ନଷ୍ଟ ହୋଇଗଲାଣି ବାଉଁଶ ବ୍ୟାରିକେଡ୍
ଭୁବନେଶ୍ୱର, ୨୯।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ସ୍ମାର୍ଟ ଜନପଥକୁ ଅଧିକ ସୁନ୍ଦର କରିବା ଉଦ୍ଦେଶ୍ୟରେ ମେଡିଆନ୍ରେ ପରିବେଶ ଅନୁକୂଳ ବାଉଁଶ ବ୍ୟାରିକେଟ୍ ଲଗାଯାଇଥିଲା। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ (ବିଏସ୍ସିଏଲ୍) ପକ୍ଷରୁ ଶିଶୁ ଭବନ ଛକଠାରୁ ବାଣୀବିହାର (୩.୯ କିଲୋମିଟର) ପର୍ଯ୍ୟନ୍ତ ବ୍ୟାରିକେଡ୍ କରାଯାଇଥିଲା।…
ବଦଳିଲା ଶେଷ ପରୀକ୍ଷା ତାରିଖ
କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ…
ଏପ୍ରିଲରୁ ଜୁନ୍ ୧୫ଯାଏ ଖରାରେ କାମ ମନା
ଭୁବନେଶ୍ୱର, ୧ା୩(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରେ ରୌଦ୍ରତାପ ବୃଦ୍ଧି ପାଇବାକୁ ଥିବାରୁ ଗ୍ରୀଷ୍ମଋତୁରେ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟ ଶ୍ରମ ବିଭାଗ ଶ୍ରମିକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏପ୍ରିଲରୁ ଜୁନ୍ ୧୫ତାରିଖ ପର୍ଯ୍ୟନ୍ତ ଶ୍ରମିକଙ୍କୁ ଖରାରେ…
ଗ୍ରହ ମିଳନ: ଆଜି ଶୁକ୍ର, ବୃହସ୍ପତି ନିକଟତର ଦେଖାଯିବ
ଭୁବନେଶ୍ୱର,୧।୩(ବ୍ୟୁରୋ): ଦୁଇ ଉଜ୍ଜ୍ୱଳ ଗ୍ରହ ଶୁକ୍ର ଏବଂ ବୃହସ୍ପତି ବୁଧବାର ସନ୍ଧ୍ୟାରେ ଖୁବ୍ ନିକଟତର ଦେଖାଯିବ। ଫେବୃୟାରୀ ଶେଷ ସପ୍ତାହରେ ସବୁଦିନ ସନ୍ଧ୍ୟାରେ ପ୍ରାୟ ଏକଘଣ୍ଟା ଧରି ଏହି ଦୁଇ ଉଜ୍ଜ୍ୱଳ ଗ୍ରହ ପଶ୍ଚିମ ଆକାଶରେ ପାଖାପାଖି ଦେଖାଯାଉଥିଲେ। ଯାହାକୁ ଖାଲି…
ଗାନ୍ଧୀମାର୍ଗ ରଣକ୍ଷେତ୍ର, ବିଧାନସଭା ଅଚଳ
ଭୁବନେଶ୍ୱର,୧ା୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ଇତିମଧ୍ୟରେ ମାସେ ପୂରିଥିବାବେଳେ ସରକାର ହତ୍ୟାର କାରଣ ଜାଣିବାରେ ବିଫଳ ହୋଇଛନ୍ତି। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ବିଧାନସଭାରେ ତୁମ୍ବିତୋଫାନ ଚାଲିଥିବାବେଳେ ରାଜ୍ୟରେ ଆଇନଶୃଙ୍ଖଳା, ଅରାଜକତା ଓ କୁଶାସନ ବିରୋଧରେ…
ମୁକେଶ ଅମ୍ବାନୀଙ୍କ ସହ ତାଙ୍କ ପରିବାରକୁ ଦେଶ ତଥା ବିଦେଶରେ ମିଳିବ ଜେଡ ପ୍ଲସ ସୁରକ୍ଷା
ନୂଆଦିଲ୍ଲୀ,୧ ।୩: ଦେଶର ଜଣାଶୁଣା ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ ଓ ତାଙ୍କ ପରିବାରକୁ ଜେଡ ପ୍ଲସ ସୁରକ୍ଷା ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ସୁରକ୍ଷା କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଦିଆଯିବ । କୋର୍ଟ କହିଛନ୍ତି…
ନିର୍ଦ୍ଦେଶକ ବିଶ୍ୱନାଥଙ୍କ ମୃତ୍ୟୁର ୨୫ ଦିନ ପରେ ଆଖି ବୁଜିଲେ ପତ୍ନୀ
ହାଇଦ୍ରାବାଦ: ନିର୍ଦ୍ଦେଶକ ସ୍ବାମୀଙ୍କ ପଛେପଛେ ଦୁନିଆରୁ ବିଦାୟ ନେଲେ ପତ୍ନୀ। ଏଭଳି ଏକ ଦୁଃଖଦ ଖବର ଦକ୍ଷିଣ ଭାରତୀୟ ସିନେମାଜଗତରୁ ଆସିଛି। ଲୋକପ୍ରିୟ ଫିଲ୍ମ ନିର୍ମାତା ସ୍ବର୍ଗତ କେ. ବିଶ୍ୱନାଥଙ୍କ ପତ୍ନୀ ଜୟଲକ୍ଷ୍ମୀଙ୍କ ଦେହାନ୍ତ ହୋଇଛି। ସ୍ବାମୀ ବିଶ୍ୱନାଥଙ୍କ ମୃତ୍ୟୁର ୨୫…
ବିଗ୍ବସ୍ରୁ ବାହାରିବା ପରେ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ଅର୍ଚ୍ଚନା
ବମ୍ବେ: ବିଗ୍ବସ୍ ଘରୁ ଲୋକପ୍ରିୟତା ହାସଲ କରିବା ପରେ ଏବେ ରାଜନୀତି ମୁହାଁ ହୋଇଛନ୍ତି ପ୍ରତିଯୋଗୀ ତଥା ମଡେଲ ଅର୍ଚ୍ଚନା ଗୌତମ। ନିକଟରେ ସେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆରେ ଏହି ଭେଟଘାଟର ଫଟୋ…
ପିଏମ୍ କିଷାନ ଯୋଜନାର ୧୩ତମ କିସ୍ତି ପାଇନାହାନ୍ତି କି? ତୁରନ୍ତ ଏହି ନମ୍ବରକୁ କଲ୍ କରି…
ନୂଆଦିଲ୍ଲୀ,୨୮।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୩ ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଯାଇଛି। ଦେଶର କୋଟି କୋଟି ଚାଷୀଙ୍କ ଆକାଉଣ୍ଟରେ ଏହି ଟଙ୍କା ପହଞ୍ଚିିଛି। ଯଦି ଆପଣ ପିଏମ୍ କିଷାନ ଯୋଜନା ପାଇଁ ଯୋଗ୍ୟ, ତେବେ ଆକାଉଣ୍ଟରେ…
ମହଙ୍ଗା ହେବ ଏୟାରଟେଲ୍ର ସମସ୍ତ ପ୍ଲାନ
ନୂଆଦିଲ୍ଲୀ,୨୮।୨: ଭାରତୀ ଏୟାରଟେଲ୍ ଚଳିତ ବର୍ଷ ନିଜର ଗ୍ରାହକଙ୍କୁ ବଡ ଝଟ୍କା ଦେବାକୁ ଯାଉଛି। ଭାରତରେ ଟେଲିକମ୍ କମ୍ପାନୀର ବିଭିନ୍ନ ପ୍ଲାନର ଦର ବଢ଼ାଇବାର ଆବଶ୍ୟକତା ଥିବା ଚେୟାରମ୍ୟାନ୍ ସୁନୀଲ ଭାରତୀ ମିତ୍ତଲ କହିଛନ୍ତି। ନିକଟ ଅତୀତରେ କମ୍ପାନୀ ବିପୁଳ ପୁଞ୍ଜି…
ସୁପ୍ରିମକୋର୍ଟରୁ ବି ସିସୋଡିଆଙ୍କୁ ଝଟ୍କା, ମିଳିଲାନି ଜାମିନ
ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ସିବିଆଇ ରିମାଣ୍ଡରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଜାମିନ ଲାଗି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସିବିଆଇ ତଦନ୍ତ ତଥା ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ…
ଡକାୟତ ଗ୍ୟାଙ୍ଗର ୨ ଗିରଫ
ବାଲିଗୁଡ଼ା,୨୮ା୨(ଡି.ଏନ.ଏ): ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ଗୋଟିଏ ଛୁରି, ଦୁଇଟି ମୋବାଇଲ ସମେତ…
Archives


