ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ
ଯୋଡ଼ା,୨୭ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ରେଳ…
ଗ୍ୟାସ୍ଚୁଲାରୁ ଲାଗିଲା ନିଆଁ
ବାସୁଦେବପୁର, ୨୭ା୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ପଞ୍ଚାୟତର ତୁଳମତୁଳା ଗ୍ରାମରେ ସୋମବାର ପୂର୍ବାହ୍ନରେ ଗ୍ୟାସ୍ଚୁଲାରୁ ନିଆଁ ଲାଗି ୧୨ ବଖରା ଘର ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଗ୍ରାମର ଗୌରାଙ୍ଗ ମହନୀଙ୍କ ୨ ବଖରା, ମଳୟ ମହନୀଙ୍କ ୧ ବଖରା,…
ବିବାହ ବନ୍ଧନରେ ବାନ୍ଧି ହେଲେ ଶାର୍ଦୁଲ ଠାକୁର
ନୂଆଦିଲ୍ଲୀ,୨୭।୨: ବିବାହ ବନ୍ଧନରେ ବାନ୍ଧି ହେଲେ ଟିମ୍ ଇଣ୍ଡିଆର ଷ୍ଟାର୍ ଅଲରାଉଣ୍ଡର ଶାର୍ଦୁଲ ଠାକୁର। ସୋମବାର ସେ ତାଙ୍କ ବନ୍ଧୁ ମିତାଲି ପାରୁଲକରଙ୍କୁ ବିବାହ କରିଛନ୍ତି। ମୁମ୍ବାଇରେ ଦୁହେଁ ମରାଠି ରୀତିନୀତିରେ ସାତଫେରା ନେଇଛନ୍ତି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ…
ପୁରଷ ବନ୍ଧୁଙ୍କ ପାଇଁ ନିଜ ଘର ସହ ବନ୍ଧୁବାନ୍ଧବ ଘରୁ ଚୋରି କରୁଥିଲା ଝିଅ, ଧରିଲା ପୋଲିସ
ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ସହର ହରିପୁର ଅଞ୍ଚଳର ଶରତ କୁମାର ନାୟକଙ୍କ ଘରୁ ଓ ତାଙ୍କ ବନ୍ଧୁବାନ୍ଧବଙ୍କ ଘରୁ ବାରମ୍ବାର ଚୋରି ହେଉଥିବା ନେଇ ସହଦେବଖୁଣ୍ଟା ଥାନାରେ ଅଭିଯୋଗ ହୋଇଥିଲା। ବର୍ଷାଧିକ କାଳ ଧରି ଏହି ଚୋରିରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ…
ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ
ବ୍ରହ୍ମପୁର ଅଫିସ,୨୭ା୨: ରଶି ଲଗାଇ ଏକ ଗଛରେ ଝୁଲୁଥିବା ଜଣେ ଯୁବକଙ୍କ ମୃତଦେହ ରେଲଓ୍ବେ ପୋଲିସ ସୋମବାର ଜବତ କରିଛି। ମୃତକଙ୍କ ପକେଟରୁ ମିଳିଥିବା ମୋବାଇଲ ଫୋନ ଜରିଆରେ ପୋଲିସ ଯୁବକଙ୍କ ପରିଚୟ ସ୍ପଷ୍ଟ କରିଛି। ସେ ହେଉଛନ୍ତି ଜଣେ ଗାଡ଼ି…
ପୁଣି ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ତୀବ୍ରତା ୫.୭
ଆଙ୍କାରା,୨୭।୨: ପଶ୍ଚିମ ଏସୀୟ ଦେଶ ତୁର୍କୀରେ ପୁଣି ଥରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ସାରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ରେକର୍ଡ କରାଯାଇଛି। ଏହି ଭୂକମ୍ପ ଯୋଗୁ ଅନେକ ବଡ ବଡ କୋଠା ଭୁଶୁଡି ପଡିଛି।…
କେନ୍ଦୁଝରରେ ମହାବଳ ପ୍ରସଙ୍ଗ: ଅସ୍ବୀକାର କଲେ ଡିଏଫ୍ଓ
କେନ୍ଦୁଝର,୨୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଞ୍ଚଳରେ ମହାବଳ ବାଘ ବୁଲୁଥିବା ଏକ ସିସିଟିଭି ଫଟୋକୁ ନେଇ ଚର୍ଚ୍ଚା ଜୋର ଧରିଛି । ଫଳରେ ଏହାକୁ ନେଇ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ତେବେ…
ଦ୍ୱିତୀୟ ଟେଷ୍ଟ ବିଜୟ ପାଇଁ ୨୧୦ ରନ୍
ଓ୍ବେଲିଂଟନ୍,୨୭ା୨: ଓ୍ବେଲିଂଟନରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ବିଜୟୀ ହେବାକୁ ଇଂଲଣ୍ଡକୁ ୨୧୦ ରନ୍ ଆବଶ୍ୟକ। ପ୍ରଥମ ଇନିଂସରେ ଫଲୋଅନ୍ ପରେ ନ୍ୟୁଜିଲାଣ୍ଡ ୪୮୩ ରନ୍ର ବିଶାଳ ସ୍କୋର କରିଥିଲା। ପୂର୍ବତନ ଅଧିନାୟକ କେନ୍ ଓ୍ବିଲିୟମସନ୍ ୧୩୨ ରନ୍ର ଇନିଂସ ଖେଳିଥିଲେ। ବିଜୟ…
ବେଆଇନ ଅଙ୍ଗାର ବୋଝେଇ ଗାଡି ଜବତ, ଦୁଇ ଗିରଫ
ଆନନ୍ଦପୁର,୨୭।୨(ସ୍ବ.ପ୍ର.): ଆନନ୍ଦପୁର ବନବିଭାଗ ଗୋଟିଏ ବେଆଇନ ଅଙ୍ଗାର ବୋଝେଇ ପିକ୍ଅପ୍ ଭ୍ୟାନକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ୨୦ନଂ ଜାତୀୟ ରାଜପଥର ଗୋହିରାଠାରେ ଏକ ପିକ୍ଅପ ଭ୍ୟାନକୁ ଅଟକ ରଖାଯାଇ ବନବିଭାଗ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ…
ସାଉଥ ସୁପରଷ୍ଟାର ପ୍ରଭାସଙ୍କ ସହ ନଜର ଆସିବେ ସଞ୍ଜୁ ବାବା
ମୁମ୍ବାଇ: ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ନକରାତ୍ମକ ଭୂମିକାକୁ ନେଇ ପୁଣିଥରେ ଫେରୁଛନ୍ତି। ଅଭିନେତା କେବଳ ବଲିଉଡରେ ନୁହେଁ ଦକ୍ଷିଣ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ମଧ୍ୟ ନିଜର ଯାଦୁ ଦେଖାଇଛନ୍ତି। ଗତ ବର୍ଷ ସଞ୍ଜୟ ଦତ୍ତଙ୍କୁ ୟଶ ଷ୍ଟାରର ମେଗା-ବ୍ଲକବଷ୍ଟର ଚଳଚ୍ଚିତ୍ର କେଜିଏଫ…
ଜିଲାପାଳଙ୍କ ଅଫିସ ଘେରିଲେ ଆଶାକର୍ମୀ
ବଲାଙ୍ଗୀର ଅଫିସ,୨୭।୨: ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ବଲାଙ୍ଗୀର ଜିଲା କମିଟି ଏବଂ ଏଆଇଟିୟୁସି ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଶତାଧିକ ଆଶାକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ୧୨ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ…
୧୬ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ପିକଅପ୍ ଭ୍ୟାନ ସହ ଧରାପଡ଼ିଲେ ଡ୍ରାଇଭର
ବଲାଙ୍ଗୀର ଅଫିସ,୨୭।୨: ବଲାଙ୍ଗୀର ସହର ଉପକଣ୍ଠ ବିଜାଖମନ ନିକଟରୁ ଏକ ଗଞ୍ଜେଇ ବୋଝେଇ ପିକଅପ୍ ଭ୍ୟାନକୁ ବଲାଙ୍ଗୀର ପୋଲିସ ସୋମବାର ଜବତ କରି ଡ୍ରାଇଭରଙ୍କୁ ଗିରଫ କରିଛି । ଗିରଫ ଡ଼୍ରାଇଭର ଜଣକ ଛତିଶଗଡ଼ ରାୟଗଡ଼ ସହରର ଓମ୍ପ୍ରକାଶ ଛାବଡା(୬୦)। ଗଞ୍ଜେଇ…
Archives


