Home Left

କନ୍ୟାପକ୍ଷଙ୍କୁ ବରଯାତ୍ରୀଙ୍କ ଛୁରାମାଡ଼

ବଲାଙ୍ଗୀର ଅଫିସ/ଲାଠୋର/କଣ୍ଟାବାଞ୍ଜି,୨୬୨(ଡି.ଏନ୍‌.ଏ.)ବଲାଙ୍ଗୀର ଜିଲା ତୁରେକେଲା ଥାନା ମୁରିବାହାଲ ଗଁାରେ ବରାତି ଶୋଭାଯାତ୍ରା ଚାଲିଥିବାବେଳେ କନ୍ୟାପକ୍ଷର କେତେଜଣ ବ୍ୟକ୍ତି ନାଚିବାରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ବରପକ୍ଷ ଲୋକେ କନ୍ୟାପକ୍ଷ ଲୋକଙ୍କୁ ଛୁରାମାଡ଼ କରିଛନ୍ତି ା ଏଥିରେ କନ୍ୟାପକ୍ଷର ଦୁଇଜଣ…

ଆମେରିକାର ନେବାଦାରେ ମେଡିକାଲ ଫ୍ଲାଇଟ କ୍ରାସ, ରୋଗୀ ସମେତ ୫ ମୃତ

ରେନୋ,୨୬ ।୨: ଆମେରିକାର ନେବାଦାରେ ଥିବା ଏକ ପାହାଡିଆ ଅଞ୍ଚଳରେ ଏକ ବିମାନ ଦୁର୍ଘଟଣାରେ ରୋଗୀ ସମେତ ଏକ ମେଡିକାଲ ଟ୍ରାନ୍ସପୋର୍ଟ ଫ୍ଲାଇଟରେ ଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ହୋଇଛି । ଲୌନ କାଉଂଟି ଶେରିଫର କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି…

ସପ୍ତମ ଶ୍ରେଣୀରେ ଲଭ୍‌ ଲେଟର ଲେଖିଥିଲେ ଏହି ଅଭିନେତ୍ରୀ

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ଅଭିନେତ୍ରୀ ସାଇ ପଲ୍ଲବୀ ପ୍ରାୟତହଃ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କ ସୁନ୍ଦର ଅଭିନୟ ପାଇଁ ଦର୍ଶକ ତାଙ୍କୁ ଖୁବ୍‌ ପସନ୍ଦ କରନ୍ତି। ପଲ୍ଲବୀ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଆଲୋଚନା କରନ୍ତି ନାହିଁ। ସେ ଏକ ସାକ୍ଷାତ…

ମହାରାଷ୍ଟ୍ର ସୁଗାର ମିଲରେ ଫାଟିଲା ବଏଲର, ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୨୬ ।୨: ମହାରାଷ୍ଟ୍ରର ଅହମଦନଗର ଜିଲାରେ ଏକ ସୁଗାର ମିଲରେ ଶନିବାର ବଏଲର ଫାଟି ଯିବାରୁ ଏକ ବଡ ଦୁର୍ଘଟଣା ଘଟିଛି । କୁହାଯାଉଛି କି ନିଆଁ ଲାଗିବାରୁ ୪ଟି ଟାଙ୍କି ଫାଟି ଯାଇଛି । ସନ୍ଧ୍ୟା ପ୍ରାୟ ୭ଟାରେ ଏହି…

ଆଗକୁ ପରୀକ୍ଷା: ଦୈନିକ ୫ରୁ ୬ ଘଣ୍ଟା ହେଉଛି ବିଜୁଳି କାଟ୍‌, ଉପଭୋକ୍ତା ଅସନ୍ତୁଷ୍ଟ

କୋଦଳା,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ କୋଦଳା ଓ ବେଗୁନିଆପଡ଼ା ଅଞ୍ଚଳରେ ଦିନକୁ ଦିନ ଟାଟା ପାଓ୍ବାରର ଶୋଷଣ ନୀତି ବଢ଼ିବାରେ ଲାଗିଛି। ଯାହାକୁ ନେଇ ଗ୍ରାହକଙ୍କ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନ ଧରି ଗଞ୍ଜାମ ଜିଲା କୋଦଳା ଏନ୍‌ଏସିରେ ଅହେତୁକ ବିଦ୍ୟୁତ…

