ଟି-୨୦ ବିଶ୍ୱକପରେ ପାକିସ୍ତାନ ଖେଳିବ ନା ନାହିଁ? ଏହି ଦିନ ହେବ ନିଷ୍ପତ୍ତି, PCB ମୁଖ୍ୟ କହିଲେ….
ନୂଆଦିଲ୍ଲୀ,୨୭।୧: ୨୦୨୬ ଟି୨୦ ବିଶ୍ୱକପ୍ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବାକୁ ଯାଉଛି । ତଥାପି, ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ ପାକିସ୍ତାନୀ କ୍ରିକେଟକୁ ନେଇ ଚାଲିଥିବା ନାଟକ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ପାକିସ୍ତାନ ବିଶ୍ୱକପରେ ଅଂଶଗ୍ରହଣ କରିବ…
ଗ୍ରାମସଭାରେ ଗର୍ଜିଲେ ଜନତା: ପିଇଓ ଅନୁପସ୍ଥିତ, ବିକାଶ ନାଁରେ ପ୍ରହସନକୁ ନେଇ ସରପଞ୍ଚ ଓ ADEOଙ୍କୁ…
ଥୁଆମୂଳ ରାମପୁର, ୨୭|୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତରେ ସାଧାରଣତନ୍ତ୍ର ଦିବସ ଅବସରରେ ସୋମବାର ଅନୁଷ୍ଠିତ ଗ୍ରାମସଭାରେ ଏକ ପ୍ରକାର ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ସରକାରୀ ଯୋଜନାରେ ବାଟମାରଣା, ଅଧିକାରୀ…
ବାର୍ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର
ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ କାନବାଗିରୀ ଗ୍ରାମର…
ବନ୍ତ କପ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ
ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ବ୍ଲକସ୍ତରୀୟ ଷ୍ଟାଡିୟମରେ ରବିବାର ଆରମ୍ଭ ହୋଇଛି ୨୪ତମ ସର୍ବ…
ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…
ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ସକାଳ ସମୟରେ ସାଧାରଣତନ୍ତ୍ର ଦିବସ…
‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ
ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ପାଣି ପରି ଖର୍ଚ୍ଚ କରୁଥିବା…
୮ ଫୁଟର ଅଜଗର ଉଦ୍ଧାର
ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ନଦୀକୁ ଶୌଚ ପାଇଁ ଯାଇଥିବା କିଛି…
ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ
ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସମଗ୍ର ସହରରେ ରାମଧୁନ ପରିବେଷଣ…
ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି
ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସାଧାରଣତନ୍ତ୍ର ଦିବସ…
ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”
ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ, ଏକ “ସଫଳ ଭାରତ” ବିଶ୍ୱକୁ ଅଧିକ ସ୍ଥିର, ସମୃଦ୍ଧ ଏବଂ ସୁରକ୍ଷିତ କରିଥାଏ।…
ନବ ନିର୍ମିିତ ଖେଳ ପଡ଼ିଆ ଉଦ୍ଘାଟନ କଲେ ମନ୍ତ୍ରୀ
କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି…
‘ଅପରେସନ୍ ସିନ୍ଦୂର’: ଭାରତୀୟ ବାୟୁସେନାର ପ୍ରଭାବ ଦେଖି ଅସ୍ତ୍ରବିରତି ପାଇଁ ବାଧ୍ୟ ହୋଇଥିଲା ପାକିସ୍ତାନ
ନୂଆଦିଲ୍ଲୀ,୨୬।୧: ୨୦୨୫ ମେ ମାସରେ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ୮୮ ଘଣ୍ଟିଆ ଯୁଦ୍ଧ ଉପରେ ବଡ ଖୁଲାସା ହୋଇଛି। ସୁଇଜରଲ୍ୟାଣ୍ଡର ପ୍ରତିଷ୍ଠିତ ସାମରିକ ଥିଙ୍କ୍ ଟ୍ୟାଙ୍କ ‘ସେଣ୍ଟର ଫର ମିଲିଟାରୀ ହିଷ୍ଟ୍ରି ଆଣ୍ଡ ପର୍ସପେକ୍ଟିଭ୍ ଷ୍ଟଡିଜ୍’ (CHPM) ବଡ…
Archives


