Home Left

ତଦନ୍ତରେ ବଳ ଲଗାଇଥିଲେ ଭଲ ହୋଇଥାଆନ୍ତା: ଜୟନାରାୟଣ

ଭୁବନେଶ୍ବର, ୧ା୩(ବ୍ୟୁରୋ): ବିଧାନସଭାରେ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ବଜେଟ ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ପ୍ରଥମେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭାଗନେଇ କହିଥିଲେ, ନବ ଦାସ ହତ୍ୟାକାଣ୍ଡକୁ ମାସେ ପୂରିଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଏ ଷଡ଼ଯନ୍ତ୍ର…

ଏମ୍‌ପିରେ ବଢୁଛି ଶିଶୁ ଯୌନ ଉତ୍ପୀଡ଼ନକାରୀଙ୍କ ସଂଖ୍ୟା

ଭୋପାଳ,୧।୩: ଆମେରିକାର ନ୍ୟାଶନାଲ ସେଣ୍ଟର ଫର୍‌ ମିସିଙ୍ଗ୍‌ ଆଣ୍ଡ୍‌ ଏକ୍ସପ୍ଲୋଏଟେଡ୍‌ ଚିଲ୍‌ଡ୍ରେନ୍‌ (ଏନ୍‌ସିଏମ୍‌ଇସି) ଏଜେନ୍ସି ପକ୍ଷରୁ କରାଯାଇଥିବା ସର୍ଭେରେ ମଧ୍ୟପ୍ରଦେଶରୁ ୩୦,୦୦୦ ଶିଶୁ ଯୌନ ଉତ୍ପୀଡ଼ନକାରୀଙ୍କୁ ଚିହ୍ନଟ କରାଯାଇଛି। ଏମାନେ ଶିଶୁ ଯୌନ ଉତ୍ପୀଡ଼ନ ସାମଗ୍ରୀ (ସିଏସ୍‌ଏଏମ୍‌), ପର୍ନୋଗ୍ରାଫି ଏବଂ ଅନ୍‌ଲାଇନ୍‌…

୭ ବିଦ୍ୟାଳୟରେ ମୌଳିକ ସୁବିଧା ନାହିଁ

କଟକ ଅଫିସ,୧ା୩: ଆମିକସ୍‌କ୍ୟୁରି ପ୍ରଫୁଲ୍ଲ କୁମାର ରଥ ବୌଦ୍ଧ ଜିଲାର ୭ଟି ବିଦ୍ୟାଳୟ ପରିଦର୍ଶନ କରିବା ପରେ ମୌଳିକ ସୁବିଧା ନ ଥିବା ସଂକ୍ରାନ୍ତୀୟ ରିପୋର୍ଟ ଗତ ୨୨ ତାରିଖରେ ହାଇକୋର୍ଟରେ ଦାଖଲ କରିଛନ୍ତି। ୭ଟି ବିଦ୍ୟାଳୟ ମଧ୍ୟରୁ ୪ଟି ଉଚ୍ଚ…

ବାପାଙ୍କୁ ହତ୍ୟା ପାଇଁ ୧ କୋଟିର ସୁପାରି

ବେଙ୍ଗାଲୁରୁ, ୧।୩: ବାପାଙ୍କ ହତ୍ୟା ଅଭିଯୋଗରେ ବେଙ୍ଗାଲୁରୁର ୩୨ ବର୍ଷୀୟ ଏମ୍‌. ମଣିକାନ୍ତଙ୍କୁ ପୋଲିସ ଗିରଫ କରିଛି। ଦୁଇ ଯୁବକଙ୍କୁ ୧ କୋଟିର ସୁପାରି ଦେଇ ମଣିକାନ୍ତ ସମ୍ପତ୍ତି ପାଇଁ ବାପା ନାରାୟଣ ସ୍ବାମୀଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଛି। ଘଟଣାରେ…

୨ ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ସୁରାଟ,୧।୩: ଗୁଜରାଟର ସୁରାଟରେ ୨ ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାମ୍ନାକୁ ଆସିଛି। ପୀଡ଼ିତାଙ୍କ ବାପାଙ୍କ ବନ୍ଧୁ ଏ ପ୍ରକାର ଜଘନ୍ୟ କାଣ୍ଡ ଘଟାଇଥିବା ତଦନ୍ତରୁ ଜଣାପଡ଼ିଛି। ଫେରାର୍‌ ହେବାକୁ ଉଦ୍ୟମ କରୁଥିବା ଅଭିଯୁକ୍ତ ୟୁସୁଫ ସଲିମ ହାଜାରଙ୍କୁ…

