ଜଳୁଛି ଗୋଜିଆ ଜଙ୍ଗଲ
ଗୋଲାମୁଣ୍ଡା,୨୫।୨(ଡି.ଏନ.ଏ.): ଗ୍ରୀଷ୍ମ ଋତୁ ଆସିନି ହେଲେ ଜଙ୍ଗଲରେ ଲାଗିଲାଣି ନିଆଁ। ନିଆଁ ବଢି ଚାଲିଥିବା ବେଳେ ଲିଭିବାର ନାଁ ନେଉନି। ଏବେଠାରୁ ନିଆଁକୁ ଆୟତ୍ତ କରା ନ ଗଲେ ଜଙ୍ଗଲରୁ ବହୁ ଗଛ ପୋଡି ନଷ୍ଟ ହୋଇଯିବ। କଳାହାଣ୍ଡି ଜିଲା ଗୋଲାମୁଣ୍ଡା…
ମାଓବାଦୀଙ୍କ ଗୁଳିରେ ୩ ଯବାନ ଶହୀଦ୍
ମାଲକାନଗିରି,୨୫।୦୨(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଅଞ୍ଚଳରେ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ମାଓବାଦୀ ଗୁଳିରେ ୩ ଯବାନ ଶହୀଦ୍ ହୋଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ସୁକମାରେ ମାଓବାଦୀମାନେ ଲୁଚି ରହିଥିବା ସୂଚନା ମିଳିଥିଲା । ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଶର୍ଚ୍ଚ…
ଗାଁକୁ ଫେରିଲେ ତେଲଙ୍ଗାନାରେ ବନ୍ଧକ ଦାଦନ
ନୂଆପଡ଼ା ଅଫିସ,୨୫।୨: ତେଲଙ୍ଗାନାରେ ବନ୍ଧକ ଥିବା ନୂଆପଡା ସଦର ବ୍ଲକ ବୋଇରଭାଡି ପଞ୍ଚାୟତ ସରାଇପାଲି ଗାଁର ୬ଜଣ ଦାଦନ ଶ୍ରମିକ ଗାଁକୁ ଫେରିଛନ୍ତି। ତେଲଙ୍ଗାନାରେ ବନ୍ଧକ ଥିବା ନେଇ ଗତ ବୁଧବାର ଧରିତ୍ରୀରେ ପ୍ରକାଶ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ…
୧୩ରୁ ୧୨ ଡାକ୍ତର ପଦ ଖାଲି
ବିନିକା,୨୫।୨(ରାମଗୋପାଳ ବାଘ) ) ରାଜ୍ୟ ସରକାର ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବା କହୁଛନ୍ତି। ହେଲେ ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ ସ୍ବାସ୍ଥ୍ୟସେବାର ରୁଗଣ ପ୍ରତିଛବି ଦେଖିବାକୁ ମିଳୁଛି। ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକର ମାନବସମ୍ବଳ ପ୍ରତି ସରକାର ଆଦୌ ଗୁରୁତ୍ୱ…
ଗରିବ ପିଲାଙ୍କୁ ମାଗଣାରେ ପଢ଼ାନ୍ତି ଦମ୍ପତି
ଭବାନୀପାଟଣା,୨୫।୨(ସ୍ବ.ପ୍ର.): ଗରିବ ପରିବାର ଛାତ୍ରୀଛାତ୍ର, ଶିଶୁ ଶ୍ରମିକ, ଟଙ୍କା ଅଭାବରୁ ପାଠ ପଢ଼େଇ ନ ପାରୁଥିବା ଆର୍ଥିକ ଅନାଗ୍ରସର ପରିବାରର ପିଲାମାନଙ୍କୁ ମାଗଣାରେ ପାଠ ପଢ଼ାଇ ଏବେ ଜୁନାଗଡ଼ ସହରର ସୀତା ଗୁରୁମା’ ତାଙ୍କ ସ୍ବାମୀ ଦୀପକ ରଞ୍ଜନ ସାହୁ ଅନ୍ୟଙ୍କ…
କୃଷକଙ୍କୁ ହୋଲିର ଉପହାର ଦେଲେ ଯୋଗୀସରକାର
ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଯୋଗୀ ସରକାର ନିକଟରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ୟୁପି ସରକାରରେ ଅର୍ଥମନ୍ତ୍ରୀ ସୁରେଶ ଖନ୍ନା ଏହି ବଜେଟ ଉପସ୍ଥାପନ କରିଥିଲେ। ବଜେଟରେ ସମସ୍ତ ବିଭାଗ ସହିତ କୃଷକମାନଙ୍କ ଉପରେ ବିଶେଷ ଧ୍ୟାନ ଦିଆଯାଇଥିଲା। ବଜେଟ ପରେ ମୁଖ୍ୟମନ୍ତ୍ରୀ…
