ଛୁଆକୁ ମାରି ସାବତ ମା’ଙ୍କ ଆତ୍ମହତ୍ୟା ଘଟଣା: ସ୍ବାମି ଗିରଫ
କଟକ ଅଫିସ,୧୭।୧: କଟକ ଶ୍ରୀରାମନଗରରେ ଦୁଇ ବର୍ଷର ଶିଶୁ ପୁତ୍ରକୁ ମାରି ସାବତ ମା’ର ଆତ୍ମହତ୍ୟା ଘଟଣାରେ ମଙ୍ଗଳବାର ମୃତ ମହିଳା ଶିଳ୍ପୀଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ପୋଲିସ ଗିରଫ କରିଛି। ତେବେ ମଙ୍ଗଳବାର ହିଁ ସନ୍ତୋଷଙ୍କୁ କୋର୍ଟ ଚାଲାଣ କରାଯିବ…
ମାତ୍ର ୩୫ ମିନିଟ୍ରେ ୨ଥର ସୁରକ୍ଷାରେ ତ୍ରୁଟି: ରାହୁଲ ଗାନ୍ଧୀଙ୍କୁ ମିଳିପାରୁନି କଡ଼ା ସିକ୍ୟୁରିଟି
ନୂଆଦିଲ୍ଲୀ,୧୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ପଞ୍ଜାବରେ ଜାରି ରହିଛି। ଏଠାକୁ ପହଞ୍ଚିବା ପୂର୍ବରୁ ରାହୁଲଙ୍କୁ ୨ଥର ଯାତ୍ରା ବନ୍ଦ କରିବାକୁ ଧମକ ମଧ୍ୟ ମିଳିସାରିଛି। ଏଭଳି ପରିସ୍ଥିତିରେ ତାଙ୍କ ସୁରକ୍ଷା ଅନ୍ୟ ରାଜ୍ୟ ଅପେକ୍ଷାଠାରୁ ଅଧିକ କଡ଼ାକଡ଼ି…
ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାର ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ତାଙ୍କ ଅଢୁଆ ବଢିବାରେ…
କୋରାପୁଟ-କିରଣ୍ଡୁଲ ପାସେଞ୍ଜର ଟ୍ରେନ୍ ଲାଇନ୍ ଚ୍ୟୁତ
କୋରାପୁଟ,୧୭।୧(ଡି.ଏନ୍.ଏ.): ବିଶାଖାପାଟଣା-କୋରାପୁଟ ଆସୁଥିବା କୋରାପୁଟ-କିରଣ୍ଡୁଲ ପାସେଞ୍ଜର ଟ୍ରେନ୍ ଶିବଲିଙ୍ଗପୁରମ ଠାରେ ମଙ୍ଗଳବାର ଲାଇନ୍ଚ୍ୟୁତ ହୋଇଛି। ଏଥିରେ ଟ୍ରେନ୍ର ୬ ନମ୍ବର ବଗି ଟ୍ରାକ୍ରୁ ବାହାରକୁ ଚାଲିଆସିଛି। ଏ ନେଇ ଉକ୍ତ ରୁଟ୍ରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳ ବିଭାଗ ଅଧିକାରୀ…
ଯେତିକି ଅଧିକ ପିଲା, ସେତିକି ଅଧିକ ବେତନ
ଗ୍ୟାଙ୍ଗଟକ୍,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତୋମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁସୂଚିତ ଜାତିର ଲୋକଙ୍କ ପାଇଁ ବିଭିନ୍ନ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଦକ୍ଷିଣ ସିକ୍କିମର ଜୋରଥାଙ୍ଗ ସହରରେ ରବିବାର ମାଘ ସଂକ୍ରାନ୍ତିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ…
ମଧ୍ୟପ୍ରଦେଶରେ ନାବାଳିକାଙ୍କୁ ଗଣବଳାତ୍କାର
ଜବଲପୁର,୧୭।୧: ମଧ୍ୟପ୍ରଦେଶ ଜବଲପୁରରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପଞ୍ଚମ ଠାକୁର, ବ୍ରିଜେଶ ଠାକୁର ଓ ବାଲି ଠାକୁର। ପୋଲିସ ସୂଚନା ମୁତାବକ, ଅଭିଯୁକ୍ତ ପଞ୍ଚମ…
କେଶ କାଟୁଥିବାବେଳେ କାନ୍ଦିଲେ କ୍ୟାନସର ରୋଗୀ, ହେୟାର ଷ୍ଟାଇଲିଷ୍ଟ ନେଲେ ଏମିତି ପଦକ୍ଷେପ: ଦେଖନ୍ତୁ ଭାବପ୍ରବଣ ଭିଡିଓ
କିଛି ଲୋକଙ୍କ ହୃଦୟ ଅତ୍ୟନ୍ତ ସରଳ। ଏପରି ବ୍ୟକ୍ତି ଛୋଟ ଜିନିଷ ଉପରେ ଭାବପ୍ରବଣ ହୋଇପଡନ୍ତି। ଅନେକ ଅସୁବିଧା ସତ୍ତ୍ୱେ ସେମାନେ ଅନ୍ୟମାନଙ୍କ ମୁହଁରେ ହସ ଫୁଟାଇବାକୁ ଚେଷ୍ଟା କରନ୍ତି। ନିକଟରେ ସୋସିଆଲ ମିଡିଆରେ ଏମିତି ଜଣେ ବ୍ୟକ୍ତିଙ୍କ ଭିଡିଓ ଭାଇରାଲ…
ସୁରକ୍ଷାରେ ତ୍ରୁଟି ପରେ ପ୍ରତିକ୍ରିୟା ରଖିଲେ ରାହୁଲ ଗାନ୍ଧୀ
ଚଣ୍ଡିଗଡ,୧୭।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ଜାରି ରହିଛି। ଏହି ସମୟରେ ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ତ୍ରୁଟି ଦେଖିବାକୁ ମିଳିଥିଲା। ଯାହାକୁ ନେଇ ରାହୁଲ ଗାନ୍ଧୀ ଏବେ ନିଜର ପ୍ରତିକ୍ରିୟା…
କିଂ କୋବ୍ରା ସହ ଖେଳୁଛନ୍ତି ଯୁବକ, ରାଗିଯାଇ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଥାଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ମଣିଷ ସାପକୁ ଭୟ…
ରାସ୍ତାରୋକୋରୁ ଓହରିଲା ଭାଜପା, ଭାଙ୍ଗିଲା ଡିଭାଇଡର
ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଛକରେ ପୋଲିସ ଅନୁମୋଦନକ୍ରମେ ଏନ୍ଏଚ୍ଏଆଇ ପକ୍ଷରୁ ରାସ୍ତା ମଝିରେ କଂକ୍ରିଟ ଡିଭାଇଡର କରି ଛକ ରାସ୍ତା ବନ୍ଦ କରିଦିଆଯାଇଥିଲା। ଯାତ୍ରୀଙ୍କ ସମସ୍ୟାକୁ ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ବିଜେଡି ପକ୍ଷରୁ ଏହାକୁ ନିନ୍ଦା…
ଗୁଲାମ ନବୀଙ୍କୁ ଝଟ୍କା: କଂଗ୍ରେସରେ ସାମିଲ ହେଲେ ଦଳର ୩୦ସଦସ୍ୟ
ଶ୍ରୀନଗର,୧୭।୧: ଗୁଲାମ ନବୀ ଆଜାଦଙ୍କ ନେତୃତ୍ୱାଧୀନ ଡେମୋକ୍ରାଟିକ୍ ଆଜାଦ ପାର୍ଟି (ଡିଏପି)କୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ଦଳର ମହାସଚିବ ନିଜାମୁଦ୍ଦିନ ଖତାନା ଏବଂ ଏହାର ୩୦ଜଣିଆ ସ୍ଥାୟୀ ସଦସ୍ୟ ମଙ୍ଗଳବାର ଡିଏପିକୁ ଛାଡ଼ି କଂଗ୍ରେସରେ ସାମିଲ ହେବାକୁ ଯାଉଛନ୍ତି।…
ଇଡ୍କୋ ଜମି ଅଧିଗ୍ରହଣକୁ ବିରୋଧ
ଝାରସୁଗୁଡା ଅଫିସ୍,୧୭ା୧: ଲଖନପୁର ତହସିଲ ପିପିଲିମାଲ ଆର୍ଆଇ ସର୍କଲ ଅଧୀନ ୧,୦୫୮ଏକର ସରକାରୀ ଜମିକୁ ଇଡ୍କୋ ରାଜସ୍ବ ବିଭାଗ ମାଧ୍ୟମରେ ଅଧିଗ୍ରହଣ କରିବାପାଇଁ ପ୍ରୟାସ ଆରମ୍ଭ କରିଛି। ଏଥିମଧ୍ୟରେ ଜଙ୍ଗଲ, ପତିତ, ଗୋଚର ଆଦି କିସମର ଜମି ରହିଛି। ଏହିସବୁ ଜମିକୁ…
Archives