ସରିଲା ରିମାଣ୍ଡ, ବିଚାର ବିଭାଗୀୟ ହାଜତରେ ବାବୁରାମ

ବାଲେଶ୍ୱର ଅଫିସ, ୧।୩: ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ବରିଷ୍ଠ ଅଧିକାରୀ ବାବୁରାମ ଦେଙ୍କ ୪ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ପୋଲିସ ବାବୁରାମଙ୍କୁ ବାଲେଶ୍ୱର ଜୁଡିସିଆଲ ମାଜିଷ୍ଟ୍ରେଟ୍‌ ଫାଷ୍ଟଟ୍ରାକ୍‌ କୋର୍ଟ…

କ୍ଷୁଦ୍ରଶିଳ୍ପର ଭୂମିକା ଅତୁଳନୀୟ

କୃଷି ଓ ଶିଳ୍ପ ମାଧ୍ୟମରେ ଦେଶର ପ୍ରଗତି ବିକଶିତ ହୋଇଥାଏ। ଏପରିକି କୃଷି ଓ ଶିଳ୍ପ ମଧ୍ୟ ଦେଶ ପାଇଁ ମାନବ ସମ୍ବଳ ନିୟୋଜନର ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଯେଉଁ ଦେଶ ଉତ୍ପାଦନରେ ଯେତେ ସ୍ବାବଲମ୍ବୀ ହୋଇଥାଏ। ସେ ଦେଶରେ…

ରୁଷିଆର ଗୁପ୍ତଚର ବିମାନ ଧ୍ୱସ୍ତ

ମସ୍କୋ/କିଭ୍‌,୧।୩: ବେଲାରୁଷରେ ଥିବା ରୁଷିଆର ଏକ ଏୟାରବେସ୍‌ରେ ଡ୍ରୋନ୍‌ ଆକ୍ରମଣ ହୋଇଛି। ଏଥିରେ ରୁଷୀୟ ସେନାର ଏକ ଗୁପ୍ତଚର ବିମାନ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଆକ୍ରମଣ ବେଳେ ବରଫ ସଫା କରିବାରେ ନିୟୋଜିତ କେତେକ ଯାନବାହନ ମଧ୍ୟ ନଷ୍ଟ ହୋଇଥିବା ଗଣମାଧ୍ୟମରେ ରିପୋର୍ଟ…

ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର, ୧।୩(ବ୍ୟୁରୋ): ୬୬୨ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁ ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ସର୍ତ୍ତମୂଳକ ଭାବେ ପରୀକ୍ଷା ପରିଚାଳନାରେ ସହଯୋଗ କରିବ ବୋଲି ୬୬୨ ବର୍ଗ ଅଧ୍ୟାପକ ସଂଘ କହିଛି।…

୩ ବର୍ଷରେ ୨୪୫ ହାତୀ ମୃତ

ଭୁବନେଶ୍ୱର,୧ା୩(ବ୍ୟୁରୋ): ଗତ ୩ ବର୍ଷ(୨୦୧୯-୨୦ରୁ ୨୦୨୧-୨୨) ମଧ୍ୟରେ ରାଜ୍ୟରେ ୨୪୫ ହାତୀଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ୬ଟି ହାତୀ ଶିକାରୀ ଗୁଳିରେ ପ୍ରାଣ ହରାଇଛନ୍ତି। ଏହି ସମୟ ଭିତରେ ୪୭ଜଣ ଗିରଫ ହୋଇଛନ୍ତି। ଶାସକ ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଲିଖିତ…

ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧ା୩: ଏବେଠାରୁ ତାପମାତ୍ରା ବଢ଼ିଲାଣି। ଗ୍ରୀଷ୍ମଜନିତ ଅଂଶୁଘାତ ଓ ଜଳକଷ୍ଟ ନିରାକରଣ ଲାଗି ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅଂଶୁଘାତ ମୁକାବିଲା ଏବଂ ଜଳ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ…

ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଫିଜିକ୍ସରେ ଜାତୀୟ ବିଜ୍ଞାନ ଦିବସ

ଭୁବନେଶ୍ୱର,୧।୩(ବ୍ୟୁରୋ): ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଫିଜିକ୍ସ ପକ୍ଷରୁ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ୧୨୦ ସ୍କୁଲରୁ ୧୦୦୦ ଜଣ ଛାତ୍ରୀଛାତ୍ର ଯୋଗଦେଇଥିଲେ। ୨୦ଟି ଷ୍ଟଲ ଆୟୋଜିତ ହୋଇଥିଲା। ଚଳିତବର୍ଷର ‘ଥିମ୍‌ ଥିଲା ଗ୍ଲୋବାଲ ସାଇନ୍ସ ଫର୍‌ ଗ୍ଲୋବାଲ ୱେଲ୍‌ବିଙ୍ଗ୍‌’।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri