ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା
ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ରାଜ୍ୟର ଭାଜପା ସରକାର ମଧ୍ୟ ଜନସାଧାରଣଙ୍କ ପାଇଁ ଏକାଧିକ ବଡ଼…
ବାଇକ୍ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ
ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍ରେ ଲଦି ମଦକୁ ବିଭିନ୍ନ ଛକରେ ଥିବା ଦୋକାନକୁ ଚାଲାଣ କରିଥିଲା ବେଳେ ତନ୍ତିଆପାଳ ସାମୁଦ୍ରିକ ଥାନା…
୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର ଯାଦୁ ଅକ୍ଷୁର୍ଣ୍ଣ ରହିଛି। ତାହିର ବର୍ତ୍ତମାନ ଟି-୨୦ କ୍ରିକେଟ ଇତିହାସରେ ଗୋଟିଏ ମ୍ୟାଚରେ…
ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…
କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ ହୋଇଆସୁଛି। ଗୋଚର ଜମି ଚିହ୍ନଟ କରି ଜବରଦଖଲ ମୁକ୍ତ କରିବା ଦାବିରେ ଗ୍ରାମର…
ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…
କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି TMCର ବିଦ୍ରୋହୀ ଗୋଷ୍ଠୀ ଆହୱାନ ଦେଇଛି। ଏପରିକି ମମତା ନନ୍ଦୀଗ୍ରାମରୁ ଲଢ଼ିଲେ ତାଙ୍କ…
ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟକ୍ଷତି ହୋଇଥିବା…
ହାତୀକୁ ଧକ୍କା ଦେଲା ଟ୍ରେନ୍: ଚାଲିଗଲା ଜୀବନ
ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବିଷମକଟକ ଓ ଥେରୁବାଲି ରେଳ ଷ୍ଟେଶନ ମଧ୍ୟବର୍ତ୍ତୀ ରେଳ…
ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା
କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ବିଶେଷକରି ଗ୍ରାମାଞ୍ଚଳରେ ଜନଜୀବନ ପ୍ରଭାବିତ…
‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର ଏକ କାର୍ଯ୍ୟକ୍ରମ ଅବସରରେ ସେ କହିଛନ୍ତି ଯେ, ଏହି ହାଇୱେର ଉଦ୍ଘାଟନ କାର୍ଯ୍ୟକ୍ରମରେ…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…
ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ ଥିବା ପାଣ୍ଡ୍ୟାଙ୍କୁ ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ଦିନିକିଆ ସିରିଜ ପାଇଁ ଇଣ୍ଡିଆ ‘ଏ’…
ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି
ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା ନେଇ ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇଥିଲା। ପରବର୍ତ୍ତୀ ସମୟରେ ଜଳସେଚନ ବିଭାଗ ପକ୍ଷରୁ…
ସୁଟ୍କେସ୍ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ
ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ମହିଳା ଜଣକ ମଧ୍ୟପ୍ରଦେଶର ବାଗସ୍ବୋଣ୍ୟା ଥାନା ଅନ୍ତର୍ଗତ ଲାଲ ଟାଙ୍କି…

