୪୭୦ ବିମାନକୁ ପ୍ରାୟ ୭୦ ବିଲିୟନ ଦେବ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୮।୨ : ଟାଟା ଗ୍ରୁପ ଦ୍ୱାରା ପରିଚାଳିତ ଏୟାର ଇଣ୍ଡିଆ ନିକଟରେ ବିଦେଶୀ କମ୍ପାନୀଠାରୁ ୪୭୦ ବିମାନ କିଣିବ ବୋଲି ଅର୍ଡର ଦେଇଥିବା ଜଣାପଡିଛି। ଘରୋଇ ବିମାନ ନିର୍ମାଣକାରୀ ସଂସ୍ଥା ଏୟାରବସ୍ ଏବଂ ବୋଇଂରୁ ୪୭୦ ବିମାନ ପାଇଁ ଏୟାର ଇଣ୍ଡିଆର…
ବିବାହ ବନ୍ଧନରେ ଅଭିନେତ୍ରୀ ଲିପ୍ସା
ଭୁବନେଶ୍ୱର,୨୮।୨(ବ୍ୟୁରୋ): ଓଡ଼ିଆ ଓ ହିନ୍ଦୀ ସିନେମା ଜଗତର ଅନ୍ୟତମ ଚର୍ଚ୍ଚିତ ଅଭିନେତ୍ରୀ ଲିପ୍ସା ମିଶ୍ର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ମେହେନ୍ଦି ଏବଂ ହଳଦୀ କାର୍ଯ୍ୟକ୍ରମ ସରିଥିବାବେଳେ ସୋମବାର ହାତଗଣ୍ଠି ପଡ଼ିଛି। ଭୁବନେଶ୍ୱର ପଟିଆସ୍ଥିତ କ୍ରିଷ୍ଟାଲ କ୍ରାଉନ୍ଠାରେ ବ୍ୟବସାୟୀ ଆକାଶ…
ମୋହରିର ସମେତ ଆଉ ୨ ଗିରଫ
ଭୁବନେଶ୍ୱର,୨୮।୨(ବ୍ୟୁରୋ):ରାଜଧାନୀରେ ଜମି ଠକେଇର ଆଉଏକ ବଡ଼ ରାକେଟ ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ବିଏମ୍ସି ଓ ସବ୍ରେଜିଷ୍ଟ୍ରାର୍ ଅଫିସ୍ରେ ହିଁ ପ୍ରସ୍ତୁତ ହେଉଛି ଏହି ଠକେଇର ବ୍ଲ୍ୟୁ ପ୍ରିଣ୍ଟ୍। ସରକାରୀ କ୍ଷମତା ଓ ପରିଚୟକୁ ବ୍ୟବହାର କରି ଲୋକଙ୍କୁ ଫସାଇ…
କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍ସର ଉଇଙ୍ଗ
କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ରାଜ୍ୟରେ କର୍କଟ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ…
୭ ଦିନରେ ୧୦.୪୩ ଲକ୍ଷ କୋଟି ହରାଇଛନ୍ତି ନିବେଶକ
ନୂଆଦିଲ୍ଲୀ,୨୮।୨: କ୍ରମାଗତ ୭ ଦିନ ଲାଗି ଭାରତୀୟ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଫଳରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୦.୪୩ ଲକ୍ଷ କୋଟି ଟଙ୍କା ହରାଇଥିବା ଜଣାପଡିଛି। ବିଶେଷ କରି ଫେବୃୟାରୀ ୧୬ରୁ ୨୭ ମଧ୍ୟରେ ସେନସେକ୍ସ ପ୍ରାୟ…
ବାହାରେ ଅଳିଆ ପକାଇବାରୁ ସିଜ୍ ହେଲା ଟ୍ରାକ୍ଟର
ଭୁବନେଶ୍ୱର, ୨୮।୨ (ବ୍ୟୁରୋ):ଯେତେ ସଚେତନ କଲେ ବି ସୁଧୁରୁ ନାହାନ୍ତି ଲୋକେ। ଘରୁ ବାହାରୁଥିବା ଓଦା ଓ ଶୁଖିଲା ବର୍ଜ୍ୟକୁ ପୃଥକ୍ ପୃଥକ କରି ବିଏମ୍ସି ସଫେଇ ଗାଡ଼ିରେ ଦେବା ପାଇଁ ବାରମ୍ବାର କୁହାଯାଉଛି। ଏପରିକି ପ୍ରତିଦିନ ସକାଳୁ ସଫେଇ ଗାଡ଼ି…
ବିଳମ୍ବରେ ମହାଦୀପ ଉଠିବା ପ୍ରସଙ୍ଗ: ପକ୍ଷ ରଖିଲେ ସେବାୟତ
ପୁରୁଣା ଭୁବନେଶ୍ୱର,୨୮ା୨(ଡି.ଏନ୍.ଏ.):ଚଳିତବର୍ଷ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରାରେ ରାତି ୧୦ଟାରେ ମହାଦୀପ ଉଠିବା ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ୩ଘଣ୍ଟା ୮ମିନିଟ ବିଳମ୍ବରେ ଅର୍ଥାତ୍ ରାତି ୧ଟା ୮ରେ ମନ୍ଦିର ଉପରକୁ ମହାଦୀପ ଉଠିଥିଲା। ଯାହାକୁ…
ଏମ୍ବିବିଏସ୍ ପିଜି ସିଟ୍ ୨୫୦କୁ ବୃଦ୍ଧି
ବ୍ରହ୍ମପୁର ଅଫିସ,୨୮ା୨:ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍ଏମ୍ସି)ର ଏକ ୭ ଜଣିଆ ଟିମ୍ ସୋମବାର ପହଞ୍ଚି ପିଜି ସିଟ୍ ବୃଦ୍ଧି ନେଇ ବିଭିନ୍ନ ଦିଗ ଉପରେ ଯାଞ୍ଚ କରିଛନ୍ତି। ପୂର୍ବରୁ ୧୫୦ସିଟ୍ ଥିଲା, ଏହାର ସ୍ଥିିିତି…
କଶ୍ମୀରରେ ଆତଙ୍କବାଦ ସୃଷ୍ଟି କରୁଥିବା ଖାଲିଦ ରଜାଙ୍କୁ ପାକିସ୍ତାନରେ ଗୁଳି
ଇସଲାମାବାଦ,୨୮ ।୨: ଜମ୍ମୁ-କଶ୍ମୀରରେ ଅଲ-ବଦ୍ର ନାମକ ଆତଙ୍କବାଦୀ ସଙ୍ଗଠନର ପୂର୍ବତନ କମାଣ୍ଡର ଖାଲିଦ ରଜାଙ୍କର ପାକିସ୍ତାନର କରାଚିରେ ମୃତ୍ୟୁ ହୋଇଛି । ପାକିସ୍ତାନି ମିଡିଆର ସୂଚନା ଅନୁଯାୟୀ, ଅଜ୍ଞାତ ବ୍ୟକ୍ତି ରବିବାର ଖାଲିଦଙ୍କୁ ତାଙ୍କ ଘର ବାହାରେ ଗୁଳି କରିଦେଇଛନ୍ତି ।…
ଆଇଟିଆର୍ ତଥ୍ୟ ଲିକ୍: ଅନ୍ତର୍ଜାତୀୟ ଲିଙ୍କ୍ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍ର ତଦନ୍ତ ଆରମ୍ଭ
ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍)ରୁ ତଥ୍ୟ ଲିକ୍ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ଗୋଇନ୍ଦା ବିଭାଗ…
ଅଗ୍ନିପଥ ଯୋଜନା ବିରୋଧରେ ପିଟିଶନ ଖାରଜ
ନୂଆଦିଲ୍ଲୀ,୨୮ା୨: ସଶସ୍ତ୍ର ବଳରେ ନିଯୁକ୍ତି ଲାଗି କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନକୁ ଦିଲ୍ଲୀ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଏହି ଯୋଜନାରେ ହସ୍ତକ୍ଷେପ କରିବାର କୌଣସି କାରଣ ନାହିଁ ବୋଲି ମୁଖ୍ୟ ବିଚାରପତି ସତୀଶ…
ଦେବ୍ରିଗଡ଼, ଘଟଗାଁରେ ବୁଲୁଛି ମହାବଳ
ଭୁବନେଶ୍ୱର, ୨୮ା୨(ବ୍ୟୁରୋ):ଓଡ଼ିଶାର ଦୁଇଟି ସ୍ଥାନରେ ଏବେ ମହାବଳ ବାଘ ବୁଲୁଥିବା ଦେଖାଯାଇଛି। ଛତିଶଗଡ଼ର ଏକ ମହାବଳ ବାଘ ସମ୍ବଲପୁରର ଦେବ୍ରିଗଡ଼କୁ ନିୟମିତ ଆସୁଛି। ବର୍ତ୍ତମାନ ଏହି ବାଘ ଦେବ୍ରିଗଡ଼ ଜଙ୍ଗଲରେ ରହିଛି। ତାହାର ଫଟୋ କ୍ୟାମେରାରେ କଏଦ ହୋଇଛି। ଏଥିସହ ବାଘଟି…
Archives


