Home Left

କଂଗ୍ରେସ ନେତା ପୱନ ଖେରା ଗିରଫ

ନୂଆଦିଲ୍ଲୀ,୨୩।୨: କଂଗ୍ରେସ ନେତା ପୱନ ଖେରାଙ୍କୁ ଆସାମ ପୋଲିସ ଦିଲ୍ଲୀ ବିମାନବନ୍ଦରରେ ଗିରଫ କରିଛି। ଗୁରୁବାର ପୱନ ଅନ୍ୟ ଦଳୀୟ ନେତାଙ୍କ ସହ ରାୟପୁରରେ ଆୟୋଜିତ ଅଧିବେଶନରେ ଯୋଗଦେବାକୁ ଯାଉଥିଲେ। ଦିଲ୍ଲୀ ବିମାନବନ୍ଦରରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କୁ ଦିଲ୍ଲୀ କୋର୍ଟରେ…

ଜେଲ୍‌ରେ ଦେଢ ଲକ୍ଷ ଟଙ୍କାର ଚପଲ ପିନ୍ଧୁଛନ୍ତି ସୁକେଶ

ନୂଆଦିଲ୍ଲୀ,୨୩।୨: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ମାଣ୍ଡୋଲି ଜେଲରେ ଥିବା ଗ୍ୟାଙ୍ଗଷ୍ଟର ସୁକେଶ ଚନ୍ଦ୍ରଶେଖରଙ୍କ କୋଠରୀରେ ଚଢାଉ କରାଯାଇଛି। ଏହି ସମୟରେ ଅଧିକାରୀମାନେ ତାଙ୍କ କୋଠରୀରେ ଅନେକ ବିଳାସପୂର୍ଣ୍ଣ ଜିନିଷ ପାଇଛନ୍ତି। ସେଲର ସିସିଟିଭି ଫୁଟେଜରେ ମଧ୍ୟ ସୁକେଶ କାନ୍ଦୁଥିବା ଦେଖିବାକୁ…

କଙ୍ଗନାଙ୍କ ପ୍ରଶଂସାକୁ ଗୁରୁତ୍ୱ ଦେଉନାହାନ୍ତି ଜାଭେଦ ଅଖତର

ନିକଟରେ କବି ଓ ଗୀତିକାର ଜାଭେଦ ଅଖତର ପାକିସ୍ତାନ ଯାଇ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ଦୃଢ ନିନ୍ଦା କରିଥିଲେ। ଜାଭେଦଙ୍କ ଏହି ବିବୃତ୍ତିକୁ ସମଗ୍ର ଦେଶ ପ୍ରଶଂସା କରିଥିଲା, ଏପରିକି ଅଭିନେତ୍ରୀ କଙ୍ଗନା ରାଣାୱତ ମଧ୍ୟ ତାଙ୍କୁ ପ୍ରଶଂସା କରି…

‘ମୁଁ ପୁରସ୍କାର ପାଇଁ ଯୋଗ୍ୟ ନୁହେଁ’

ନିକଟରେ ଅଭିନେତା ରଣବୀର କପୁରଙ୍କୁ ଦାଦାସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଛି। ‘ବ୍ରହ୍ମାସ୍ତ୍ର’ରେ ଅଭିନୟ ପାଇଁ ରଣବୀରଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ଦିଆଯାଇଛି। କିନ୍ତୁ ସେ ଏହି ପୁରସ୍କାର ପାଇଁ ନିଜକୁ ଯୋଗ୍ୟ ଭାବୁନାହାନ୍ତି। ଏହି ପୁରସ୍କାର ପାଇ ମୁଁ କୃତଜ୍ଞ…

ଇଂରାଜୀ ଶିକ୍ଷକଙ୍କୁ ବଦଳି: ପ୍ରତିବାଦରେ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଖଇରା,୨୩ା୨(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ୟୁପି ସ୍କୁଲର ଇଂରାଜୀ ଶିକ୍ଷକଙ୍କୁ ଶ୍ରୀରାମପୁର ହାଇସ୍କୁଲକୁ ବଦଳି କରାଯିବା ପରେ ଅଭିଭାବକ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ପ୍ରତିବାଦରେ କମିଟି ସଭାପତି ନମିତା ବେହେରା ଓ ଉପସଭାପତି…

ଆଜି ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍‌ ସେମିଫାଇନାଲ: ଜାଣନ୍ତୁ କେବେ, କେଉଁଠାରେ ଦେଖିବେ ମ୍ୟାଚ୍‌

କେବଟାଉନ୍‌,୨୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲରେ ଆଜି ଭାରତ-ଅଷ୍ଟ୍ରେଲିଆ ମୁକାବିଲା ହେବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ କେପଟାଉନରେ ଖେଳାଯିବ। ଗତ ଟି-୨୦ ବିଶ୍ୱକପ୍‌ର ଫାଇନାଲ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା। ତା’ପରେ କଙ୍ଗାରୁ…

ରାଜ୍ୟ ପୋଲିସରେ ୭୦୦୦ରୁ ଅଧିକ ପଦବୀ ଖାଲି, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୩ା୨: ରାଜ୍ୟ ପୋଲିସରେ ଏବେ ୭ ହଜାର ପଦବୀ ଖାଲି ପଡ଼ିଛି। କନଷ୍ଟେବଳଠାରୁ ଆରମ୍ଭ କରି ଅତିରିକ୍ତ ଏସ୍‌ପି ପର୍ଯ୍ୟନ୍ତ ପଦ ଖାଲି ପଡ଼ିଥିବା ନେଇ ରାଜ୍ୟ ସରକାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଛି। ରାଜ୍ୟରେ ମଞ୍ଜୁରୀପାପ୍ତ…