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ ନେବାକୁ ମଧ୍ୟ ପଛାଉ ନାହିଁ। ଏଭଳି ଏକ ଅଭାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି…

ହଷ୍ଟେଲରୁ ୪ ଛାତ୍ର ନିଖୋଜ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଶୁକ୍ରବାରଠାରୁ ନିଖୋଜ ହୋଇଥିବା ୪ ଛାତ୍ରଙ୍କ ପତ୍ତା ମିଳିନାହିଁ। ଏନେଇ ସେମାନଙ୍କ ପରିବାର ଲୋକ ଶନିବାର ଖବର ପାଇ କେନ୍ଦୁଝରକୁ ଆସି ଖୋଜାଖୋଜି କରି କୌଣସି ସୂଚନା ନ ପାଇ ସନ୍ଧ୍ୟାରେ ଟାଉନ…

ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଏବର୍ଷ ହେବ ନାହିଁ। ଶନିବାର ମହାପ୍ରଭୁ କପିଳେଶ୍ୱରଙ୍କ ନୀତିକାନ୍ତି ବନ୍ଦ ଯୋଗୁ ଚଳିତବର୍ଷ ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ରହିଛି। ପାଳିଆ ମଲିଆ ସେବାୟତମାନେ ନ ଆସିବାରୁ କପିଳେଶ୍ୱର ମନ୍ଦିରରେ ନୀତିକାନ୍ତି ହୋଇପାରିଲା ନାହିଁ। ଫଳରେ…

ଦୁଇ ଥର ଆଇସିସି ଟ୍ରଫି ଫାଇନାଲରେ ପହଞ୍ଚିଥିଲୁ, ତଥାପି ବିଫଳ ଅଧିନାୟକ କୁହାଯାଇଥିଲା: କୋହଲି

ନୂଆଦିଲ୍ଲୀ,୨୫।୨: ନିକଟରେ ଟି୨୦ ବିଶ୍ୱକପ୍‌ ୨୦୨୩ ଫାଇନାଲରେ ପହଞ୍ଚିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ମହିଳା ଟିମ୍‌। ଫଳରେ ଦଳ ବିଶ୍ୱକପ୍‌ ଜିତିବା ସ୍ବପ୍ନ ଭାଙ୍ଗିଯାଇଛି। ତେବେ ମହିଳା ଦଳ ଭଳି ପୁରୁଷ ଟିମ୍‌ ମଧ୍ୟ ୧୦ ବର୍ଷ ହେଲାଣି ଆଇସିସି…

ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଛାତ୍ରୀ ଗୁରୁତର, ଥାନାରେ ଅଭିଯୋଗ କଲେ ଅଭିଭାବକ

ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଆହତ…

‘ଓ୍ବେଲକମ୍‌ ୩’ରେ ଅକ୍ଷୟ କୁମାରଙ୍କ ସହ ନଜର ଆସିବେ ଏହି ବ୍ଲକବଷ୍ଟର ଯୋଡ଼ି !

ବମ୍ବେ: ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ‘ହେରା ଫେରି ୩’ ପରେ ଏବେ ‘ଓ୍ବେଲ୍‌କମ୍‌’ ଏବଂ ‘ଆଓ୍ବାରା ପାଗଲ୍‌ ଦିଓ୍ବାନା’ର ସିକୁଏଲ୍‌ରେ ସେ ନଜର ଆସିବେ। ଫିଲ୍ମରେ ତାଙ୍କ ସହ ପରେଶ ରାଓ୍ବଲ, ସୁନୀଲ ସେଟ୍ଟୀଙ୍କ…

ମନ୍ତ୍ରୀ ଟୁକୁନି ସାହୁଙ୍କ ଅଚାନକ ବାଲିମେଳା ଗସ୍ତ

କୋରୁକୋଣ୍ଡା,୨୫ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ। ଶନିବାର ପୋଟେରୁ ଜଳସେଚନର ସୋଲକୋଣ୍ଡା ବ୍ୟାରେଜକୁ ଯାଇ ସେଠାରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri