ଅଳିଆ ଗୋଟାଳିଙ୍କୁ ପ୍ରଶଂସାର ସୁଅ
କେନ୍ଦ୍ରାପଡ଼ା ଅଫିସ, ୨୭ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯୮ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବର୍ଜ୍ୟବସ୍ତୁରୁ ସମ୍ପଦ ସହ ସ୍ବଚ୍ଛତା ଅଭିଯାନ ସମ୍ପର୍କରେ ଆଲୋଚନା ସମୟରେ କେନ୍ଦ୍ରାପଡ଼ା ବ୍ଲକ ଗୁଲନଗର ପଞ୍ଚାୟତ ଖଇରାବାଦ ଗ୍ରାମର କମଳା…
ତଦନ୍ତ ନବଙ୍କ ପରିବାର ସପକ୍ଷରେ ନା ଗୋପାଳଙ୍କୁ ପାଗଳ ସଜାଇବାକୁ
ଭୁବନେଶ୍ବର, ୨୭ା୨(ବ୍ୟୁରୋ):ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଶାସକ ଦଳ ପକ୍ଷରୁ ବିରୋଧୀ ଦଳ ପ୍ରତି ଆକ୍ଷେପ କରାଯାଉଥିବା ଦେଖାଯାଉଛି। ବିଜେଡି ନେତା, ବିଧାୟକ ଓ କାର୍ଯ୍ୟକର୍ତ୍ତାମାନେ ବିରୋଧୀଙ୍କ ବିପକ୍ଷରେ…
ବୁଲାକୁକୁରଙ୍କୁ ହଟାଇବା ନିର୍ଦ୍ଦେଶକୁ ବିରୋଧ
ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲାକୁକୁର ଝୁଣି ମାରିଦେବା ଘଟଣା ପରେ ଓଡ଼ିଶାରେ ରାସ୍ତାକଡ଼ରୁ ବୁଲା କୁକୁରଙ୍କୁ ହଟାଇବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମନ୍ତ୍ରୀ…
ମହାପ୍ରଭୁଙ୍କୁ ଦର୍ଶନ କଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ
ପୁରୀ ଅଫିସ, ୨୭ା୨:ଆସନ୍ତା ମାର୍ଚ୍ଚ ୧ତାରିଖରେ ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଏହି ପରିପ୍ରେକ୍ଷୀରେ ଜେନା ତାଙ୍କ ସହଧର୍ମିଣୀଙ୍କ ସହ ରବିବାର ରାତି ପ୍ରାୟ ୧୦.୩୦ରେ…
ସଞ୍ଜ ହେଲେ ଗାଁରେ ଭାଲୁ
ଆନନ୍ଦପୁର,୨୭।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଦେଖାଯାଇଛି। ସଞ୍ଜ ହେଲେ ପଲ ପଲ ହୋଇ ଭାଲୁ ଗଁାକୁ ପଶି ଆସୁଛନ୍ତି। ଫଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ବେଳେ…
ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କୁ ୨୩ ମାର୍ଚ୍ଚ ସୁଦ୍ଧା ହାସଲ କରିବାକୁ ହେବ ବିଶ୍ୱାସ ମତ
କାଠମାଣ୍ଡୁ,୨୭ ।୨: ନେପାଳରେ ରାଜନୈତିକ ଅସ୍ଥିରତା ଜାରି ରହିଛି । ମାର୍ଚ୍ଚ ୨୮ ସୁଦ୍ଧା ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲଙ୍କୁ ସଂସଦର ନିମ୍ନ ଗୃହ-ପ୍ରତିନିଧି ସଭାରେ ବିଶ୍ୱାସମତ ହାସଲ କରିବାକୁ ପଡିବ । ରାଷ୍ଟ୍ରୀୟ ପ୍ରଜାତାନ୍ତ୍ରୀକ ପାର୍ଟିର ମୁଖ୍ୟ ଓ ପ୍ରଚଣ୍ଡ…
ମନୀଷ ସିସୋଡିଆ ଗିରଫ ପରେ ଟୁଇଟର୍ ଡିପି ହଟାଇଲା ଏଏପି
ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ ହୋଇଛନ୍ତି। ସିସୋଡିଆଙ୍କୁ ଗିରଫ ପରେ ଆମ୍ ଆଦମୀ ପାର୍ଟି ପକ୍ଷରୁ ଟୁଇଟର୍ ଡିପି ହଟାଇଦିଆଯାଇଛି। ଏହାସହ ଏଏପି ଏକ ଖବରଦାତା ସମ୍ମିଳନୀ କରି ଭାଜପାକୁ ଘେରିଛି। ଏଏପି…
ଅଧିକାର ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଆଫଗାନିସ୍ତାନ ମହିଳା
କାବୁଲ,୧।୨: ଅଗଷ୍ଟ ୨୦୨୧ରେ ଆଫଗାନିସ୍ତାନ ଉପରେ ତାଲିବାନ କବ୍ଜା କରିଥିଲା। ଏହାପରେ ଦେଶରେ ମହିଳାମାନଙ୍କ ଉପରେ ଅନେକ ପ୍ରତିବନ୍ଧକ ଲଗାଇଦିଆଯାଇଥିଲା। ମହିଳାଙ୍କୁ ପଢିବା ଏବଂ ଚାକିରି କରିବା ଉପରେ ରୋକ ଲଗାଇ ଦିଆଯାଇଥିଲା। ଏବେ ମହିଳା ମାନେ ନିଜ ଅଧିକାର ପାଇଁ…
କ୍ୟାପ୍ଟେନ୍ଶିପ୍ରେ ଲାନିଙ୍ଗ୍ଙ୍କ ଶତକ
କେପ୍ଟାଉନ୍,୨୬।୨: ଅଷ୍ଟ୍ରେଲିଆ ମହିଳା ଦଳର ଅଧିନାୟିକା ମେଗ୍ ଲାନିଙ୍ଗ୍ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି। ପ୍ରଥମ ଅନ୍ତର୍ଜାତୀୟ ଖେଳାଳି ଭାବେ ଲାନିଙ୍ଗ୍ ଟି୨୦ କ୍ୟାପ୍ଟେନ୍ଶିପ୍ରେ ଶତକ ହାସଲ କରିଛନ୍ତି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ବିଶ୍ୱକପ୍ ଫାଇନାଲରେ…
ଟ୍ରକ୍ ଧକ୍କାରେ ଚାଲିଗଲା ଗ୍ରାମରକ୍ଷୀଙ୍କ ଜୀବନ
ଦେବଗଡ଼,୨୬।୨(ଡି.ଏନ୍.ଏ.): ଦେବଗଡ଼ ଥାନା ବଳମ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମାଲ ବୋଝେଇ ଟ୍ରକ ଧକ୍କାରେ ଜଣେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗ୍ରାମରକ୍ଷୀ ଭାବେ କାର୍ଯ୍ୟରତ ବସାଲଇ ଗ୍ରାମର ଭୁବନେଶ୍ୱର କଲେତ ରବିବାର…
ଅନ୍ଲାଇନରେ ମଗାଇଥିଲେ ମୋବାଇଲ୍, ଆସିଲା ନକଲି
ବ୍ରହ୍ମପୁର ଅଫିସ,୨୬ା୨: ଅନ୍ଲାଇନରେ ମୋବାଇଲ ଅର୍ଡର କରି ବ୍ରହ୍ମପୁରର ଜଣେ ଯୁବକ ହଟହଟ୍ଟା ହୋଇଛନ୍ତି। ଅସଲି ମୋବାଇଲ ବଦଳରେ ତାଙ୍କୁ ସମ୍ପୃକ୍ତ ସଂସ୍ଥା ପକ୍ଷରୁ ଏକ ନକଲି ତଥା ଡମି ମୋବାଇଲ ମିଳିଛି। ଏ ନେଇ ଯୁବକ ଜଣଙ୍କ ସାଇବର ଥାନାରେ…
ରାସ୍ତା କଡରେ ଚା’ ପିଇଲେ ଜର୍ମାନ ଚାନ୍ସସେଲର
ବେଙ୍ଗାଲୁରୁ,୨୬।୨: ଭାରତ ଗସ୍ତରେ ଥିବା ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ରବିବାର ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ କ୍ରିକେଟ ଷ୍ଟାଡିୟମରେ ପହଞ୍ଚିଛନ୍ତି। ସ୍କୋଲଜ ଏଠାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ପୁରୁଷ ଏବଂ ମହିଳା ଖେଳାଳିଙ୍କ ସହ ପ୍ରାୟ ୧୫ ମିନିଟ କଥା…
Archives


