର୍ମଚାରୀଙ୍କ ଅସହଯୋଗ ଯୋଗୁ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ଫଳରେ ଗତ ୬ମାସ ତଳୁ ଆରମ୍ଭ ହୋଇଥିବା ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ଅଗ୍ରଗତି ହୋଇପାରୁନାହିଁ। ଏହାବାଦ୍‌ ଦୀର୍ଘଦିନ ଧରି ଠିକାଦାରମାନେ କାର୍ଯ୍ୟ କରି…

ରକ୍ତ ନମୁନାରୁ ଚିହ୍ନଟ ହେବ କ୍ୟାନ୍‌ସର ସେଲ୍‌

ଓ୍ବାଶିଂଟନ୍‌, ୧।୩: କ୍ୟାନ୍‌ସର ଏବେ ପ୍ରତ୍ୟେକ ବୟସ ବର୍ଗଙ୍କଠାରେ ଦେଖିବାକୁ ମିଳୁଛି। ଦ୍ରୁତବେଗରେ ମନୁଷ୍ୟ ଶରୀରକୁ ଗ୍ରାସ କରୁଥିବା ଏହି ରୋଗ ଚିହ୍ନଟ ଏବେ ଆହୁରି ସହଜ ହୋଇଛି। ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜିର ବିଶେଷଜ୍ଞମାନେ ଏକ ନୂଆ ଡିଭାଇସ୍‌ ବା ଯନ୍ତ୍ର…

ଶହୀଦଙ୍କ ବାପାଙ୍କୁ ମାଡ଼ ମାରି ଗିରଫ କଲା ପୋଲିସ

ପାଟନା, ୧।୩: ୨୦୨୦ ଗଲଓ୍ବାନ ଶହୀଦ ଯବାନ ଜୟ କିଶୋରଙ୍କ ବାପାଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିନେଇଛି। ସରକାରୀ ଜାଗାରେ ଯବାନଙ୍କ ସ୍ମାରକୀ ହୋଇଥିବାବେଳେ ଯବାନଙ୍କ ବାପା ରାଜ କପୁର ସିଂ ଉକ୍ତ ଜାଗାକୁ ଜବରଦଖଲ କରି ରଖିଥିବା ଅଭିଯୋଗ…

ଦିଲ୍ଲୀ, ଲକ୍ଷ୍ନୌରୁ ଆସୁଛି ନକଲି ମେଡିସିନ

କଟକ ଅଫିସ,୧ା୩: ପୁରୀଘାଟ ଥାନା ଅଧୀନ ଟାଉନହଲ୍‌ ରୋଡ୍‌ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ନାମକ ଏକ ଗୋଦାମରେ ସୋମବାର ଡ୍ରଗ୍ସ କଣ୍ଟ୍ରୋଲ ଅଧିକାରୀମାନେ ଚଢ଼ାଉ କରି ପର୍ଯ୍ୟାପ୍ତ ପରିମାଣର ନକଲି ଓ-୨ ମେଡିସିନ ଜବତ କରିଥିଲେ। ଏହି କାରବାର ସହ ଜଡ଼ିତ ଡିଷ୍ଟ୍ରିବ୍ୟୁଟର…

ପାସ୍‌ପୋର୍ଟ ଚିରିଦେବାରୁ ଆମେରିକାରେ ଫସିଛନ୍ତି ୪୨ ଛାତ୍ରୀଛାତ୍ର

ଓ୍ବାଶିଂଟନ୍‌, ୧।୩: ହୋଟେଲ କର୍ତ୍ତୃପକ୍ଷ ଭୁଲବଶତଃ ଛାତ୍ରୀଛାତ୍ରଙ୍କ ପାସ୍‌ପୋର୍ଟ ଚିରିଦେବା ଯୋଗୁ ବ୍ରିଟେନର ୪୨ଜଣ ଆମେରିକାରେ ଫସି ରହିଛନ୍ତି। ବ୍ରିଟେନ୍‌ର ଓ୍ବାଲସାଲସ୍ଥିତ ବାର୍‌ବିକୋନ୍‌ ସ୍କୁଲର ୪୨ ଜଣ ଛାତ୍ରୀଛାତ୍ର ସ୍କି ଟ୍ରିପ୍‌ ପାଇଁ ନ୍ୟୁ ହାମ୍ପଶିରେ ଆସିଥିଲେ। ସେମାନେ ରହୁଥିବା ହୋଟେଲର…

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ, ୧ା୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା ବାର୍ତ୍ତା…

ତାତି ବଢ଼ିବ, ସୋନପୁରରେ ୩୭.୭ ଡିଗ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ)-ରାଜ୍ୟରେ ଗତ ୪ ମାସ ହେବ ବର୍ଷା ନାହିଁ। ଗତ କିଛିଦିନ ହେବ ସମୁଦ୍ରଆଡୁ ରାଜ୍ୟକୁ ପ୍ରବାହିତ ବାୟୁ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ତେବେ ଆସନ୍ତା ସପ୍ତାହରେ ରାଜ୍ୟରେ ପାରଦ ଉପରମୁହାଁ ହେବାର ସମ୍ଭାବନା ରହିଛି। ଏପରିକି ପାରଦ ୪୦…

ଉମେଶ ପାଲ୍‌ ହତ୍ୟା ପାଇଁ ଜେଲରୁ ହୋଇଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୧।୩: ୨୦୦୫ରେ ବିଏସ୍‌ପି ବିଧାୟକ ରାଜୁ ପାଲ୍‌ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ଥିବା ଉମେଶ ପାଲ୍‌ଙ୍କୁ ହତ୍ୟା କରିବା ପାଇଁ ଉତ୍ତରପ୍ରଦେଶର ବରେଲି ଜେଲରୁ ଯୋଜନା ପ୍ରସ୍ତୁତ ହୋଇଥିଲା। ମୁଖ୍ୟ ଷଡ଼ଯନ୍ତ୍ରକାରୀ ସଦାକତ୍‌ ଖାନ୍‌ଙ୍କ ହଷ୍ଟେଲରେ ଆକ୍ରମଣକାରୀମାନେ ଏକାଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri