Home Left

ଗାଁକୁ ରାସ୍ତା ସଂଯୋଗ ଦାବି

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ଦେଇ ଯାଉଥିବା ନଂ ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ପରେ ଉଭୟ ପାର୍ଶ୍ୱରେ ଥିବା ଲୋକମାନେ ଅଡ଼ୁଆରେ ପଡ଼ୁଛନ୍ତି। ଏଭଳି କି ଗାଁକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି…

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି।…

ସମାଧାନ ବୈଠକ ପରେ ମୁଥ ମରାମରି

ଅନୁଗୋଳ ଅଫିସ, ୨୮ା୨: ଅନୁଗୋଳ ଜିଲା ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ଥିବା ଗ୍ଲୋବାଲ କୋଲ ୱାସେରିକୁ ନେଇ ବିପକ୍ଷବାଦୀ ଓ ସପକ୍ଷବାଦୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏପରି କି ସମାଧାନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଉଭୟ…

ଅସଲ ଦୁର୍ନୀତି ସାମ୍ନାକୁ ଆସିଲେ କେଜ୍‌ରିୱାଲ-ସିସୋଡିଆ ଆଖି ମିଶାଇ ପାରିବେ ନାହିଁ: କପିଲ ମିଶ୍ର

ନୂଆଦିଲ୍ଳୀ,୨୮।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ପ୍ରସଙ୍ଗରେ ଗତ କିଛି ଦିନ ହେବ ଦେଶର ରାଜଧାନୀରେ ଚାଲିଥିବା ଉତ୍ତେଜନା ଥମିବାର ନାମ ନେଉନାହିଁ। ଏହି ପ୍ରସଙ୍ଗରେ ଭାଜପା ନେତା କପିଲ ମିଶ୍ର ପୁଣି ଥରେ ସକ୍ରିୟ ହୋଇପଡିଛନ୍ତି। ଲଗାତାର ଦ୍ୱିତୀୟ ଦିନ ପାଇଁ…

୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ. ୫/୨୩ରେ…

କୋର୍ଟଙ୍କ କେତେକ ସର୍ତ୍ତ ପରେ ରିମାଣ୍ଡରେ ଗଲେ ସିସୋଡିଆ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ମଦ ନୀତି ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ରୋଜ ଏଭିନ୍ୟୁ କୋର୍ଟ ୫ ଦିନିଆ ରିମାଣ୍ଡରେ ପଠାଇଛି। ତେବେ ରିମାଣ୍ଡରେ ସିସୋଡିଆଙ୍କୁ ସବୁବେଳେ ସିସିଟିଭି ନଜର ରଖାଯିବା ପାଇଁ ସ୍ବତନ୍ତ୍ର ସିବିଆଇ କୋର୍ଟର ବିଚାରପତି ଏମ୍‌.କେ ନାଗପାଲ ନିର୍ଦ୍ଦେଶ…

ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ପଠାଇଲେ ପ୍ରଶଂସକ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଣ ଠାକୁର ଦର୍ଶକଙ୍କୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ତାଙ୍କ ଅଭିନୟକୁ ମଧ୍ୟ ଦର୍ଶକ ବେଶ୍‌ ପସନ୍ଦ କରନ୍ତି। ଅଭିନେତ୍ରୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ଅନେକ ସମୟରେ ଫଟୋ ଏବଂ ଭିଡିଓ ଶେୟାର…

ମୋବାଇଲ ବଦଳରେ ଆସିଲା ଜୋତା, ବେଲ୍‌ଟ

ପାଟଣା,୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ାର ରଞ୍ଜନ ବେହେରା ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ମୋବାଇଲ ଲଟେରି ଉଠିଥିବା କହି ଦୁର୍ବୃତ୍ତ ତାଙ୍କଠାରୁ ୪ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ମୋବାଇଲ ବଦଳରେ ଜୋତା, ବେଲ୍ଟ ଓ ପର୍ସ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦିଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ କିଡନୀ ସମ୍ବନ୍ଧୀୟ ସମସ୍ୟା ହେତୁ ପ୍ରହ୍ଲାଦଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କର ୫ ଭଉଣୀଭାଇ ଅଛନ୍ତି। ପ୍ରହ୍ଲାଦ ଚତୁର୍ଥ…

ଟିଏମ୍‌ସି ଟୁଇଟର୍‌ ହ୍ୟାଣ୍ଡେଲ୍‌ ହ୍ୟାକ୍‌

କୋଲକାତା,୨୮।୨: ତୃଣମୂଳ କଂଗ୍ରେସର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟ ମଙ୍ଗଳବାର ହ୍ୟାକ ହୋଇଛି। ହ୍ୟାକର୍‌ଙ୍କ ଦ୍ୱାରା ଟିଏମସିର ଟୁଇଟର୍‌ ଆକାଉଣ୍ଟର ପ୍ରୋଫାଇଲ ଫଟୋ ଏବଂ ନାମ ବଦଳାଇ ଦିଆଯାଇଛି। ଟୁଇଟର୍‌ ହ୍ୟାଣ୍ଡେଲର ନାମ ‘ୟୁଗ ଲ୍ୟାବ’ ରଖାଯାଇଛି। ୟୁଗ ଲ୍ୟାବ ହେଉଛି ଏକ…

ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ

ଯୋଡ଼ା,୨୮ା୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ ରହିଥିବା ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି।…

ଈଶାଣପୁରରେ ହେବ ଅଣ୍ଡର ପାସ୍‌

ବୈଶିଙ୍ଗା,୨୮ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଓ ଯୁଗପୁରା ଅଞ୍ଚଳର ବାସିନ୍ଦାଙ୍କ ସମସ୍ୟା ସମ୍ପର୍କରେ ସୋମବାର ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ଦକ୍ଷିଣ ପୂର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri