ବିପଦରେ ପରିବେଶ ସମ୍ବେଦନଶୀଳ ୧୪୭ ଗାଁ
କେନ୍ଦ୍ରାପଡ଼ା ଅଫିସ, ୨୬।୨: କେନ୍ଦ୍ରାପଡ଼ା ଜିଲା ତାଳଚୁଆ ଥାନା ଅମରାବତୀ ଗ୍ରାମର ଚିଙ୍ଗୁଡ଼ି ଘେରିରେ ଲାଗିଥିବା ପାଣିଉଠା ମୋଟରରେ ମୟୁରଭଞ୍ଜ ଜିଲାର ଶ୍ରମିକ କଂଗ୍ରେସ ମୁଣ୍ଡାଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି ା କେବଳ କଂଗ୍ରେସ ନୁହନ୍ତି, ଗତ ୩ ବର୍ଷରେ ନିମ୍ନମାନର…
ଭଲ କାମ କଲେ ପୁରସ୍କାର, ଖରାପରେ ଦଣ୍ଡ
ଜଗତ୍ସିଂହପୁର ଅଫିସ, ୨୬।୨: ରାଜ୍ୟ ସରକାର ଶିକ୍ଷାର ବିକାଶ ପାଇଁ ବ୍ୟାପକ ପରିବର୍ତ୍ତନ ଆଣୁଛନ୍ତି। ବେସରକାରୀ ଭଳି ଏଣିକି ସରକାରୀ ବିଦ୍ୟାଳୟରେ ନୋଟ୍ ସିଟ୍ ଦିଆଯିବା ବ୍ୟବସ୍ଥା ହେବ। ପିଲାମାନଙ୍କୁ ଦିଆଯାଉଥିବା ଡ୍ରେସ ଓ ସାଇକେଲ ବାବଦରେ ଅଧିକ ଅର୍ଥ ବରାଦ…
ବନ୍ଦହେବାକୁ ଯାଉଛି ଏମ୍ଏମ୍ଟିସି
ପାରାଦୀପ,୨୬।୨(ସ୍ବ.ପ୍ର.): କେନ୍ଦ୍ର ସରକାର ଅନେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ଘରୋଇ ପୁଞ୍ଜିପତିଙ୍କ ହାତରେ ଟେକି ଦେଉଛନ୍ତି ବୋଲି ଦେଶରେ ଚର୍ଚ୍ଚା ଜୋର ଧରିଛି। ଏବେ ଆଉ ଏକ ସରକାରୀ ଉପକ୍ରମ ଓଡ଼ିଶାରେ ବନ୍ଦ ହେବାକୁ ଯାଉଛି। ତାହା ହେଲା ଏମ୍ଏମ୍ଟିସି (ମିନେରାଲ ମେଟାଲ ଟ୍ରେଡିଂ…
ଷଷ୍ଠ ଟାଇଟଲ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
କେପ୍ଟାଉନ୍,୨୬ା୨: ରବିବାର କେପ୍ଟାଉନ୍ର ନ୍ୟୁଲାଣ୍ଡ୍ସରେ ଖେଳାଯିବ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ ଫାଇନାଲ। ଷଷ୍ଠ ଟାଇଟଲ ହାସଲ ଲକ୍ଷ୍ୟରେ ରହିଥିବା ଶକ୍ତିଶାଳୀ ଅଷ୍ଟ୍ରେଲିଆ ସମ୍ମୁଖରେ ରହିଛି ଘରୋଇ ଦକ୍ଷିଣ ଆଫ୍ରିକା। ବିଗତ ଏକ ବର୍ଷ ମଧ୍ୟରେ ଘରୋଇ ଦଳ କ୍ରିକେଟରେ ବେଶ୍…
ଭିଟାମିନ୍-ବି’ ଅଭାବରେ…
ଅସନ୍ତୁଳିତ ଖାଦ୍ୟାଭ୍ୟାସ ବର୍ତ୍ତମାନ ମଡର୍ନ ଲାଇଫ୍ଷ୍ଟାଇଲ୍ର ଏକ ଅଂଶ ପାଲଟିଗଲାଣି କହିଲେ ଅତ୍ୟୁକ୍ତି ହେବ ନାହିଁ। ଯଦ୍ଦ୍ବାରା ଅନେକଙ୍କଠାରେ ବିଭିନ୍ନ ପୋଷକତତ୍ତ୍ୱର ଅଭାବ ହେଉଛି ଏବଂ ତତ୍ସମ୍ବନ୍ଧୀୟ ସ୍ବାସ୍ଥ୍ୟ ସମସ୍ୟା ଉପୁଜୁଛି। ଜାଣିବା ଶରୀରରେ ଭିଟାମିନ୍୍-ବି’ ଅଭାବକୁ ଦୂର କରି ଫିଟ୍…
କଫି ପାଇଁ ଛାଡ଼ପତ୍ର
ଇସ୍ଲାମିକ୍ ଦେଶ ତୁର୍କୀ ନିକଟରେ ଭୟଙ୍କର ଭୂକମ୍ପର ଶିକାର ହୋଇଛି। ଏଠାରେ ବହୁତ କ୍ଷୟକ୍ଷତି ହେବା ସହ ଏବେବି ଅନେକ ମୃତକଙ୍କୁ ଠାବ କରାଯାଇପାରି ନାହିଁ। ତେବେ ସୁନ୍ଦର ପର୍ଯ୍ୟଟନସ୍ଥଳୀରେ ପରିପୂର୍ଣ୍ଣ ଏହି ଦେଶରେ ଏମିତି କିଛି ଅଜବ କଥା ବା…
ସାଇବର ବୁଲିଂ
