ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବ୍ୟକ୍ତି ପାଇଲେ ପାନେ, ଜାଣିଲେ କରିବେ ପ୍ରଶଂସା
ବେଳେବେଳେ ଏମିତି କିଛି ଖବର ଜାଣିବାକୁ ମିଳେ, ଯାହା ଆଶ୍ଚର୍ଯ୍ୟ କରିଦେଇଥାଏ। ଠିକ୍ ସେମିତି ଫ୍ରାନ୍ସରୁ ଏକ ଖବର ଜାଣିବାକୁ ମିଳିଛି। ଫ୍ରାନ୍ସର ଜଣେ ମହିଳାଙ୍କୁ ଜଣେ ବ୍ୟକ୍ତି ବଳାତ୍କାର ଉଦ୍ୟମ କରିଥିଲେ। ଏହା ପରେ ମହିଳା ଜଣକ ଯାହା କ’ଣ…
ପାକ ଫିଲ୍ମରେ ଅଭିନୟକୁ ନେଇ କ’ଣ କହିଲେ ରଣବୀର
ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବେ ତାଙ୍କ ଅପକମିଂ ମୁଭି ‘ତୁ ଝୁଠି ମେ ମକ୍କାର’କୁ ନେଇ ଲଗାତାର ଚର୍ଚ୍ଚାରେ ରହୁଛନ୍ତି । ଏଥିରେ ରଣବୀର କପୁରଙ୍କ ସହ ଶ୍ରଦ୍ଧା କପୁର ପ୍ରଥମ ଥର ଲାଗି ସ୍କ୍ରିନ୍ ଶେୟାର କରିବାକୁ…
ବସ୍ ଚଲାଉଥିଲେ ହେଲପର, ଟ୍ରକ୍ ସହ ହେଲା ମୁହାଁମୁହିଁ
ବାରିପଦା ଅଫିସ,୨୫ା୨: ଶନିବାର ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣିଠାରେ ପୃଥକ୍ ସଡ଼କ ଦୁର୍ଘଟଣାରେ ୩ ଆହତ ହୋଇଛନ୍ତି। ବସ୍-ଟ୍ରକ୍ ମୁଁହାମୁହିଁ ଧକ୍କା ହୋଇଥିବା ବେଳେ ଅଟୋ ଓଲଟିବାରୁ ୩ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଆଜି ସକାଳେ…
ବ୍ରିଜ୍ ଉପରୁ ନଦୀକୁ ଖସିଲା ହାଇଓ୍ବା
ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବନ୍ଧାଗାଁ ତେଲ ନଦୀ ବ୍ରିଜ ଉପରୁ ଶନିବାର ଏକ ହାଇଓ୍ବା ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ସୌଭାଗ୍ୟବଶତଃ ଚାଳକ ଏବଂ ହେଲପର ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ତେବେ ହେଲପରଙ୍କ ଗୋଟିଏ ହାତ ଭାଙ୍ଗି…
‘ଆଶିକି-୩’ରେ ଏହି ଅଭିନେତ୍ରୀଙ୍କ ସହ ରୋମନ୍ସ କରିବେ କାର୍ତ୍ତିକ
ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ତାଙ୍କ ଅଭିନୀତ ମୁଭି ‘ଶହଜାଦା’କୁ ନେଇ ଏବେ ଚର୍ଚ୍ଚାରେ । ଏବେ ଏହା ସିନେମା ହଲରେ ଦର୍ଶକଙ୍କ ମନୋରଞ୍ଜନ କରୁଛି । ହେଲେ ମୁଭିକୁ ସେତେଟା ଭଲ ରେସପନ୍ସ ମିଳିନାହିଁ । ଏହି ସମୟରେ…
ଭୂକମ୍ପ ମୃତ୍ୟୁ ସଂଖ୍ୟା ୫୦ ହଜାରକୁ ବୃଦ୍ଧି
ଆଙ୍କାରା, ୨୫।୨: ତୁର୍କୀ- ସିରିଆରେ ଭୂକମ୍ପଜନିତ ମୃତ୍ୟୁ ସଂଖ୍ୟା ଶନିବାର ୫୦ ହଜାରକୁ ବୃଦ୍ଧି ପାଇଛି। ଗତ ୬ ତାରିଖରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପ ପରେ ପୁଣି ସୋମବାର ୬.୪ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପରେ ତୁର୍କୀର ହତାୟ ଅଞ୍ଚଳ…
ଦେଶ ପାଇଁ ନୁହେଁ ବରଂ ବନ୍ଧୁମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ
