‘ଆମକୁ କେବଳ ମୋଦି ଦରକାର’
ଇସ୍ଲାମାବାଦ,୨୪।୨:ପାକିସ୍ତାନୀ ୟୁଟ୍ୟୁବର ସାନା ଅମଜାଦ୍ ପୋଷ୍ଟ କରିଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଦେଶରେ ଦରଦାମ୍ ବୃଦ୍ଧିକୁ ନେଇ ଅତିଷ୍ଠ ସାନା ଶେହବାଜ୍ ଶରିଫ୍ ସରକାରଙ୍କୁ ଉକ୍ତ ଭିଡିଓରେ ସମାଲୋଚନା କରିବା ସହ ଆଲ୍ଲା ଆମକୁ ମୋଦି ଦିଅ ବୋଲି…
ଘରଟିଏ ପାଇଁ ପ୍ରଶାସନକୁ ନିବେଦନ
ପିପିଲି,୨୪।୨(ଡି.ଏନ୍.ଏ.): ପିପିଲି ବ୍ଲକ ଚନ୍ଦ୍ରାଦେଇପୁର ପଞ୍ଚାୟତ ୧୪ ନଂ. ୱାର୍ଡ ମଠ ସାହିର ବୃଦ୍ଧା ପ୍ରମିଳା ସ୍ବାଇଁ(୭୨)ଙ୍କ ନିଜସ୍ବ ଘର ନାହିଁ। ସେଥିପାଇଁ ସେ ସାହିଠାରୁ କିଛି ଦୂରରେ ତମ୍ବୁ ଟାଣି ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ରହି…
ହିଜାବ ନ ପିନ୍ଧିବାରୁ ମାଡ଼
ନୂଆଦିଲ୍ଲୀ, ୨୪।୨:ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରାସ୍ତାକଡ଼ରେ ବସି ଜଣେ ନାବାଳିକା କାନ୍ଦୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ବହୁଳ ପ୍ରସାର ହେବାରେ ଲାଗିଛି। ମୋନିକା ବର୍ମା ନାମକ ଜଣେ ଟୁଇଟର ୟୁଜର୍ ଏହି ଭିଡିଓକୁ ପୋଷ୍ଟ କରିଛନ୍ତି। ଉକ୍ତ ଭିଡିଓଟି ଇରାନ୍ର…
ଜାଲ ଦସ୍ତାବିଜ୍ରେ ଜମି ଠକେଇ: ଅବସରପ୍ରାପ୍ତ ବିଏମ୍ସି କର୍ମଚାରୀଙ୍କ ସମେତ ୩ ଗିରଫ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ଜାଲ ଦସ୍ତାବିଜ ଜରିଆରେ ଜମି ଠକେଇ କରିବା ଅଭିଯୋଗରେ କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଭୁବନେଶ୍ୱରରେ ରହୁଥିବା ହଳଧର ଦାସ, ସୁବୋଧ କୁମାର ପରିଡ଼ା ଓ ମମତା ପରିଡ଼ା।…
୨ ବର୍ଷର ଶିଶୁକୁ ଝୁଣି ମାରିଦେଲେ କୁକୁର
ସୁରଟ,୨୪।୨(ଆଇଏଏନ୍ଏସ୍):ସୁରଟରେ ୨ ବର୍ଷର ଶିଶୁକନ୍ୟାକୁ ୩/୪ଟି କୁକୁର ଆକ୍ରମଣକରି ଗୁରୁତର ଆହତ କରିଥିଲେ। ୩୦ରୁ ୪୦ କାମୁଡ଼ା କ୍ଷତ ଥିବା ଶିଶୁଟି ସୁରଟର ଏକ ସରକାରୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ପ୍ରାଣ ହରାଇଛି। ଶିଶୁର ମାଆବାପା ଦିନ ମଜୁରିଆ। ସେମାନେ…
ପ୍ରତି ୨ ମିନିଟ୍ରେ ଜଣେ ମହିଳାଙ୍କ ମୃତ୍ୟୁ: ଜାତିସଂଘ
ଜେନେଭା,୨୪।୨:ବିଗତ ୨୦ ବର୍ଷ ମଧ୍ୟରେ ମାତୃମୃତ୍ୟୁ ହାର ଏକତୃତୀୟାଂଶ ହ୍ରାସ ପାଇଛି। ଏହା ସତ୍ତ୍ୱେ ଏବେ ପ୍ରତି ଦୁଇ ମିନିଟ୍ରେ ଜଣେ ମହିଳା ଗର୍ଭାବସ୍ଥାରେ କିମ୍ବା ସନ୍ତାନ ପ୍ରସବରେ ଜଟିଳତା କାରଣରୁ ପ୍ରାଣ ହରାଉଥିବା ଗୁରୁବାର ଜାତିସଂଘ ରିପୋର୍ଟରେ କୁହାଯାଇଛି। ଉକ୍ତ…
ରାଜ୍ୟର ପ୍ରଥମ ସୋଲାର ପମ୍ପ ୭ବର୍ଷ ହେଲା ଅଚଳ