ସୋସିଆଲ୍ ମିଡିଆରେ ପ୍ରତ୍ୟେକ ବର୍ଗର ଲୋକଙ୍କ ସହିତ ଯୋଗାଯୋଗ କରିବା ସହ ନିଜ ବିଚାରକୁ ସର୍ବସମ୍ମୁଖରେ ରଖିବାର ସୁବିଧା ମିଳୁଛି। ନିଜ ଅନ୍ତର୍ନିହିତ ପ୍ରତିଭା ପରିପ୍ରକାଶ ପାଇଁ ଏହା ଏକ ବଳିଷ୍ଠ ପ୍ଲାଟଫର୍ମ ମଧ୍ୟ ସାଜିଛି। ତେବେ ଏସବୁ ସୁବିଧା ସତ୍ତ୍ୱେ…
ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ମିଶନଶକ୍ତି ଗୃହ
ମଙ୍ଗୁଳି-ଚୌଦ୍ୱାର, ୨୬।୨(ଡି.ଏନ୍.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୯ନଂ. ଓ୍ବାର୍ଡରେ ୨ ବର୍ଷ ହେବ ଏକ ମିଶନଶକ୍ତି ଗୃହ ନିର୍ମାଣ ହୋଇଛି। ହେଲେ ଏପର୍ଯ୍ୟନ୍ତ ଏହା ଉଦ୍ଘାଟନ ହୋଇ ନ ଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ମିଳିଥିବା ସୂଚନା ଅନୁଯାୟୀ, ୨୦୨୧…
କୋରାପୁଟରେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୬।୨(ବ୍ୟୁରୋ)/ବୈପାରୀଗୁଡ଼ା(ଡି.ଏନ.ଏ.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜୟପୁରରେ ପହଞ୍ଚିବା ପରେ ସେଠାରୁ ସେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ବର ମନ୍ଦିର ଗସ୍ତ କରିଥିଲେ। ଗୁପ୍ତେଶ୍ବର ମନ୍ଦିରର…
ଶାହାରୁଖଙ୍କ ଏହି ଗୀତ ସବୁଠୁ ହିଟ୍, ପାଇସାରିଲାଣି ୧୯୫ ମିଲିୟନରୁ ଅଧିକ ଭ୍ୟୁ
ମୁମ୍ବାଇ: ଆଜିକାଲି ୟଶରାଜଙ୍କ ଫିଲ୍ମରେ ନିର୍ମିତ ଡକ୍ୟୁମେଣ୍ଟାରୀ ‘ରୋମାଣ୍ଟିକ୍ସ’କୁ ବହୁତ ପସନ୍ଦ କରାଯାଉଛି। ୟଶରାଜଙ୍କ ସବୁଠୁ ହିଟ୍ ଫିଲ୍ମ ମଧ୍ୟରୁ ଗୋଟିଏ ହେଉଛି ‘ଦିଲଓ୍ବାଲେ ଦୁଲ୍ହାନିଆ ଲେ ଯାୟେଙ୍ଗେ’। ଏହି ଫିଲ୍ମର ସମସ୍ତ ଗୀତ ହିଟ୍ ଥିଲା ଏବଂ ଏହାର ଟାଇଟଲ…
ମାଛକୁଣ୍ଡ ଟିପି ଡ୍ୟାମ୍ରୁ ବିଦ୍ୟୁତ୍ ଉତ୍ପାଦନ ବନ୍ଦ
କୋରାପୁଟ, ୨୬।୨(ସ୍ବ.ପ୍ର.): କୋରାପୁଟ ଜିଲାର ଅନକାଡେଲିସ୍ଥିତ ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପର ଟିପି ଡ୍ୟାମରେ ଗଛ ଗଣ୍ଡି ଓ ଡାଳ ଲାଗି ଗେଟ୍ ପ୍ରଭାବିତ ହୋଇଛି। ଏଥିଯୋଗୁ ପ୍ରକଳ୍ପର ବିଦ୍ୟୁତ୍ ଉପତ୍ାଦନ ବନ୍ଦ ରହିଥିବା ଅଧୀକ୍ଷଣ ଯନ୍ତ୍ରୀ କେ.ଭି. ନାଗେଶ୍ୱର ରାଓ…
ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା
ଭବାନୀପାଟଣା,୨୬।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ତ୍ରିକୋଣୀୟ ପ୍ରେମରୁ କଲେଜ ଛାତ୍ର ଦିଲୀପ ବାଗ (୧୭) ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ୩ ଅଭିଯୁକ୍ତ ମୋହନ ମାଝି, ଅବତାର ମାଝି, ଚନ୍ଦ୍ର ମାଝିଙ୍କୁ ପୋଲିସ ଗିରଫ କରି…
Archives