ରାୟପୁର,୨୫।୨: ଛତିଶଗଡ଼ର ନୟା ରାୟପୁରରେ ଚାଲିଥିବା କଂଗ୍ରେସର ୮୫ତମ ପୂର୍ଣ୍ଣ ଅଧିବେଶନରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧୀ। କେନ୍ଦ୍ର ସରକାର ଏବଂ ଆର୍ଏସ୍ଏସ୍ ସମସ୍ତ ସ୍ବୟଂଶାସିତ ଏଜେନ୍ସିଗୁଡ଼ିକୁ କବ୍ଜା କରିନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ପାଇଁ ନୁହେଁ…
ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଲୋକାର୍ପଣ କଲେ ମନ୍ତ୍ରୀ
ଢେଙ୍କାନାଳ ଅଫିସ,୨୫।୨: ଢେଙ୍କାନାଳ ସହର ବାଜି ଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଭାବେ ଶନିବାର ଲୋକାର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟ ଖଣି, ଇସ୍ପାତ…
ଭାଜପାକୁ ୨୦୨୪ରେ ପରାଜୟର ଭୟ, ଏଥିଲାଗି ବାରମ୍ବାର ବିାହାର ଗସ୍ତରେ ଆସୁଛନ୍ତି ଶାହା: ତେଜସ୍ବୀ
ପୂର୍ଣ୍ଣିଆ,୨୫।୨: ବିହାର ରାଜନୀତି ଲାଗି ଶନିବାର ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଗୋଟିଏ ପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ବିହାରରେ ଦୁଇଟି ସଭାକୁ ସମ୍ବୋଧିତ କରି ଜେଡିୟୁ-ଆର୍ଜେଡି ମହାଗଠବନ୍ଧନକୁ ଟାର୍ଗେଟ କରିବାକୁ ଚେଷ୍ଟା କରିବେ। ଅପରପକ୍ଷେ ପୁର୍ଣ୍ଣିଆରେ…
ଗ୍ରାମସଭାରେ ଉତ୍ତେଜନା: ବିରୋଧୀଙ୍କ ମାଡ଼ରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଆହତ
ସାକ୍ଷୀଗୋପାଳ,୨୫।୨(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଧୀନ ସାଣ୍ଢରା ଶାସନ ପଞ୍ଚାୟତରେ ଗ୍ରାମସଭା ଚାଲିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମୀଣ ଆବାସ ଯୋଜନା ହିତାଧିକାରୀଙ୍କ ତାଲିକାକୁ ନେଇ କିଛି ଗ୍ରାମବାସୀ ପ୍ରତିବାଦ କରିଥିଲେ। ଉଭୟ ଗୋଷ୍ଠୀ ମଧ୍ୟରେ ହୋହଲ୍ଲା ଓ…
ହାତକୁ ଦୁଇ ହାତ ହେବେ ଶାର୍ଦ୍ଦୁଳ
ନୂଆଦିଲ୍ଲୀ,୨୫।୨: ଟିମ୍ ଇଣ୍ଡିଆର ତାରକା ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ବିବାହ କରିବାକୁ ଯାଉଛନ୍ତି। ମିତାଲୀ ପାରୁଲକରଙ୍କ ହାତ ଧରିବେ ସେ। ଆସନ୍ତା ଫେବୃୟାରୀ ୨୭ରେ ମୁମ୍ବାଇରେ ଏହି ବିବାହ ଅନୁଷ୍ଠିତ ହେବ। ଏଥିରେ ୨୦୦ରୁ ଅଧିକ ଅତିଥି ସାମିଲ ହେବେ। ବିବାହ…
କାର ସହ ୪୦ କେଜି ଗଞ୍ଜେଇ ଜବତ, ୨ ଗିରଫ
ସୋନପୁର,୨୫।୨(ଆ.ପ୍ର.): ସୋନପୁର ଅବକାରୀ ବିଭାଗ ଶନିବାର ସ୍ଥାନୀୟ ପଟାଭା ଛକରୁ କାର ସହ ୪୦ କେଜି ଗଞ୍ଜେଇ ଜବତ କରିଛିି । ଏହି ଘଟଣା ରେ ୨ଜଣ ବାହାର ରାଜ୍ୟର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ବିହାର…
Archives


