ଭାରତ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ଇନ୍ଦୋର ଟେଷ୍ଟ, ହୋଇପାରେ ଏହି ୫ ରେକର୍ଡ
ନୂଆଦିଲ୍ଲୀ,୨୮।୨: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ସିରିଜରେ ୨-୦ରେ ଅଗ୍ରଣୀ ଥିବା ଟିମ୍ ଇଣ୍ଡିଆ ଲାଗି ତୃତୀୟ ଟେଷ୍ଟ ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ। ମାର୍ଚ୍ଚ ୧-୫ ମଧ୍ୟରେ ହେବାକୁ ଥିବା ଏହି ଟେଷ୍ଟକୁ ଜିତିବା ମାତ୍ରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲକୁ ଭାରତର…
ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ବି ଦିଅନ୍ତୁ ଇସ୍ତଫା: ଭାଜପା ଏମ୍ପି
ନୂଆଦଲ୍ଲୀ,୨୮।୨: ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ ହେବା ପରେ ତାଙ୍କ ଅଡୁଆ ବଢ଼ିଛି। ମଙ୍ଗଳବାର ମନୀଷ ସିସୋଡିଆ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟଙ୍କ ଇସ୍ତଫା ପତ୍ରକୁ ମୁଖ୍ୟମନ୍ତ୍ରୀ…
କୋହଲିଙ୍କ ପରାମର୍ଶରେ ସହମତ ନୁହନ୍ତି ରୋହିତ, କହିଲେ…
ନୂଆଦିଲ୍ଲୀ,୨୮।୨: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବରିଷ୍ଠ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଟେଷ୍ଟ କ୍ରିକେଟ ଭାରତର ୫ ସ୍ଥାନରେ ଖେଳାଯିବା ଉଚିତ ବୋଲି ଏକ ପରାମର୍ଶ ଦେଇଥିଲେ। ହେଲେ ଅଧିନାୟକ ରୋହିତ ଶର୍ମା ଏଥିରେ ସହମତ ନ ଥିବା…
ଦେଶକୁ ମିଳିବ ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସ: ଏହି ରାଜ୍ୟର ଦୁଇଟି ସହରକୁ ଯୋଡ଼ିବ ହାଇ ସ୍ପିଡ୍ ଟ୍ରେନ୍
ଭୋପାଳ,୨୮।୨: ଦେଶକୁ ଖୁବ୍ଶୀଘ୍ର ୧୧ତମ ବନ୍ଦେ ଭାରତ ଟ୍ରେନ୍ ମିଳିବାକୁ ଯାଉଛି। ଏଥିପାଇଁ ମଧ୍ୟପ୍ରଦେଶବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। କେବଳ ଟ୍ରେନ୍ ରେକରର ଅପେକ୍ଷା ଶେଷ ହେବା ପରେ ଏପ୍ରିଲରେ ମଧ୍ୟପ୍ରଦେଶରେ ପ୍ରଥମ ହାଇ ସ୍ପିଡ୍ ‘ବନ୍ଦେ ଭାରତ…
ମାର୍ଚ୍ଚ ୫ରେ ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ବରଗଡ଼ ଅଫିସ, ୨୮।୨: ଆସନ୍ତା ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଆସିବେ । ଏ ନେଇ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇ ସାରିଥିବା…
ଟିମ୍ ଇଣ୍ଡିଆ ପାଇଁ ଖୁସିଖବର: ଟି୨୦ ବିଶ୍ୱକପ୍ରେ ସିଧାସଳଖ ମିଳିଲା ଏଣ୍ଟ୍ରି
ନୂଆଦିଲ୍ଲୀ,୨୮।୨: ଭାରତୀୟ ମହିଳା କ୍ରିକେଟ ଦଳ ଏଥର ଟି -୨୦ ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିଥିଲା। ସେମିଫାଇନାଲରେ ଦଳ ଅଷ୍ଟ୍ରେଲିଆଠାରୁ ପରାଜିତ ହେବା ପରେ ବିଶ୍ୱକପ ଜିତିବାର ସ୍ବପ୍ନ ପୂରଣ କରିପାରିନାହିଁ। କିନ୍ତୁ ଦଳକୁ ସେମିଫାଇନାଲରେ ପ୍ରବେଶ କରିବାର ଲାଭ ମିଳିଛି।…
ଥରୁରଙ୍କୁ ଶୁଣିବା ପାଇଁ ଡିସ୍କନାରୀ ନେଇ ପହଞ୍ଚିଲେ ବ୍ୟକ୍ତି: ଭାଇରାଲ ହେଲା ଭିଡିଓ
ନୂଆଦିଲ୍ଲୀ,୨୮।୨: କଂଗ୍ରେସ ଏମ୍ପି ଶଶି ଥରୁରଙ୍କ ଇଂରାଜୀକୁ ସମସ୍ତେ ପସନ୍ଦ କରନ୍ତି। ବେଳେବେଳେ ସୋସିଆଲ ମିଡିଆରେ ଏହାର ଝଲକ ମଧ୍ୟ ଦେଖିବାକୁ ମିଳେ। ଯେତେବେଳେ ସେ ଏପରି କିଛି ଶବ୍ଦ ବ୍ୟବହାର କରନ୍ତି, ଯାହାକୁ ବୁଝିବା ପାଇଁ ଡିସ୍କନାରୀ (ଅଭିଧାନ)ର ଆବଶ୍ୟକତା…
କେ.ଏଲ୍. ରାହୁଲଙ୍କୁ ଉପ-ଅଧିନାୟକ ପଦରୁ ହଟାଯିବା ପରେ ଏଭଳି ପ୍ରତିକ୍ରିୟା ଦେଲେ ରୋହିତ
ନୂଆଦିଲ୍ଲୀ,୨୮।୨: ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚ୍ ମାର୍ଚ୍ଚ ୧ରୁ ଇନ୍ଦୋରରେ ଆରମ୍ଭ ହେବ। ଏହି ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ରଥମ ଥର ଲାଗି କେ.ଏଲ୍. ରାହୁଲଙ୍କ ଫର୍ମ ସହ ଉପ-ଅଧିନାୟକ ପଦରୁ ହଟାଯିବା…
ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ହିମନ୍ତ
ଗୁଆହାଟୀ,୨୮।୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ଉପ ରାଜ୍ୟପାଳଙ୍କୁ ଗୁଆହାଟୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପ୍ରିଲ ୧୪ରେ ଗୁଆହାଟୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ। ଏହି ଦିନ ଆସାମର ୧୧,୦୦୦…
ଗାଁ ମୁଣ୍ଡରୁ ବାନ୍ତି ଲାଗୁଛି କହି ପ୍ରେମିକ ସହ ଫେରାର ହେଲେ ନୂଆବୋହୁ
ବ୍ରଜରାଜନଗର,୨୮।୨(ଡି.ଏନ୍.ଏ.): ବିବାହ ପରେ ଘରକୁ ଫେରୁଥିଲେ ବରକନ୍ୟା। ରାସ୍ତାରେ ବାନ୍ତି ଲାଗୁଛି କହି କାରରୁ ଓହ୍ଲାଇ ପ୍ରେମିକ ସହ ଫେରାର ହେଲେ ନୂଆବୋହୁ । ଏଭଳି ଘଟଣା ଘଟିଛି ବ୍ରଜରାଜନଗର ଥାନା ଅଞ୍ଚଳରେ । ବିବାହ ସରିବା ପରେ ନବ ବିବାହିତାଙ୍କୁ…
ଜନପ୍ରିୟ ବିଜ୍ଞାନ ରଚନା ଲାଗି ମାୟାଧର ସ୍ବାଇଁ ପାଇଲେ ଜାତୀୟ ପୁରସ୍କାର
ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୨୮।୨: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ମଙ୍ଗଳବାର ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ଜନପ୍ରିୟ ବିଜ୍ଞାନ ରଚନା ଲାଗି ଇଂ. ମାୟାଧର ସ୍ବାଇଁଙ୍କୁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ୨୦୨୨ ଲାଗି ଜାତୀୟ ପୁରସ୍କାର…
ଅବନ୍ତିପୋରା ଏନ୍କାଉଣ୍ଟରରେ ଟଳିପଡ଼ିଲେ ୨ଆତଙ୍କବାଦୀ, ଜଣେ ଯବାନ ଶହୀଦ
ଶ୍ରୀନଗର,୨୮।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମଙ୍ଗଳବାର ଏକ ସଫଳତା ମିଳିଛି। ପୁଲାଓ୍ବାମା ଜିଲାର ଅବନ୍ତପୋରାରେ ଜାରି ରହିଥିବା ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍ ସମୟରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ସମୟରେ ଜଣେ ଯବାନ ମଧ୍ୟ ଶହୀଦ ହୋଇଥିବା ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କଠାରୁ ଗୋଟିଏ…
Archives