ହକି ବିଶ୍ୱକପ୍ ଟ୍ରଫି ପରିକ୍ରମା, ପଲ୍ଲିଶ୍ରୀ ମେଳା ପାଇଁ ବୌଦ୍ଧ ଜିଲାପାଳ ସମ୍ବର୍ଦ୍ଧିତ
ବୌଦ୍ଧ,୨୫ା୨(ସ୍ବ.ପ୍ର.): ହକି ବିଶ୍ୱକପ୍ ଟ୍ରଫିର ଜିଲା ପରିକ୍ରମା ଏବଂ ବୌଦ୍ଧ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ସଫଳ ଆୟୋଜନ ପାଇଁ ବୌଦ୍ଧ ଜିଲାପାଳ ସତ୍ୟ ରଞ୍ଜନ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି। ଜିଲାରେ ଏହି କାର୍ଯ୍ୟକ୍ରମର ସଫଳତା…
ଏଣିକି ନୂଆ ବିଷୟ ପଢ଼ିବେ ଦଶମ ଛାତ୍ରୀଛାତ୍ର
କଟକ ଅଫିସ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ପାଠ୍ୟକ୍ରମରେ…
ରିମାଣ୍ଡରେ ସତ ମାନିଲେ ଶୁଚିସ୍ମିତା
ଭବାନୀପାଟଣା,୨୫।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସ୍ର ପୂର୍ବତନ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆରଙ୍କୁ ଟାଉନ ଥାନା ପୋଲିସ ଗୋଟିଏ ଦିନ ପାଇଁ ରିମାଣ୍ଡରେ ଆଣିଥିଲା। ଭବାନୀପାଟଣା ଟାଉନ ଥାନା ଇନ୍ସପେକ୍ଟର ରନିତାରାଣୀ ପ୍ରଧାନ ଶୁଚିସ୍ମିତାଙ୍କୁ ଗୋଟିଏ ଦିନ ପାଇଁ ରିମାଣ୍ଡରେ ଆଣିଥିଲେ।…
ଆନନ୍ଦ-ସୌରଭ ଯୋଡ଼ି ଚାମ୍ପିୟନ
ରେଢାଖୋଲ ୨୫ା୨ (ଡି.ଏନ.ଏ): ରେଢାଖୋଲର ପଞ୍ଚଖଣ୍ଡା ବ୍ୟାଡ୍ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ବ୍ୟାଡ୍ମିଣ୍ଟନ ସଂଘର ଅନୁମୋଦନ କ୍ରମେ ସ୍ଥାନୀୟ ଇନ୍ଡୋର ଷ୍ଟାଡିୟମରେ ଗୁରୁବାର ସପ୍ତମ ରାଜ୍ୟସ୍ତରୀୟ ପୁରୁଷ ଡବଲ୍ସ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ବଲପୁରର ଆନନ୍ଦ ଓ ସୌରଭ…
ପ୍ରଧାନୀ ଜଙ୍ଗଲରୁ ମୃତ ବାର୍ହା ଜବତ
ସିନାପାଲି,୨୫।୨(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବନଖଣ୍ଡ ଅଧୀନସ୍ଥ ସିନାପାଲି ରେଞ୍ଜ ପ୍ରଧାନୀ ଜଙ୍ଗଲରୁ ଶୁକ୍ରବାର ଏକ ମୃତ ବାର୍ହା ଉଦ୍ଧାର କରାଯାଇଛି। ସ୍ଥାନୀୟ ଘଣ୍ଟିଗୁଡା ସରପଞ୍ଚ ଖୁଟୁରାମ ସୁନାନୀ ଓ ସିନାପାଲି ରେଞ୍ଜ ଫରେଷ୍ଟର ଖଗେଶ୍ୱର ମାଝିଙ୍କ ନେତୃତ୍ୱରେ ବିଭାଗୀୟ ଅଧିକାରୀଙ୍କ…
ୟୁନେସ୍କୋ, କିସ୍, ଓଡ଼ିଶା ସରକାର ତ୍ରିପାକ୍ଷିକ ବୁଝାମଣା
ଭୁବନେଶ୍ୱର, ୨୫ା୨(କ୍ରୀଡ଼ା ପ୍ରତିନିଧି): ୟୁନେସ୍କୋର ‘ଫିଟ୍ ଫର୍ ଲାଇଫ୍’ କାର୍ଯ୍ୟକ୍ରମ ନିମନ୍ତେ ୟୁନେସ୍କୋ, କିସ୍ ଓ ରାଜ୍ୟ କ୍ରୀଡ଼ା ବିଭାଗ ମଧ୍ୟରେ ତ୍ରିପାକ୍ଷିକ ବୁଝାମଣାପତ୍ର ଗୁରୁବାର ସ୍ବାକ୍ଷରିତ ହୋଇଛି। ଏହି ବୁଝାମଣାପତ୍ରରେ ଓଡ଼ିଶା ସରକାରଙ୍କ ପକ୍ଷରୁ କ୍ରୀଡ଼ା ଓ ଯୁବସେବା ବିଭାଗ…
Archives


