ରହସ୍ୟଜନକ ଶବ୍ଦ: ଲୋକେ ଆତଙ୍କିତ
କୋଟ୍ଟାୟାମ୍,୩ା୬: କେରଳର କୋଟ୍ଟାୟାମ୍ ଜିଲା ଚେନ୍ନାପଡ୍ଡି ଗ୍ରାମରେ ଶୁକ୍ରବାର ସକାଳେ ଦୁଇଥର ରହସ୍ୟଜନକ ଭୂତଳ ଶବ୍ଦ ଶୁଣିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇଯାଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ କିଛିଦିନ ପୂର୍ବେ ମଧ୍ୟ ଅନୁରୂପ ଶବ୍ଦ ଶୁଣିବାକୁ ମିଳିଥିଲା। ତେବେ…
ଧାର୍ଯ୍ୟ ତାରିଖ ପୂର୍ବରୁ ଗିରଫ କର: ଖାପ୍ ମହାପଞ୍ଚାୟତ
ହରିୟାଣାର କୁରୁକ୍ଷେତ୍ରରେ କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଶୁକ୍ରବାର ଖାପ୍ ମହାପଞ୍ଚାୟତ ଅନୁଷ୍ଠିତ ହୋଇଯାଇଛି। ବ୍ରିଜ୍ଭୂଷଣଙ୍କୁ ଗିରଫ କରା ନ ଗଲେ କୃଷକମାନେ ଜୁନ୍ ୯ରେ ବିକ୍ଷୋଭରତ କୁସ୍ତିଯୋଦ୍ଧାଙ୍କୁ ଦିଲ୍ଲୀର ଯନ୍ତରମନ୍ତରକୁ ପୁଣି ନେଇଯିବେ। ଏଥିପାଇଁ ସରକାରଙ୍କୁ ମହଲତ ଦିଆଯାଇଛି। ଧାର୍ଯ୍ୟ ତାରିଖ ପୂର୍ବରୁ…
ରେଳ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ଟ୍ରେନ ଦୁର୍ଘଟଣାକୁ ନେଇ ଟିଏମସି ନେତାଙ୍କ ଦାବି
କୋଲକାତା,୩।୬: ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ଏହି କ୍ରମରେ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗର ଶାସକ ଦଳ ତୃଳମୂଳ କଂଗ୍ରେସ (ଟିଏମସି) ଏହି ଟ୍ରେନ ଦୁର୍ଘଟଣା ସମ୍ପର୍କରେ ରେଳ ମନ୍ତ୍ରୀ ଅଶ୍ୱିନୀ…
ରାସ୍ତା ଜାମରେ ଫସିଲା ବସ୍, ଅଫିସରଙ୍କ ଗାଡ଼ି
କାଳିଆପାଣି,୩ା୬(ଡି.ଏନ.ଏ.): ଯାଜପୁର ଜିଲାର କ୍ରୋମାଇଟ୍ ଖଣି ଅଞ୍ଚଳରେ ଟ୍ରାଫିକ୍ ସମସ୍ୟା ଅସମ୍ଭାଳ ହୋଇପଡ଼ିଛି। ଫଳରେ ଶୁକ୍ରବାର ବସ୍ ଯାତ୍ରୀଙ୍କ ସହ ଖଣି କର୍ମଚାରୀ ଓ ଅଧିକାରୀମାନେ ଠିକ୍ ସମୟରେ କାର୍ଯ୍ୟସ୍ଥଳରେ ପହଞ୍ଚତ୍ ପାରିନାହାନ୍ତି। ଏଥିଯୋଗୁ ଖଣି କାର୍ଯ୍ୟ ପ୍ରଭାବିତ ହୋଇଛି। ଯାତ୍ରୀମାନେ…
ଯୌନ ଅନୁଗ୍ରହ ମାଗୁଥିଲେ ବ୍ରିଜ୍ଭୂଷଣ
ନୂଆଦିଲ୍ଲୀ/କୁରୁକ୍ଷେତ୍ର,୩ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ମୁଖ୍ୟ ବ୍ରିଜ୍ଭୂଷଣ ଶରଣ ସିଂ ମହିଳା କୁସ୍ତିଯୋଦ୍ଧାମାନଙ୍କୁ ଅଣ୍ଡାଳୁଥିଲେ। ସେମାନଙ୍କୁ ଅନୁପଯୁକ୍ତ ବ୍ୟକ୍ତିଗତ ପ୍ରଶ୍ନ ପଚାରୁଥିଲେ। କ୍ୟାରିୟର ପାଇଁ ସୁଯୋଗ ଦେବା ବଦଳରେ ଯୌନ ଅନୁଗ୍ରହ ଦାବି କରୁଥିଲେ। ଏପରି କି ଜଣେ ନାବାଳିକା…
ଭିନ୍ନକ୍ଷମ ଚାଷୀ ଶୋଷିତ, ନିର୍ଯାତିତ
ଯାଜପୁର ଅଫିସ,୩ା୬: ଯାଜପୁର ଜିଲାର ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ଗୁଡ଼ିକରେ ଧାନ ସଂଗ୍ରହ ତଥା ଚାଷୀଙ୍କ ପ୍ରାପ୍ୟ ପ୍ରଦାନରେ ବ୍ୟାପକ ଅନିୟମିତତା ପରିଲକ୍ଷିତ ହେଉଛି। ପାକ୍ସ ସମ୍ପାଦକମାନେ ଚାଷୀଙ୍କୁ ହଇରାଣ ହରକତ କରୁଥିବା ଭଳି ଅଭିଯୋଗ ହେଉଥିଲେ ହେଁ ବିଭାଗୀୟ…
