Home Left

ଗୋପାଳ ଭଲ

ଭୁବନେଶ୍ୱର,୨୮ା୨(ବ୍ୟୁରୋ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ନିଜର କାର୍ଯ୍ୟଦକ୍ଷତା ଯୋଗୁ ଚାକିରି କାଳ ମଧ୍ୟରେ ବହୁବାର ପୁରସ୍କୃତ ହେବା ସହ ପ୍ରଶଂସାପତ୍ର ପାଇଛନ୍ତି। ୧୯୯୩ରୁ ୨୦୨୦ ମଧ୍ୟରେ ଗୋପାଳ ଜିିଏସ୍‌ ମାର୍କ ୧୮ଥର…

ବିଜ୍ଞପ୍ତି ପ୍ରତ୍ୟାହାର ନ କଲେ ଅବମାନନା ନୋଟିସ ପଠାଯିବ

ନୂଆଦିଲ୍ଲୀ,୨୮ା୨: ଗୋଟିଏ ପାହ୍ୟା, ଗୋଟିଏ ପେନ୍‌ସନ (ଓଆର୍‌ଓପି)ରେ ସେନାବାହିନୀର ଯୋଗ୍ୟ ପେନସନ୍‌ଭୋଗୀଙ୍କୁ ୪ କିସ୍ତିରେ ବକେୟା ପୈଠ କରିବା ପାଇଁ ଏକ ବିଜ୍ଞପ୍ତି ଉପରେ ସୁପ୍ରିମକୋର୍ଟ ସୋମବାର ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଭର୍ତ୍ସନା କରିଛନ୍ତି। ବିଭାଗକୁ ସଜାଡ଼ିବା ସହ ଯଦି ବିଜ୍ଞପ୍ତି ପ୍ରତ୍ୟାହାର…

ଆଫଗାନିସ୍ତାନ-ତାଜିକିସ୍ତାନରେ ପୁଣି ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୪.୦ରୁ ଅଧିକ

କାବୁଲ,୨୮ ।୨: ଆଫଗାନିସ୍ତାନ ଓ ତାଜିକିସ୍ତାନରେ ପୁଣିଥରେ ଭୂକମ୍ପର ଝଟ୍‌କା ଅନୁଭୁତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ମଙ୍ଗଳବାର ଭୋର ସମୟରେ ଆଫଗାନିସ୍ତାନରେ ୪.୧ ତୀବ୍ରତାର ଭୂକମ୍ପ ଆସିଛି । ସେହିଭଳି ତାଜିକିସ୍ତାନରେ ୪.୩ ତୀବ୍ରତାର ଭୂକମ୍ପ…

ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି ଘଟଣା ଜଣାପଡିବା ପରେ ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇ…

ଉଦ୍ଧାର କାର୍ଯ୍ୟ ବିଳମ୍ବ ନେଇ କ୍ଷମା ମାଗିଲେ ରାଷ୍ଟ୍ରପତି

ଇସ୍ତାନବୁଲ, ୨୮।୨ସୋମବାର ତୁର୍କୀର ପୂର୍ବାଞ୍ଚଳରେ ୫.୬ ତୀବ୍ରତା ବିଶିଷ୍ଟ ଭୂକମ୍ପ ଅନୁଭୂତ ହୋଇଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିିଥିବାବେଳେ ୬୯ ଜଣ ଆହତ ହୋଇଛନ୍ତି। ମାଲାତ୍ୟାର ୟେସିଲ୍ୟୁର୍ଟ ଜିଲାରେ ଭୂକମ୍ପର ଅଧିକ ପ୍ରଭାବ ଦେଖିବାକୁ ମିଳିଛି। ଗତ ୬ ତାରିଖରେ…

ଗ୍ରାହକସେବାକୁ ଗୁରୁତ୍ୱ

ଗାଡ଼ି ସର୍ଭିସ୍‌ ସେଣ୍ଟରରୁ ଶୋ ରୁମ୍‌ ମାଲିକ ପର୍ଯ୍ୟନ୍ତ ଯାତ୍ରା ଯେତିକି କଷ୍ଟ ଥିଲା, ତାହା ବର୍ଣ୍ଣନା କରିବା ସହଜ ନୁହେଁ। ହେଲେ ବହୁ ଘାତପ୍ରତିଘାତ ପରେ ଅନେକ ସଫଳତା ମଧ୍ୟ ମିଳିଛି। ବିଶେଷ କରି ଗାଡି ସର୍ଭିସ ସେଣ୍ଟର ପରେ…

ଗୋପାଳଙ୍କ ପରିବାରକୁ ସୁରକ୍ଷା ଦେବା ମାମଲା ଖାରଜ

କଟକ ଅଫିସ,୨୮ା୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ସୋମବାର ହୋଇଥିଲା। ଗୋପାଳଙ୍କ ପରିବାର ସଦସ୍ୟ ସୁରକ୍ଷା ଆବଶ୍ୟକ କଲେ…

ମୁମ୍ବାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସୋମବାର ମୁମ୍ବାଇ ଗସ୍ତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣକ ପରେ ଜଣେ ବିଶିଷ୍ଟ ଶିଳ୍ପପତିଙ୍କ ସହ ଆଲୋଚନା କରିଛନ୍ତି।…

ପାଖ ଲୋକ ପୁଟିନ୍‌ଙ୍କୁ ହତ୍ୟା କରିବେ: ଜେଲେନ୍‌ସ୍କି

କିଭ୍‌,୨୮।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ତାଙ୍କ ପାଖ ଲୋକଙ୍କ ଦ୍ୱାରା ହତ୍ୟାର ଶିକାର ହେବେ ବୋଲି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଦାବି କରିଛନ୍ତି। ରୁଷିଆ ଆକ୍ରମଣକୁ ବର୍ଷେ ପୂରିବା ନେଇ ୟୁକ୍ରେନ୍‌ ପକ୍ଷରୁ ଏକ ବୃତ୍ତଚିତ୍ର ନିର୍ମାଣ କରାଯାଇଛି,…

‘କେସିଆର୍‌ଙ୍କ ଝିଅ ଗିରଫ ହେବେ’

ତିରୁପତି, ୨୮ା୨: ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲାରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ଝିଅ କେ. କବିତା ଖୁବ୍‌ଶୀଘ୍ର ସିବିଆଇ ଦ୍ୱାରା ଗିରଫ ହେବେ ବୋଲି ଜଣେ ଭାଜପା ନେତା ସୋମବାର କହିଛନ୍ତି। ଏହି ମାମଲାରେ ସିବିଆଇ…

ପ୍ରିୟଙ୍କାଙ୍କ ଜବରଦସ୍ତ ଆକ୍ସନ

ନିକଟରେ ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କର ଆଗାମୀ ୱେବ ସିରିଜ ‘ସିଟାଡେଲ’ର ପ୍ରଥମ ଲୁକ ଶେୟାର କରିଛନ୍ତି। ଏହି ୱେବ ସିରିଜରେ ଅଭିନେତ୍ରୀ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରୁଛନ୍ତି। ପ୍ରଥମ ଲୁକରେ ପ୍ରିୟଙ୍କା ଏକ ଲାଲ ରଙ୍ଗର…

ଏନ୍‌ଇଇଟି-ପିଜି ସ୍ଥଗିତ ହେବନି

ନୂଆଦିଲ୍ଲୀ,୨୮ା୨:ଆସନ୍ତା ମାସ ୫ରେ ହେବାକୁ ଥିବା ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା(ଏନ୍‌ଇଇଟି)-ପିଜି ୨୦୨୩ ସ୍ଥଗିତ ରହିବ ନାହିଁ। ସ୍ଥଗିତାଦେଶ ଲାଗି ହୋଇଥିବା ଆବେଦନ ଉପରେ ହସ୍ତକ୍ଷେପ ନ କରିବାକୁ ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ ପ୍ରବେଶିକା ପରୀକ୍ଷା ପାଇଁ ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri