Home Left

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କୋରାପୁଟ…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ ଚାର୍ଜିଂ ପାଇଁ ଏକ ଇଲେକ୍ଟ୍ରିକ ଯାନ ପ୍ଲଗ ଇନ କରାଯାଇଥିଲା। ଏହା ଫଳରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ ମାସିକ ଚାଉଳ ଡିଲର ବଣ୍ଟନ କରୁ ନ ଥିବା ମଙ୍ଗଳବାର ଅଭିଯୋଗ ଆଣିଥିଲେ।…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି। ଆବଶ୍ୟକ କାଗଜାତ୍‌ ସହିତ ଆବେଦନ ସତ୍ତ୍ୱେ ପଞ୍ଜୀକୃତରୁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ ପାଇଁ ସୁନାବେଡା ଆରଡି ବିଭାଗ ମଙ୍ଗଳବାର ପ୍ରକ୍ରିୟା ଆରମ୍ଭ କରିଛି। ଯନ୍ତ୍ରୀ ଜୟନ୍ତ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌ ଖୁଣ୍ଟ ପୋତା ଯାଇଥିଲେ ମଧ୍ୟ ବିଦ୍ୟୁତ୍‌ ସଂଯୋଗ ପାଇଁ ସର୍ଭିସ ତାର ଯାଇ…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମା ଆହତ ହୋଇଛନ୍ତି। ସୂଚନା…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା ଚାଷୀ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଜିଲାପାଳ…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ ନେଇ ଗାଡ଼ି ଚାଳକମାନେ ଅସୁରକ୍ଷିତ ମନେକରିଛନ୍ତି। ଏହି କ୍ରମରେ ସେମାନଙ୍କ ସୁରକ୍ଷା ଦିଗରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସାମାଜିକ କର୍ମୀ ଜଣକ ହେଉଛନ୍ତି ମାନସ ରଞ୍ଜନ ପଟ୍ଟନାୟକ…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧ ଜଣ ବିଧାୟକ ଦଳୀୟ ନିଷ୍ପତ୍ତି ବିରୋଧରେ ଯାଇ ଭୋଟ ଦେବା ଫଳରେ ସ୍ବାଧୀନ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯୁବକ ଦୁଇ ଜଣ ହେଲେ ସନ୍ତୋଷ ବାଡତ୍ୟା (୨୮) ଓ ନରସିଂହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri