ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବ୍ୟାପକ ସହାୟତା
ଭୁବନେଶ୍ୱର,୬।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିର ସାମାଜିକ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଏକ ୧୦ସୂତ୍ରୀ କାର୍ଯ୍ୟକ୍ରମ ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପୀଡ଼ିତ ଲୋକମାନଙ୍କ ଲାଗି ଘୋଷଣା କରାଯାଇଛି। ଫାଉଣ୍ଡେଶନ ବିଭିନ୍ନ ପ୍ରକାର ରିଲିଫ୍ ପଦକ୍ଷେପ ଯଥା ଆସନ୍ତା ୬ମାସ ପର୍ଯ୍ୟନ୍ତ…
ପୂଜାଙ୍କ ଖାସ୍ ମୁହୂର୍ତ୍ତ
ମୁମ୍ବାଇ,୫ା୬: ସାଉଥ୍ ଅଭିନେତ୍ରୀ ପୂଜା ହେଗ୍ଡେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଜଣେ ପ୍ରସିଦ୍ଧ ଅଭିନେତ୍ରୀ। ସେ ବଲିଉଡ୍ରେ ଡେବ୍ୟୁ କରିବା ପରେ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ବଢ଼ିଯାଇଛି। ଏପ୍ରିଲ ୨୧ରେ ରିଲିଜ୍ ହୋଇଥିବା ମୁଭି ‘କିସି କା ଭାଇ କିସି କି ଜାନ୍’ରେ…
ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ
ଯାଜପୁର ଅଫିସ,୬ା୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବର ପାହାଡ଼ର କଳାପଥର ଖାଦାନରେ ଗତ ୩୧ ତାରିଖ ମଧ୍ୟରାତ୍ରିରେ ଜଣେ ଶିଶୁ ଶ୍ରମିକଙ୍କ ସହ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଓଡ଼ିଶା ଲୋକାୟୁକ୍ତ ନିଜ ଆଡୁ…
ମେ’ରେ ହିରୋର ୫,୧୯,୪୭୪ ୟୁନିଟ୍ ବିକ୍ରି
ନୂଆଦିଲ୍ଲୀ,୬।୬: ଦେଶର ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ୨୦୨୩ ମେ ମାସରେ ୫,୧୯, ୪୭୪ ୟୁନିଟ୍ ମୋଟର ସାଇକେଲ ବିକ୍ରି କରିଛି। ଏପରିକି ୨୦୨୨ ମେ’ ମାସ ତୁଳନାରେ କମ୍ପାନୀର ବିକ୍ରି ଅଭିବୃଦ୍ଧି ୭% ରହିଛି। ଉଲ୍ଲେଖଯୋଗ୍ୟ, ୨୦୨୨…
ହୋଣ୍ଡା ପକ୍ଷରୁ ଜାତୀୟ ପରିବେଶ ଅଭିଯାନ
ନୂଆଦିଲ୍ଲୀ,୬।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ(ଏଚ୍ଏମ୍ଏସ୍ଆଇ) ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହୋଣ୍ଡା ପକ୍ଷରୁ ସପ୍ତାହବ୍ୟାପୀ ଜାତୀୟ ପରିବେଶ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନ ୨୦୨୩ ଜୁନ୍ ୧୧ ପର୍ଯ୍ୟନ୍ତ ଚାଲିବ।…
ସିବିଆଇ ତଦନ୍ତ ସହାୟକ ହେବନି: ମମତା
ନୂଆଦିଲ୍ଲୀ/କୋଲକାତା, ୬ା୬: ଓଡ଼ିଶାରେ ୩ଟି ଟ୍ରେନ୍ ମଧ୍ୟରେ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)କୁ ଦିଆଯାଇଛି। ତେବେ ଏହି ତଦନ୍ତରୁ କୌଣସି ଫଳ ମିଳିବ ନାହିଁ ବୋଲି ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ସେ କୋଲକାତାର…
ବୀମାଧାରକଙ୍କ ପାଇଁ ଏସ୍ବିଆଇ ଜେନେରାଲର ସହାୟତା
ନୂଆଦିଲ୍ଲୀ,୬।୬: ଗତ ସପ୍ତାହରେ ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ପାଇଁ ଏସ୍ବିଆଇ ଜେନେରାଲ ପକ୍ଷରୁ ଆବଶ୍ୟକ ସହଯୋଗ ଓ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ କମ୍ପାନୀର…
ବୃକ୍ଷ ସଂରକ୍ଷଣକୁ ଗୁରୁତ୍ୱ
କଟକ,୬।୬: ବ୍ୟାଙ୍କ ଅଫ୍ ବରୋଦା(ବିଓବି)ର କ୍ଷେତ୍ରୀୟ କାର୍ଯ୍ୟାଳୟ କଟକ ପକ୍ଷରୁ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଓବି କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏମ୍ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର…
ଶୈଳେଶଙ୍କ ଶତକ, ଆଜାଦ୍ଙ୍କୁ ୬ ଉଇକେଟ
ଭୁବନେଶ୍ୱର, ୬ା୬ (ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ୧୬ ବର୍ଷରୁ କମ୍ ଆନ୍ତଃଜିଲା ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟରେ ସୋମବାର ଭୁବନେଶ୍ୱର ‘ଏ’, ସମ୍ବଲପୁର, କୋରାପୁଟ, ନୟାଗଡ଼, ବାଲେଶ୍ୱର ଓ ଢେଙ୍କାନାଳ ସେମାନଙ୍କ ମ୍ୟାଚରେ ବିଜୟୀ ହୋଇଛନ୍ତି।…
ସିଗ୍ନାଲ୍ ବ୍ୟବସ୍ଥାର ହେବ ସୁପର ଚେକ୍
ଭୁବନେଶ୍ୱର,୬ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ ଦୁର୍ଘଟଣା ପରେ ରେଲଓ୍ବେ ବୋର୍ଡ ତତ୍ପରତା ପ୍ରକାଶ କରିଛି। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସିଗ୍ନାଲ ବ୍ୟବସ୍ଥାର ‘ସୁପର ଚେକ୍’ (ଯାଞ୍ଚ) କରିବାକୁ ବୋର୍ଡ ପକ୍ଷରୁ ସୋମବାର ସମସ୍ତ ୧୯ ରେଲଓ୍ବେ…
ସ୍ପେଶାଲ ଅଲିମ୍ପିକ୍ସକୁ ଭାରତର ୨୫୫ ଜଣିଆ ଦଳ
ନୂଆଦିଲ୍ଲୀ, ୬ା୬(ପି.ଟି.): ଜର୍ମାନୀର ବର୍ଲିନ୍ଠାରେ ଜୁନ୍ ୧୭ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍ଡ ସମର ଗେମ୍ସ ରେ ଭାରତର ୨୫୫ ସଦସ୍ୟ ବିଶିଷ୍ଟ ଏକ ଶକ୍ତିଶାଳୀ ଦଳ ଅଂଶଗ୍ରହଣ କରିବ। ଦଳରେ ୧୯୮ ଆଥଲେଟ ଓ ୫୭ କୋଚ୍…
ସେମି ଲାଇନ୍ଅପ୍ ଚୂଡାନ୍ତ
ବୁଏନ୍ସ ଏୟାର୍ସ, ୬ା୬(ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍ ଫୁଟବଲ ବିଶ୍ୱକପର ସେମିଫାଇନାଲ ଲାଇନ୍ ଅପ୍ ଚୂଡାନ୍ତ ହୋଇଛି। ରବିବାର ବିଳମ୍ବିତ ରାତ୍ରିରେ ଅନୁଷ୍ଠିତ ମ୍ୟାଚକୁ ଜିତିବା ସହ ଉରୁଗୁଏ ଓ ଦକ୍ଷିଣ କୋରିଆ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପୂର୍ବରୁ…

