ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମଙ୍କ ମା’ଙ୍କ ପରଲୋକ, ଆଜି ହେବ ଅନ୍ତିମ ସଂସ୍କାର
ଥେନି,୨୫ ।୨: ତାମିଲନାଡୁର ଥେନି ଜିଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଅନ୍ନାଦ୍ରମୁକର ଅପଦସ୍ତ ନେତା ଓ ପନ୍ନିରସେଲଭମଙ୍କ ମାଆ ପଲାନିଅମ୍ମଲ ନଚିୟାରଙ୍କର ଶୁକ୍ରବାର ପରଲୋକ ହୋଇଛି । ସମାଚାର ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ, ବାର୍ଦ୍ଧକ୍ୟ ହେତୁ ୯୫ ବର୍ଷ ବୟସରେ…
ସାପଧରାଳିଙ୍କୁ ଭେଟିବାକୁ ୟୁକେରୁ ଭଦ୍ରକ
ଭଦ୍ରକ ଅଫିସ,୨୫।୨: ୟୁଟ୍ୟୁବ୍ରେ ତାଙ୍କର ସାପ ଧରିବା କୌଶଳ ଦେଖି ବ୍ରିଟେନ୍(ୟୁକେ) ଦମ୍ପତି ଭଦ୍ରକ ଆସି ସାପଧରାଳି ମିର୍ଜା ଆରିଫଙ୍କୁ ଭେଟିଛନ୍ତି। ଜୀବଜନ୍ତୁଙ୍କୁ ଭଲ ପାଉଥିବା ଏହି ବିଦେଶୀ ଦମ୍ପତି ଭଦ୍ରକରେ ପହଞ୍ଚି ଶୁକ୍ରବାର ମିର୍ଜାଙ୍କୁ ଭେଟି ତାଙ୍କର ଖୁବ୍ ପ୍ରଶଂସା…
ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ ଆଶ୍ୱସ୍ତି
ଭୁବନେଶ୍ୱର,୨୫।୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ କରିଛି। ଇନ୍ଫୋସିଟି ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଜେଏମ୍ଏଫ୍ସି-୨ଙ୍କ କୋର୍ଟରେ ମାମଲା ସଂକ୍ରାନ୍ତ ଶେଷ ରିପୋର୍ଟ ଦାଖଲ କରାଯାଇଛି। ଏହି ମାମଲାରେ ସାକ୍ଷୀ, ସୂଚନାଦାତା, ପାରିପାର୍ଶ୍ୱିକ ପ୍ରମାଣ,…
ଦୁର୍ବଳତାରୁ ପଡ଼ିଥିଲା ଡିଲରଶିପ୍ର ମୂଳଦୁଆ
ଏକ ବ୍ୟବସାୟିକ ପରିବାରରେ ଜନ୍ମ ହୋଇଥିବାରୁ ବ୍ୟବସାୟ ପ୍ରତି ଦୁର୍ବଳତା ଥିଲା। ହେଲେ ଅନୁଗୋଳ କଲେଜରେ ବି.କମ୍ ପଢ଼ିବା ସମୟରେ ବଜାଜ୍ର ସୁପର ସ୍କୁଟର କିଣିବା ପରଠାରୁ କମ୍ପାନୀ ପ୍ରତି ଦୁର୍ବଳତା ଅଧିକ ବଢ଼ିଯାଇଥିଲା। ଏପରିକି ୧୯୯୨ରୁ ବଜାଜ୍ ଶୋ’ରୁମ୍ ଖୋଲିବା…
ୟୁଏନ୍ଜିଏରେ ପାକିସ୍ତାନକୁ ଭାରତର ନିନ୍ଦା
ଜାତିସଂଘ,୨୫ା୨(ପି.ଟି.): ଜାତିସଂଘ ସାଧାରଣ ସଭାରେ ୟୁକ୍ରେନ୍ ଉପରେ ସ୍ବତନ୍ତ୍ର ଅଧବେଶନ ବସିଥିବାବେଳେ ସେଠାରେ ପାକିସ୍ତାନ ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଭାରତ ଏହାର ନିନ୍ଦା କରିଛି। ଇସ୍ଲାମାବାଦ ଏଭଳି ପ୍ରସଙ୍ଗ ଉଠାଇବା ଦୁଃଖଦାୟକ ଓ ଭୁଲ୍ ଉପସ୍ଥାପନା ବୋଲି ନୂଆଦିଲ୍ଲୀ କହିଛି। ଆତଙ୍କବାଦୀଙ୍କୁ…
ଭାରତୀୟ କନ୍ସୁଲେଟ୍କୁ ଖଲିସ୍ତାନୀଙ୍କ ଟାର୍ଗେଟ
ମେଲ୍ବୋର୍ନ,୨୫ା୨(ପି.ଟି.): ଅଷ୍ଟ୍ରେଲିଆରେ ବ୍ରିସ୍ବେନ୍ରେ ଥିବା ଭାରତର ଅନରାରି କନ୍ସୁଲେଟ୍କୁ ଖଲିସ୍ତାନୀ ସମର୍ଥକମାନେ ଟାର୍ଗେଟ କରିଛନ୍ତି। ସେମାନେ କନ୍ସୁଲେଟ୍ କାର୍ଯ୍ୟାଳୟ ଆଗରେ ଖଲିସ୍ତାନୀ ପତାକା ଉଡ଼ାଇଛନ୍ତି। ଅଷ୍ଟ୍ରେଲିଆରେ ଭାରତୀୟ ସମ୍ପ୍ରଦାୟଙ୍କ ବିରୋଧରେ ଏହା ସଦ୍ୟତମ ଉଗ୍ରବାଦୀ କାର୍ଯ୍ୟ ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ…
କବର ଖୋଳିବା ମନ୍ତବ୍ୟକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୋଦି
ଶିଲଂ,୨୫।୨: ମୋଦିଙ୍କ କବର ଖୋଳିବୁ ବୋଲି କହିଥିବା ବିରୋଧୀ ଦଳ କଂଗ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଡ଼ା ଜବାବ ଦେଇଛନ୍ତି। କବର ଖୋଳିବା ମନ୍ତବ୍ୟର ଜବାବର ଦେଶବାସୀ ‘ମୋଦି ତେରା କମଳ ଖିଲେଗା’ ବୋଲି କହୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଶୁକ୍ରବାର ମେଘାଳୟ…
୫,୧୦୦ କର୍ମଚାରୀ ନିଯୁକ୍ତ କରିବ ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୫ା୨: ଏୟାରବସ୍ ଏବଂ ବୋଇଂ କମ୍ପାନୀଠାରୁ ୪୭୦ଟି ବିମାନ କିଣିବା ପାଇଁ ଏୟାର ଇଣ୍ଡିଆ ୮୦ ବିଲିୟନ ଡଲାର ମୂଲ୍ୟର ଚୁକ୍ତି ସ୍ବାକ୍ଷର କରିବା ପରେ ଚଳିତ ବର୍ଷ ୯୦୦ ପାଇଲଟ ଏବଂ ୪,୨୦୦ରୁ ଊର୍ଦ୍ଧ୍ୱ କ୍ୟାବିନ୍ କର୍ମଚାରୀ ନିଯୁକ୍ତ କରିବା…
ଜିଲାପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ ସିଡିଏମ୍ଓ
ବରଗଡ଼ ଅଫିସ୍,୨୫।୨: ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଏଭଳି ଅଭିଯୋଗ ନେଇ ଗତ ମାସରେ ଯୋଗଦାନ କରିଥିବା ନୂତନ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ଡା. ଚାରୁବାଳା ରଥ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ…
ସ୍ତ୍ରୀଙ୍କୁ ୭ କୋଟିର ମନ୍ଦିର ଉପହାର ଦେଲେ ସ୍ବାମୀ
ଯାଜପୁର ଟାଉନ,୨୫ା୧(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ୍ ଅନ୍ତର୍ଗତ ଚିକଣା ଗ୍ରାମରେ ଶିଳ୍ପପତି କ୍ଷେତ୍ରବାସୀ ଲେଙ୍କା ୭ କୋଟି ଟଙ୍କାର ସନ୍ତୋଷୀ ମା’ ମନ୍ଦିର ନିର୍ମାଣ କରି ତାଙ୍କ ସ୍ତ୍ରୀ ବୈଜୟନ୍ତୀ ଲେଙ୍କାଙ୍କୁ ଉପହାର ପ୍ରଦାନ କରିଛନ୍ତି। ସ୍ତ୍ରୀ ସନ୍ତୋଷୀ ମା’ଙ୍କ…
ମାର୍ଚ୍ଚ ୫ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା
କଟକ ଅଫିସ,୨୫ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆସନ୍ତା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ୯୨୯ଟି କେନ୍ଦ୍ରରେ ୧ଲକ୍ଷ ୭୩ ହଜାର ୧୬୩ ଜଣ…
ଚାଇନା ଦେଲା ଶାନ୍ତି ପ୍ରସ୍ତାବ
ବେଜିଂ,୨୫ା୨: ୟୁକ୍ରେନ୍ରେ ଯୁଦ୍ଧର ଅନ୍ତ ଘଟାଇବା ପାଇଁ ଚାଇନା ଶୁକ୍ରବାର ଶାନ୍ତି ପ୍ରସ୍ତାବ ଦେଇଛି। କିନ୍ତୁ ପାଶ୍ଚାତ୍ୟ ଶକ୍ତିଗୁଡ଼ିକ ଏହାକୁ ତତ୍କାଳ ଅଗ୍ରାହ୍ୟ କରିବା ସଙ୍ଗେ ସଙ୍ଗେ ମସ୍କୋ ସହ ଘନିଷ୍ଠତା ନ ବଢ଼ାଇବାକୁ ବେଜିଂକୁ ଚେତାବନୀ ଦେଇଛନ୍ତି। ୟୁକ୍ରେନ୍ ରାଷ୍ଟ୍ରପତି…
Archives


