ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୁର୍ଘଟଣାରେ ଜୀବନ ଯାଉଛି। ଏହି…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ ସେବା ଏବେବି ସ୍ବପ୍ନରେ ରହିଯାଇଛି । ଅନ୍ୟପଟେ ୧୩୦ ବର୍ଷ ବିତି ଯାଇଥିଲେ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଘଟଣାରେ ସମ୍ପୃକ୍ତ ପଦ୍ମ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ କରାଯିବା ନେଇ ସେ ଆଶ୍ଚର୍ଯ୍ୟ ପ୍ରକଟ କରିବା ସହ ଆଗକୁ ବିଜେଡିକୁ ଫେରିବାର…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୀର୍ଘ ୧୩ ଦିନ ଧରି ବ୍ରହ୍ମପୁର MKCG ମେଡିକାଲରେ…
ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ…
ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା ଡିଷ୍ଟ୍ରିକ୍ଟ ଆଣ୍ଡ ସେଶନ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କର ଜାମିନ ଆବେଦନ ନଂ…
ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ
ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍ବରେ ଏକ କାର୍ ପୋଡିଯାଇ ପଡି ରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଲୋକେ ଆରଡି ଫାଣ୍ଡିକୁ ଜଣାଇଥିଲେ ।…
ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ
ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର ଟଙ୍କା ସହ ୨୦ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଏପରିକି ପୋଲିସ ଜୁଆଡ଼ିମାନଙ୍କ…
କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ
ଚେନ୍ନାଇ,୧୭।୨: ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି। ୧୭୪ ରନର ପିଛା କରି, ରାଚିନ ରବିନ୍ଦ୍ର ଏବଂ ଗ୍ଲେନ ଫିଲିପ୍ସଙ୍କ ଅର୍ଦ୍ଧଶତକ…
ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ
ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ସେମାନେ ବର୍ତ୍ତମାନର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କୁ ଜେଲରେ…
ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ
ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ସଲମାନ ଖାନ ଏବଂ ତାଙ୍କ ଭଉଣୀ ତାଙ୍କ ପିତାଙ୍କୁ ଭେଟିବା…
Archives


