ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରାଯାଉ
ଖଡ଼ିଆଳ,୨୪।୨(ଡି.ଏନ.ଏ.): କେନ୍ଦ୍ର ସରକାର ପ୍ରତେକ ଗ୍ରାମକୁ ପକ୍କା ରାସ୍ତା ଯୋଗାଇବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କରିଛନ୍ତି। ହେଲେ ଏଯାଏଁ ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡରମୁଣ୍ଡା ପଞ୍ଚାୟତ ସାଗୁନଡ଼ଙ୍ଗରି ଗ୍ରାମ ରାସ୍ତାକୁ କେନ୍ଦ୍ର ସରକାରଙ୍କ ଏହି ଯୋଜନାରେ ସାମିଲ କରାଯାନିହିଁ।…
ପୋଡ଼ିଗଲା ଅର୍ବାନ ପ୍ଲାଣ୍ଟ
ଲାଞ୍ଜିଗଡ଼,୨୪।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନରେ ଥିବା ମୂଷାନାଳ ସେକ୍ସନ ମୂଷାନାଳ ନିକଟସ୍ଥ ପାତର ଡଙ୍ଗର ରେତ ନଦୀ କୂଳରେ ମୂଷା ନାଳ ବନ ବିଭାଗ ଦାରା ୨୦୧୯-୨୦ରେ ପ୍ରାୟ ୭ ଏକର ଜମିରେ…
ରାଜ୍ୟରେ ବଢିବ ଦିନ ତାପମାତ୍ରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏଥିସହ ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୪ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର…
ଟିକିରା ନଦୀରୁ ବାଲି ଚୋରା ଚାଲାଣ
ନାକଟିଦେଉଳ,୨୪ା୨(ଡ଼ି.ଏନ.ଏ.): ନାକଟିଦେଉଳ ତହସିଲ ଅନ୍ତର୍ଗତ ବାଟଗାଁ ରାଜସ୍ବ ସର୍କଲର ଟିକିରା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ବାଟଗାଁ ପଞ୍ଚାୟତର ସମିତିସଭ୍ୟ ସୁଶାନ୍ତ କୁମାର ସାମଲ ଗୁରୁବାର ତହସିଲଦାର ସୁକାନ୍ତ କୁମାର ନାଏକଙ୍କୁ…
ହିମନ୍ତଙ୍କ ଦାବି: ସର୍ତ୍ତମୂଳକ କ୍ଷମା ମାଗିଛନ୍ତି ପଓ୍ବନ ଖେରା
ନୂଆଦିଲ୍ଲୀ,୨୪।୨: ହାଇ ଭୋଲଟେଜ ଡ୍ରାମା ପରେ କଂଗ୍ରେସ ନେତା ପୱନ ଖେରାଙ୍କୁ ଦିଲ୍ଲୀ ବିମାନବନ୍ଦରରୁ ଆସାମ ପୋଲିସ ଗିରଫ କରିଥିଲା। ଗିରଫର କିଛି ଘଣ୍ଟା ପରେ ସୁପ୍ରିମକୋର୍ଟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଆସାମ ମୁଖ୍ୟମନ୍ତ୍ରୀ…
ଜଙ୍ଗଲ ଉପରେ ନିର୍ଭରଶୀଳତା କମାଇବାକୁ ପ୍ରୋତ୍ସାହନ
ସୁନ୍ଦରଗଡ଼,୨୪ା୨(ଡି.ଏନ.ଏ.): ଗାଁ ଗାଁରେ ଜଙ୍ଗଲ ଉପରେ ନିର୍ଭରଶୀଳତା କମାଇ ନୂତନ ଜଙ୍ଗଲ ସୃଷ୍ଟି କରିବା ତଥା ଲୋକଙ୍କୁ ବିକଳ୍ପ ରୋଜଗାରର ପନ୍ଥା ଯୋଗାଇବା ନିମନ୍ତେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ (ଓ.ଏଫ.ଏସ.ଡି.ପି.) ର ଦ୍ୱିତୀୟ ପର୍ଯ୍ୟାୟ ଉଜ୍ଜଲପୁର, ହେମଗିର, ଲେଫ୍ରିପଡା, ସୁନ୍ଦରଗଡ…
କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା
କଟକ ଅଫିସ,୨୪ା୨: ଏସ୍ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ ନିଶାଦ୍ରବ୍ୟ ରଖିଥିବେ କିମ୍ବା ଖାଉଥିବେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ…
୧୦ ବର୍ଷ ପରେ ବାର୍ କାଉନ୍ସିଲ୍ ନିର୍ବାଚନ
କଟକ ଅଫିସ,୨୪ା୨: ଦୀର୍ଘ ୧୦ ବର୍ଷର ବ୍ୟବଧାନ ପରେ ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ କାଉନସିଲ୍ ପକ୍ଷରୁ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଆସନ୍ତା ୧୫ରେ ହେବ ବୋଲି ଘୋଷଣା କରାଯାଇଛି। ଆସନ୍ତା…
ୟୁପିଆଇର ଲାଭ ବଖାଣିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜି-୨୦ ଅର୍ଥମନ୍ତ୍ରୀ ଏବଂ କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗତ କିଛି ବର୍ଷ ମଧ୍ୟରେ ଆମେ ଏକ ନିରାପଦ, ନିର୍ଭରଯୋଗ୍ୟ ଏବଂ ସୁଲଭ ଡିଜିଟାଲ ଭିତ୍ତିଭୂମି…
ଲ୍ୟାମ୍ପ୍ସର ଚାଷୀଙ୍କୁ ଅଣଦେଖା ଅଭିଯୋଗ
ଦଶମନ୍ତପୁର,୨୪ା୨ (ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ମହକୁମାସ୍ଥିତ ଲ୍ୟାମ୍ପ ପକ୍ଷରୁ ମାଣ୍ଡିଆ ଚାଷୀଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ହେଉଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଖବରରୁ ଜଣାପଡିଛି, ମାଣ୍ଡିଆ ବ୍ୟବସାୟୀ ଏବଂ ଲ୍ୟାମ୍ପସ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ ମଣ୍ଡିରେ…
କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବେନି ଗାନ୍ଧି ପରିବାର
ରାୟପୁର,୨୪।୨: କଂଗ୍ରେସର ୮୫ତମ ରାଷ୍ଟ୍ରୀୟ ଅଧିବେଶନ ଶୁକ୍ରବାର ଛତିଶଗଡର ରାଜଧାନୀ ରାୟପୁରରେ ଅନୁଷ୍ଠିତ ହେବ। ଏହି ଅଧିବେଶନ ପୂର୍ବରୁ ପରିଚାଳନା କମିଟିର ଏକ ବୈଠକ ମଧ୍ୟ ହେବ। ଏହି ବୈଠକରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ନିର୍ବାଚନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ତେବେ…
ତୃତୀୟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍କା
ସିଡ୍ନୀ,୨୪।୨: ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ବଡ଼ ଝଟ୍କା ଲାଗିଛି। ତୃତୀୟ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଉପଲବ୍ଧ ହେବେ ନାହିଁ। ଦିଲ୍ଲୀ ଟେଷ୍ଟ ପରେ ପ୍ୟାଟ କମିନ୍ସ ତୁରନ୍ତ ଅଷ୍ଟ୍ରେଲିଆ ଫେରିଥିଲେ। ଅଷ୍ଟ୍ରେଲୀୟ…
Archives