ବିମାନବନ୍ଦରରେ କଂଗ୍ରେସ ନେତା ଅଟକ

ନୂଆଦିଲ୍ଲୀ,୨୩।୨: କଂଗ୍ରେସ ନେତା ପୱନ ଖେରାଙ୍କୁ ଦିଲ୍ଲୀ ବନ୍ଦରରେ ଅଟକ ରଖାଯାଇଛି। ସେ ଦିଲ୍ଲୀ ବିମାନବନ୍ଦରରୁ ଛତିଶଗଡ ଯାଉଥିବାବେଳେ ତାଙ୍କୁ ଅଟକ ରଖାଯାଇଥିବା କଂଗ୍ରେସ ଅଭିଯୋଗ କରିଛି। ଏହାକୁ ବିରୋଧ କରି କଂଗ୍ରେସ କର୍ମୀମାନେ ବିମାନବନ୍ଦରରେ ବିରୋଧ ପ୍ରଦର୍ଶନ କରିଥିଲେ। ପୱନଙ୍କୁ…

ସଙ୍କଟଗ୍ରସ୍ତ ଦୁନିଆରେ ଭାରତ ଭବିଷ୍ୟତର ପାଲଟିଛି ଭରସା: ବିଲ୍‌ ଗେଟ୍ସ

କାଲିଫର୍ନିଆ,୨୩।୨: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ତଥା ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ ତାଙ୍କ ବ୍ଲଗ ‘ଗେଟ୍ସ ନୋଟ୍ସ’ରେ ଭାରତକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ସଙ୍କଟଗ୍ରସ୍ତ ଦୁନିଆରେ ଭାରତ ଭବିଷ୍ୟତର ଭରସା ପାଲଟିଛି। ଯେତେବେଳେ ବିଶ୍ୱ ଅନେକ…

ମାଛ, ଚିଙ୍ଗୁଡ଼ି ଚାଷରେ ମାରାତ୍ମକ ଆଣ୍ଟିବାୟୋଟିକ୍ସ

ପାରାଦୀପ, ୨୩ା୨(ସ୍ବ.ପ୍ର.): ସମ୍ପ୍ରତି ଉପକୂଳବର୍ତ୍ତୀ ଓଡ଼ିଶାର ଅନେକ ସ୍ଥାନରେ ମାଛ ଓ ଭେନାମି ଚିଙ୍ଗୁଡ଼ି ଚାଷ ଅଧିକ ମାତ୍ରାରେ ହେଉଛି। ସ୍ବଳ୍ପ ସମୟ ମଧ୍ୟରେ ଅଧିକ ମାଛ ଓ ଚିଙ୍ଗୁଡ଼ି ଉତ୍ପାଦନ ପାଇଁ କେତେଜଣ ଚାଷୀ ବିଭିନ୍ନ ପ୍ରକାର ରାସାୟନିକ ଔଷଧ…

ଏମିତି ଗାଁ, ଯେଉଁଠି ଘରର ପ୍ରବେଶ ଦ୍ୱାରରେ ରହିଛି କବର, କାରଣ ଜାଣିଲେ…

କେବେ ଏମିତି ଗାଁ ଦେଖିଛନ୍ତି, ଯେଉଁଠାରେ ପ୍ରତ୍ୟେକ ଘରର ପ୍ରବେଶ ଦ୍ୱାରରେ କବର ରହିଛି। ଆନ୍ଧ୍ରପ୍ରଦେଶର  ଆୟାକୋଣ୍ଡା ନାମକ ଏକ ଗାଁକୁ ଗଲେ ଅନୁଭବ କରିବେ ବୋଧେ କବର ସ୍ଥାନକୁ ଆସିଛନ୍ତି। ଏହି ଗାଁ ପୂରା କବରରେ ପରିପୂର୍ଣ୍ଣ। ପ୍ରତ୍ୟେକ ଘର…

୩ ଘଣ୍ଟା ପର୍ଯ୍ୟନ୍ତ ଅଟକିଗଲା ଦେଢ ବର୍ଷ ଶିଶୁର ହୃଦ୍‌ସ୍ପନ୍ଦନ, ତା’ପରେ ହେଲା ଚମତ୍କାର

ଓଟାଓ୍ବା,୨୩।୨: କାନାଡାର ଅଣ୍ଟାରିଓରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଦେଢ ବର୍ଷ ଶିଶୁର ହୃଦ୍‌ସ୍ପନ୍ଦନ ୩ ଘଣ୍ଟା ପର୍ଯ୍ୟନ୍ତ ଅଟକିଯାଇଥିବା ସତ୍ତ୍ୱେ ଡାକ୍ତର ତାଙ୍କୁ ବଞ୍ଚାଇବାରେ ସଫଳ ହୋଇଥିଲେ। ଶିଶୁର ଜୀବନ ବଞ୍ଚାଇବା ପାଇଁ ଡାକ୍ତରଙ୍କ ଦ୍ୱାରା କରାଯାଇଥିବା ଉଦ୍ୟମକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri