କ୍ରୀଡ଼ା ପ୍ରତି ସଚ୍ଚୋଟ ମନୋଭାବ ଆବଶ୍ୟକ: କୋହଲି
ନୂଆଦିଲ୍ଲୀ,୨୬ା୨(ପି.ଟି.): ଆଇସିସି ଟ୍ରଫିକୁ ନେଇ ବିରାଟ କୋହଲିଙ୍କୁ କିଛି କ୍ରିକେଟ ସମୀକ୍ଷକ ବିଫଳ ଅଧିନାୟକର ଟ୍ୟାଗ ଦେଇଛନ୍ତି। ତାଙ୍କ ନେତୃତ୍ୱରେ ଭାରତ ୪ ବର୍ଷରେ ଗୋଟିଏ ଆଇସିସି ଟ୍ରଫି ଜିତି ନ ଥିଲା। ଆର୍ସିବିର ପୋଡକାଷ୍ଟରେ କୋହଲି ଏହା ଉପରେ ପ୍ରତିକ୍ରିୟା…
ଦେଢ଼କୋଟି ଟପିଲା ବେପାର
ଖୋର୍ଦ୍ଧା ଅଫିସ,୨୬।୨: ଖୋର୍ଦ୍ଧା ଜିଲା ପ୍ରଶାସନ, ଓର୍ମାସ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ୫ଦିନ ଧରି ଚାଲିଥିବା ଜିଲାସ୍ତରୀୟ ପଲ୍ଲିଶ୍ରୀ ଓ କୃଷି ଯାନ୍ତ୍ରିକ ମେଳାର ଉଦ୍ଯାପନୀ ଦିବସ ଗଞ୍ଜାମର ପ୍ରସିଦ୍ଧ ଲୋକକଳା ନରେନ୍ଦ୍ରପୁରର ଯୋଡ଼ିଶଙ୍ଖରୁ ଆରମ୍ଭ…
ଦୁଇ ସିଂହକୁ ଅଟକାଇଦେଲା ଅହିରାଜ, ଭିଡିଓ ଦେଖିଲେ…
ସିଂହ ଜଙ୍ଗଲର ସବୁଠାରୁ ଶକ୍ତିଶାଳୀ ଏବଂ ଭୟଭୀତ ପଶୁ ବୋଲି କୁହାଯାଏ। ତା’ ସାମ୍ନାକୁ ଯିବାକୁ କେହି ବି ସାହସ କରନ୍ତି ନାହିଁ। କାରଣ ଯଦି କେହି ସାମ୍ନାକୁ ଆସନ୍ତି, ତେବେ ସହଜେ ବର୍ତ୍ତିବା ସମ୍ଭବ ହୋଇ ନ ଥାଏ। କିନ୍ତୁ…
ଶୌଚ ପାଇଁ ଗ୍ରାହକ, ବ୍ୟବସାୟୀ ହଟହଟା
ଭୁବନେଶ୍ୱର, ୨୬।୨(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣରେ ସଫଳତା ପାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ନାନା ଯୋଜନା କରାଯାଉଛି। କିନ୍ତୁ ରାଜଧାନୀବାସୀଙ୍କ ଦୈନନ୍ଦିନ ଆବଶ୍ୟକତା ପୂରଣ କରୁଥିବା ୟୁନିଟ୍-୧ ହାଟରେ ପ୍ରତିଦିନ ହଜାର ହଜାର ଲୋକ ଚଳପ୍ରଚଳ କରୁଥିଲେ ମଧ୍ୟ…
ଇଂ. ବସନ୍ତ ପରିଡ଼ା ଆଇଡବ୍ଲ୍ୟୁଡବ୍ଲ୍ୟୁଏର ପ୍ରଥମ ଓଡ଼ିଆ ମହାସଚିବ ନିର୍ବାଚିତ
ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଦେଶ ବିଦେଶର ୧୨ଶହରୁ ଅଧିକ ଇଞ୍ଜିନିୟର ଏବଂ ଦକ୍ଷ ବିଶେଷଜ୍ଞଙ୍କୁ ନେଇ ଜଳ ଓ ବର୍ଜ୍ୟଜଳ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଖିଳ ଭାରତୀୟ ସଂସ୍ଥା ଇଣ୍ଡିଆନ ଓ୍ବାଟର ଓ୍ବାର୍କ୍ସ ଆସୋସିଏଶନ (ଆଇଡବ୍ଲ୍ୟୁଡବ୍ଲ୍ୟୁଏ)ର ମହାସଚିବ ଭାବେ ଇଞ୍ଜିନିୟର ବସନ୍ତ ପରିଡ଼ା ନିର୍ବାଚିତ…
ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପୁଣି ବନ୍ଦ
ପୁରୁଣା ଭୁବନେଶ୍ୱର,୨୬।୨(ଡି.ଏନ୍.ଏ.): ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଶନିବାର ଥିବାବେଳେ ପୂର୍ବ ବର୍ଷ ଭଳି ବନ୍ଦ ହୋଇଛି। ମଲ୍ଲିଆ ସେବାୟତ ପାଳି କରିବାକୁ ନ ଆସିବାରୁ ଅସ୍ବାଭାବିକ ପରିସ୍ଥିତି ଉପୁଜିଛି। ପ୍ରାତଃରୁ କପିଳେଶ୍ୱର ମନ୍ଦିର କବାଟ…
ବଢ଼ୁଛି ନକଲି ହାତୀଦାନ୍ତ ବେପାର
ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟରେ ହାତୀ-ମଣିଷ ଦ୍ୱନ୍ଦ୍ୱ ଦିନକୁ ଦିନ ବଢ଼ିବାରେ ଲାଗିଛ। ହାତୀ ଯୋଗୁ ମଣିଷ ଜୀବନ ନଷ୍ଟ ହେଲେ କ୍ଷତିପୂରଣ ସରକାର ଦେଉଛନ୍ତି। ହେଲେ ମଣିଷ ଦ୍ବାରା ହାତୀର ମୃତ୍ୟୁ ହେଲେ କେହି ଉତ୍ତରଦାୟୀ ହେଉନାହାନ୍ତି। ହାତୀ ଶିକାର ଓ…
ମେଳା ମିଳନର ମହାପର୍ବ
ଭୁବନେଶ୍ୱର,୨୬।୨: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ଥାନୀୟ ଜନତା ମଇଦାନଠାରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ୧୮ ତମ ହୋମ୍ ଆଣ୍ଡ ଡେକୋର-୨୦୨୩ ରିୟଲ ଇଷ୍ଟେଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ସେହିଭଳି ବେଙ୍ଗଲ ଚ୍ୟାମ୍ବର ଅଫ୍ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି ସହ ଜିଏସ୍…
ଟ୍ରାଇଆଥ୍ଲୋନ ସୁଇମିଂରେ ପ୍ରତିଯୋଗୀଙ୍କ ମୃତ୍ୟୁ
କୋଣାର୍କ୨୬।୨(ଡି.ଏନ୍.ଏ.): କୋଣାର୍କ-ପୁରୀ ବେଳାମାର୍ଗ ନିକଟ ରାମଚଣ୍ଡୀ ପୀଠରେ ରାଜସ୍ଥାନର ହରକ୍ୟୁଲିନ୍ ପକ୍ଷରୁ ଟ୍ରାଇଆଥ୍ଲୋନର ଶନିବାର ସୁଇମିଂ ପ୍ରତିଯୋଗିତା ଚାଲିଥିବାବେଳେ ଜଣେ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜସ୍ଥାନ ଯୋଧପୁର ଅଞ୍ଚଳର ନୀତିନ ସୋନି(୪୨)। ସେ ଆର୍ମିର ଜଣେ ମେଜର ଥିବାବେଳେ…
ପିଏନ୍ବି ଗୃହଋଣ ଷ୍ଟଲ୍ ଉଦ୍ଘାଟିତ
ଭୁବନେଶ୍ୱର,୨୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ସ୍ବତନ୍ତ୍ର ଋଣମେଳା ଷ୍ଟଲ୍ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ମେଗା ହୋମ୍ ଆଣ୍ଡ୍ ଡେକୋର ମେଳାରେ ପିଏନ୍ବି ଗୃହଋଣ ଷ୍ଟଲ୍ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ…
ଆଜି ଜୀ ସାର୍ଥକର ଦମ୍ଦାର ରବିବାର
ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍ ପ୍ରସାରିତ ହେବ। ବିଶେଷକରି କେତେକ ଅନାବଶ୍ୟକ ପରିସ୍ଥିତି ଯୋଗୁ ଚଳିତ ସପ୍ତାହରେ ଦର୍ଶକଙ୍କ ସହ ସମ୍ପୂର୍ଣ୍ଣ…
୪ ଦିନିଆ ପୋଲିସ ରିମାଣ୍ଡରେ ଅଭିଯୁକ୍ତ
ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ୪ଦିନିଆ ରିମାଣ୍ଡରେ ନେଇଛି। ଅଭିଯୁକ୍ତଙ୍କୁ ୫ଦିନିଆ ରିମାଣ୍ଡରେ ନେବା ପାଇଁ ପୋଲିସ…
Archives