ଡେରାବିଶ, ୨୪ା୨(ସ୍ବ.ପ୍ର.):ରାଜ୍ୟର ପ୍ରଥମ ସୌର ଚାଳିତ ପମ୍ପ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଛତାଠାରେ ୨୦୧୬ ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ କରାଯାଇଥିଲା। ୯୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ସୋଲାର ପମ୍ପ…
ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ
ଭୁବନେଶ୍ୱର,୨୪।୨ (ବ୍ୟୁରୋ): ୨୦୨୩-୨୪ ବର୍ଷ ପାଇଁ ଆସନ୍ତା ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘର ନିର୍ବାଚନ ହେବ। ରାଜ୍ୟ ଆଇନଜୀବୀ ପରିଷଦର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଓକିଲ ସଂଘ ସାଧାରଣ ପରିଷଦ ପକ୍ଷରୁ ଏନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚଳିତ ବର୍ଷ ପାଇଁ…
‘ଆମିଷ ଖାଇ ନେତା ଗଲେ ମନ୍ଦିର’, କର୍ନାଟକ କଂଗ୍ରେସର ଭାଜପାକୁ ଟାର୍ଗେଟ
ବେଙ୍ଗାଲୁରୁ,୨୪ ।୨: କର୍ନାଟକ କଂଗ୍ରେସ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ସିଟି ରବିଙ୍କ ଉପରେ ଆମିଷ ଭୋଜନ କରିବା ପରେ ମନ୍ଦିର ପ୍ରବେଶ କରିଥିବା ଅଭିଯୋଗ ଆଣିଛି । ସୂଚନାଯୋଗ୍ୟ, ୧୯ ଫେବୃୟାରୀରେ ସିଟି ରବି ଭଟକଲରେ ଏକ ମନ୍ଦିର…
ଜଗତ୍ସିଂହପୁର ମାଷ୍ଟର ପ୍ଲାନ୍ ପ୍ରସ୍ତୁତିରେ ଘୋର ବିଳମ୍ବ
ଜଗତ୍ସିଂହପୁର ଅଫିସ, ୨୪ା୨:ଦିନକୁ ଦିନ ଜଗତ୍ସିଂହପୁର ସହର ଅସଜଡା ଭାବେ ତା’ର କାୟା ବିସ୍ତାର କରିଚାଲିଛି। ଟ୍ରାଫିକ୍ ସମସ୍ୟାଠାରୁ ବର୍ଯ୍ୟବସ୍ତୁ ପରିଚାଳନା ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ସମସ୍ୟା ଜଟିଳ ରୂପ ନେଉଛି। ଏହାର ସମାଧାନ ପାଇଁ ସହରର ମାଷ୍ଟର ପ୍ଲାନ୍ ଜରୁରୀ।…
୫ ଶ୍ରେଣୀକୁ ୨ ଶିକ୍ଷକ
ନିରାକାରପୁର,୨୪ା୨(ଡି.ଏନ୍.ଏ.): ଘରୋଇ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ର କିପରି ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ ହେବେ ସେନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିସହ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରାଯାଉଛି। ଏବେ ବି ବିଦ୍ୟାଳୟ ଭିତ୍ତିଭୂମି ଅଭାବ ରହିଥିବା…
ମଣ୍ଡି ନ ଖୋଲି ମିଲରେ ଧାନ ସଂଗ୍ରହ
ଯାଜପୁର ଅଫିସ,୨୪ା୨ :ଯାଜପୁର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ମଣ୍ଡିଗୁଡିକ ଉଦ୍ଘାଟନ କରି ପରବର୍ତ୍ତୀ ସମୟରେ ସେଠାରୁ ଧାନ ସଂଗ୍ରହ ହୋଇନାହିଁ। ଚାଷୀଙ୍କ ଧାନକୁ ସିଧାସଳଖ ମିଲଗୁଡିକୁ ପଠାଯାଉଥିବାରୁ ଚାଷୀଙ୍କ ମହଲରେ ଉତ୍ତେଜନା ପ୍ରକାଶ…
Archives