ନିର୍ମାଣର ମାସକ ପରେ ୧୫ ସ୍ଥାନରେ ତାଳି ପଡ଼ିଲା
ଚଣ୍ଡିଖୋଲ,୩ା୬(ଡି.ଏନ୍.ଏ.): କଟକ ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ବାଲିଚନ୍ଦ୍ରପୁର-ବେଣିପୁର ରାସ୍ତା। ଏହି ରାସ୍ତା ୧୦ କି.ମି. ୨ ମିଟର ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। କେବଳ ରାସ୍ତାର ଉନ୍ନତୀକରଣ ନିମନ୍ତେ ପିଚୁକାର୍ଯ୍ୟ…
ଚାଇନାର ଶେଷ ସମ୍ରାଟଙ୍କ ଘଣ୍ଟା ୬ ନିୟୁତ ଡଲାର
ହଂକଂ: ଚାଇନାର ଶେଷ ସମ୍ରାଟ ଆସିନ୍-ଗିଓରୋ ପୁୟିଙ୍କ ହାତଘଣ୍ଟା ହଂକଂରେ ୬ ନିୟୁତ ଡଲାରରେ ନିଲାମ ହୋଇଛି। ଐତିହାସିକ ଦୃଷ୍ଟିକୋଣରୁ ମହତ୍ତ୍ୱପୂର୍ଣ୍ଣ ରେଫ୍ ୯୬ କ୍ୱାଣ୍ଟିମେ ଲ୍ୟୁନ୍ ଟାଇମ୍ପିସ୍ ଘଣ୍ଟାରେ ମୁକୁଟ ସଦୃଶ ଏକ ଚନ୍ଦ୍ର ରହିଛି। ପୁୟିଙ୍କୁ ମାତ୍ର ୨…
ଆଜି ମୁମ୍ବାଇ-ଗୋଆ ବନ୍ଦେ ଭାରତ ଟ୍ରେନର ହେବନାହିଁ ଉଦ୍ଘାଟନ, ଟ୍ରେନ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ବାତିଲ
ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଲହରୀ ଖେଳିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ଦେଶର ଅନେକ ନେତା ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମଧ୍ୟ…
ଗଛ, ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିଲା, ଚାଳ ଛପର ଉଡ଼ିଲା
ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ବଜ୍ରପାତ ସହ ପବନରେ ବହୁ ସ୍ଥାନରେ ଛାଳ ଘର ଛପର ଉଡ଼ି ଯାଇଥିବା ବେଳେ ଗଛ ଉପୁଡ଼ି ପଡିଛି। ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି…
୬ ଦିନ ପାଣି ନ ମିଳିବାରୁ ମହିଳାଙ୍କ ରାସ୍ତାରୋକୋ
କୁଜଙ୍ଗ,୩ା୬ (ଡି.ଏନ୍.ଏ.): କୁଜଙ୍ଗ ବ୍ଲକ କୁଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ନବାଡ଼ିଆ ଗ୍ରାମରେ ବିଭାଗୀୟ ଅବହେଳା ଓ ଖାମଖିଆଲ ନୀତି ଯୋଗୁ ୬ ଦିନ ୫ ଶହ ଅଧିବାସୀ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ପ୍ରତିବାଦରେ ଶୁକ୍ରବାର ମହିଳାମାନେ ଗରା…
ବଙ୍ଗୀୟ ମହିଳା ଗ୍ୟାଙ୍ଗ୍ର ୯ ଗିରଫ
ଭୁବନେଶ୍ୱର,୩।୬(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିଭିନ୍ନ ମଲ୍ରେ ସ୍ମାର୍ଟ ଉପାୟରେ ଚୋରି କରୁଥିଲା ବଙ୍ଗୀୟ ମହିଳା ଗ୍ୟାଙ୍ଗ୍। ଲଜ୍ ଓ ହୋଟେଲରେ ରହିବା ସହ ମଲ୍ରୁ ମଲ୍ ବୁଲି ଚତୁରତାର ସହ ଲକ୍ଷ ଲକ୍ଷ ଟଙ୍କାର ଜିନିଷ ଚୋରାଇ ନେଉଥିବା ଏହି ଆନ୍ତଃରାଜ୍ୟ…

